ପୂରଣ ହେଲା ଏକତାଙ୍କ ସ୍ବପ୍ନ

ଏକତା କପୁର ଏବଂ ବିକାଶ ବହଲ ଫିଲ୍ମ ‘ଗୁଡବାୟ’ ମାଧ୍ୟମରେ ପୁଣିଥରେ ଏକାଠି କାମ କରିବାକୁ ଯାଉଛନ୍ତି। ଏଥିରେ ମହାନାୟକ ଅମିତାଭ ବଚ୍ଚନ ଏବଂ ସାଉଥ୍‌ ଅଭିନେତ୍ରୀ ରଶ୍ମିକା ମଦାନାଙ୍କୁ ପ୍ରମୁଖ ଚରିତ୍ରରେ ଦେଖିବାକୁ ମିଳିବ। ଫିଲ୍ମର ଶୁଟିଂ ଇତିମଧ୍ୟରେ ଆରମ୍ଭ ହୋଇଯାଇଛି। ଏହାକୁ ନେଇ ଏକତା ବହୁତ ଖୁସି ଅଛନ୍ତି। ଏ ନେଇ ଏକତା ସୋସିଆଲ ମିଡିଆରେ ନିଜର ଖୁସି ପ୍ରକାଶ କରିଛନ୍ତି। ତେବେ ତାଙ୍କ ଖୁସିର କାରଣ ଗୋଟିଏ ନୁହେଁ ବରଂ ଦୁଇଟି। ପ୍ରଥମଟି ତାଙ୍କର ଫିଲ୍ମ ଏବଂ ଦ୍ୱିତୀୟଟି ତାଙ୍କର ସ୍ବପ୍ନ ସତ ହେବାକୁ ଯାଉଛି।
ଏକତା ପିଲାଟି ଦିନରୁ ଅମିତାଭଙ୍କ ସହ କାମ କରିବାକୁ ଚାହୁଁଥିଲେ। ଯାହାକି ଏବେ ପୂରଣ ହେବାକୁ ଯାଉଛି। ଏକତା ଟୁଇଟରରେ ୨ଟି ଫଟୋ ଶେୟାର କରିଛନ୍ତି। ଗୋଟିଏ ଫଟୋରେ ଫିଲ୍ମ ‘ଗୁଡବାୟ’ ପାଇଁ ଶୁଭକାମନା ଜଣାଇଥିବା ବେଳେ ଅନ୍ୟଟିରେ ବାପା ଜିତେନ୍ଦ୍ର ବିଗ୍‌ ବିଙ୍କ ସହ ନଜର ଆସୁଛନ୍ତି। ତେବେ ଏକତାଙ୍କ ଏହି ଫଟୋ ପିଲାଟି ଦିନର। ଏହି ଫଟୋ ଶେୟାର କରି ସେ ନିଜର ଖୁସି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଷ୍ଟାର୍‌ କିଡ୍‌ ଆରାଧ୍ୟାଙ୍କ ଓଜସ୍ବିନୀ ଭାଷଣ ଶୁଣି ଚକିତ ହେଲେ ଦର୍ଶକ

ଐଶ୍ୱର୍ଯ୍ୟା ଏବଂ ଅଭିଷେକ ବଚ୍ଚନଙ୍କ ଝିଅ ଆରାଧ୍ୟାଙ୍କ ଓଜସ୍ବିନୀ ଭାଷଣ ଶୁଣି ଦର୍ଶକ ଚକିତ ହୋଇଯାଇଛନ୍ତି। ୮ ବର୍ଷୀୟା ଆରାଧ୍ୟା ଧୀରୁଭାଇ ଅମ୍ବାନୀ ସ୍କୁଲରେ ପାଠ...

ଏନ୍‌ସିବିରୁ କ୍ଲିନ୍‌ ଚିଟ୍‌ ମିଳିବା ପରେ କ୍ଲବରେ ପାର୍ଟି କରୁଛନ୍ତି ଆର୍ୟନ : ଭିଡ଼ିଓ ଭାଇରାଲ

ମୁମ୍ବାଇ: ବଲିଉଡ୍‌ ସୁପରଷ୍ଟାର ଶାହରୁଖ ଖାଁଙ୍କ ପୁଅ ଆର୍ୟନ ଖାଁ ଗତ ବର୍ଷ କ୍ରୁଜ୍‌ ଡ୍ରଗ୍ସ ମାମଲାରେ ଫସିବା ପରେ ଲଗାତର ଏବେ ସେ ଚର୍ଚ୍ଚାରେ...

ମୁମ୍ବାଇ ଛାଡି ହରିୟାଣାରେ ରହିବେ କରୀନା-ସୈଫ୍‌: ଜାଣନ୍ତୁ କାହିଁକି ନେଲେ ଏପରି ନିଷ୍ପତ୍ତି

କରୋନା ଭାଇରସ ଯୋଗୁ ଜାରି ରହିଥିବା ଲକ୍‌ଡାଉନ୍‌ ଶେଷ ହେବାପରେ ଏବେ ସମସ୍ତେ ପୁଣିଥରେ କାମକୁ ଫେରିଛନ୍ତି। ବନ୍ଦ ରହିଥିବା ବଲିଉଡ୍‌ ଫିଲ୍ମର ଶୁଟିଂ ମଧ୍ୟ...

ବନ୍ୟାପାଣିରେ ଫଟୋଶୁଟ୍‌ କରି ଟ୍ରୋଲ ହେଲେ ଏହି ମଡେଲ

ବିହାରର ରାଜଧାନୀ ପାଟନାରେ ଲଗାଣବର୍ଷା ହୋଇ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ୧୫ଟି ଜିଲାରେ ରେଡ୍‌ ଆଲର୍ଟ ଜାରିହୋଇଛି। ଏପରିକି ୨୯ ଜଣଙ୍କର ମୃତ୍ୟୁ ମଧ୍ୟ...

‘ଆର୍‌ଆର୍‌ଆର୍‌’ରେ ନଜର ଆସିବେ ୨ ସୁପରଷ୍ଟାର: ଆଲିଆଙ୍କ ସ୍ଥାନରେ ରୋମାନ୍ସ କରିବେ ପ୍ରିୟଙ୍କା

ସାଉଥ୍‌ ଇଣ୍ଡଷ୍ଟ୍ରିର ଲୋକପ୍ରିୟ ନିର୍ଦ୍ଦେଶକ ଏସ୍‌ ଏସ୍‌ ରାଜମୌଲି ତାଙ୍କର ଆଗାମୀ ମଲ୍ଟିଷ୍ଟାର ସିନେମା ‘ଆର୍‌ଆର୍‌ଆର୍‌’କୁ ନେଇ ଖୁବ୍‌ ଚର୍ଚ୍ଚାରେ। ଏହି ଫିଲ୍ମରେ ତେଲୁଗୁ ଇଣ୍ଡଷ୍ଟ୍ରିର...

ପ୍ରଥମ ଥର: ଏହି ଫିଲ୍ମରେ ଡବଲ ରୋଲରେ ନଜର ଆସିବେ ଐଶ୍ୱର୍ଯ୍ୟା

ଗୁରୁ, ବମ୍ବେ, ରୋଜା, ଥାଲାପତି ଭଳି ସୁପରହିଟ୍‌ ଫିଲ୍ମ ନିର୍ମାଣ କରିସାରିଥିବା ନିର୍ଦ୍ଦେଶକ ମଣି ରତ୍ନମ ଏବେ ତାଙ୍କର ଡ୍ରିମ୍‌ ପ୍ରୋଜେକ୍ଟ ‘ପୋନ୍ନିୟିନ ସେଲଭନ’ କୁ...

ଗଙ୍ଗା ଆଳତିରେ ସାମିଲ ହେଲେ ସାରା

ବାରାଣସୀ: ବଲିଉଡ୍‌ ନାୟିକା ସାରା ଅଲି ଖାଁ ତାଙ୍କ ଅପ୍‌କମିଂ ଫିଲ୍ମର ଶୁଟିଂ ପାଇଁ ସୋମବାର ବାରାଣସୀ ବହଞ୍ଚିଛନ୍ତି। ସେଠାରେ ସେ ସୋମବାର ସନ୍ଧ୍ୟାର ଗଙ୍ଗା...

ମୃତ୍ୟୁ ସମୟରେ ୨ ମାସର ଗର୍ଭବତୀ ଥିଲେ ଅମିତାଭଙ୍କ ଏହି ଲୋକପ୍ରିୟ ଅଭିନେତ୍ରୀ

ସାଉଥ୍‌ ଇଣ୍ଡଷ୍ଟ୍ରିରେ ଅନେକ ଅଭିନେତ୍ରୀ ଅଛନ୍ତି, ଯେଉଁମାନେ ବଲିଉଡ୍‌ ଫିଲ୍ମରେ କାମ କରିଛନ୍ତି। ଏମାନଙ୍କ ମଧ୍ୟରେ ଅଳ୍ପ କେତେଜଣଙ୍କୁ ସଫଳତା ମିଳିଛି। ସେଥିମଧ୍ୟରୁ ଜଣେ ହେଲେ...

Advertisement
Archives

Model This Week