ଘରୁ ପଳାଇ ବିବାହ କରିଥିଲେ ଏହି ପ୍ରସିଦ୍ଧ ଅଭିନେତ୍ରୀ

ବଲିଉଡ୍‌ ଫିଲ୍ମ ‘ଗୋଲମାଲ’(୧୯୭୯)ରେ ଉର୍ମି ଭୂମିକାରେ ଅଭିନୟ କରିଥିବା ଅଭିନେତ୍ରୀ ବିନ୍ଦିୟା ଗୋସ୍ବାମୀଙ୍କର ଆଜି ଅର୍ଥାତ୍‌ ଜାନୁଆରୀ ୬ ହେଉଛି ଜନ୍ମଦିନ। ସେ ନିଜଠାରୁ ୧୨ ବର୍ଷ ବଡ଼ ଜେପି ଦତ୍ତାଙ୍କ ସହ ଘରୁ ପଳାଇ ବିବାହ କରିଥିଲେ। ବିନ୍ଦିୟାଙ୍କ ପରିବାର ଲୋକେ ଏହି ବିବାହ ପାଇଁ ରାଜି ହୋଇ ନ ଥିଲେ। ଏହାର କାରଣ ହେଉଛି ବିନ୍ଦିୟାଙ୍କ ତୁଳନାରେ ଜେପିଙ୍କର ବୟସ ଅଧିକ ଥିଲା। ତେଣୁ ବିନ୍ଦିୟା ୧୯୮୫ରେ ଘରୁ ପଳାଇ ବିବାହ କରିଥିଲେ। ତେବେ ଜେପି ହେଉଛନ୍ତି ବିନ୍ଦିୟାଙ୍କର ଦ୍ୱିତୀୟ ସ୍ବାମୀ।
ବିନ୍ଦିୟାଙ୍କର ପ୍ରଥମ ସ୍ବାମୀ ଥିଲେ ବିନୋଦ ମେହରା। ମାତ୍ର ସେମାନେ ବେସି ଦିନ ଏକାଠି ରହିପାରି ନ ଥିଲେ। ବିନୋଦଙ୍କ ଠାରୁ ଅଲଗା ହେବା ପରେ ବିନ୍ଦିୟା ଜେପି ଦତ୍ତାଙ୍କୁ ବିବାହ କରିଥିଲେ। ତେବେ ଜେପି ଏବଂ ବିନ୍ଦିୟା ପରସ୍ପରର ବିପରୀତ ଥିଲେ। ଜେପି ବହୁତ କମ୍‌ କଥା କହୁଥିବା ବେଳେ ବିନ୍ଦିୟା ଏହାର ବିପରୀତ ଥିଲେ। ଖାଲି ସେତିକି ନୁହେଁ ବିନ୍ଦିୟା ବୁଲାବୁଲି କରିବାକୁ ଭଲ ପାଉଥିବା ବେଳେ ଜେପି ଘରେ ରହିବାକୁ ପସନ୍ଦ କରୁଥିଲେ ବୋଲି ଏକ ସାକ୍ଷାତକାରରେ ବିନ୍ଦିୟା ଏହା କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରାଫିକ ପୋଲିସଙ୍କ ସହ ଫଟୋ ଉଠାଇ ଟ୍ରୋଲ ହେଲେ ମଲାଇକା

ମୁମ୍ବାଇ: ବଲିଉଡ୍ ଅଭିନେତ୍ରୀ ତଥା ଫିଟ୍‌ନେସ୍ କୁଇନ୍ ମଲାଇକା ଆରୋରା କିଛି ନା କିଛି କାରଣ ପାଇଁ ଅନେକ ସମୟରେ ଆସିଯାଆନ୍ତି ଚର୍ଚ୍ଚାକୁ । ସୋସିଆଲ...

ଓଲିଉଡ୍‌ରେ ବୈପ୍ଳବିକ ପରିବର୍ତ୍ତନ ଆଣିବ ‘ଦମନ’

ଭୁବନେଶ୍ୱର,୪।୧୧(ବ୍ୟୁରୋ): ବହୁ ପ୍ରତିକ୍ଷାର ଅନ୍ତ ପରେ ଏଥର ଫିଲ୍ମ ଫ୍ରାଇଡେ’ ଶୁକ୍ରବାରରେ ଶୁଭମୁକ୍ତି କରୁଛି ଓଡ଼ିଆ ଚଳଚ୍ଚିତ୍ର ‘ଦମନ’। ବର୍ତ୍ତମାନ ଓଡ଼ିଆ ସିନେମାର ସ୍ଥିତି ଠିକ୍‌...

‘ଛାଡ଼ପତ୍ର ଦିନ ପାଳିବି ଜନ୍ମଦିନ’

ଭୁବନେଶ୍ୱର,୨୪ା୧୨(ବ୍ୟୁରୋ): ଆଜି ଅର୍ଥାତ୍‌ ଡିସେମ୍ବର ୨୪ ଶନିବାର ଓଲିଉଡ୍‌ ଅଭିନେତା ତଥା ଏମ୍‌ପି ଅନୁଭବ ମହାନ୍ତିଙ୍କ ଜନ୍ମଦିନ। ଏହି ଅବସରରେ ଅନୁଭବ ନିଜେ ସୋସିଆଲ ମିଡିଆରେ...

୧୨ ବର୍ଷ ପରେ ଏକାଠି ହେବେ ବଣ୍ଟି-ବବ୍‌ଲୀ

ମୁମ୍ବାଇ: ଦୀର୍ଘ ୧୨ ବର୍ଷ ପରେ ପୁଣି ଏକାଠି ହେବେ ବଣ୍ଟି ଏବଂ ବବଲି। ଅଭିଷେକ ବଚ୍ଚନ ଓ ରାଣୀ ମୁଖାର୍ଜୀ ସ୍କ୍ରିନ୍‌ ଶେୟାର କରିବେ।...

ସୁଶାନ୍ତ ମୃତ୍ୟୁ ମାମଲା: ମୁମ୍ବାଇ ପୋଲିସ ଉପରେ ପ୍ରଶ୍ନ ଉଠାଇଲା ଭାଜପା, ସିବିଆଇ ଯାଞ୍ଚ ଦାବି

ବମ୍ବେ: ଅଭିନେତା ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲାରେ ମୁମ୍ବାଇ ପୋଲିସର ତଦନ୍ତ ଉପରେ ପ୍ରଶ୍ନ ଉଠାଇଛି ଭାଜପା। ମହାରାଷ୍ଟ୍ରର ଭାଜପା ନେତା ଆଶିଷ ଶେଲାର...

ସାମନ୍ଥାଙ୍କ ସହ ଫଟୋ ଶେୟାର କରି ପୁରୁଣା ସ୍ମୃତିକୁ ମନେ ପକାଇଲେ ନାଗା ଚୈତନ୍ୟ

ମୁମ୍ବାଇ: ସାଉଥ୍‌ ଅଭିନେତ୍ରୀ ସାମନ୍ଥା ରୁ୍‌ଥ୍‌ ପ୍ରଭୁ ତେଲୁଗୁ ଚଳଚ୍ଚିତ୍ର ‘ୟେ ମାୟା ଚେସାବେ’ରୁ ଅଭିନୟ ଜୀବନ ଆରମ୍ଭ କରିଥିଲେ। ଏହି ଚଳଚ୍ଚିତ୍ର ରିଲିଜ୍‌ ହେବାର...

ସ୍ବାମୀଙ୍କ ମୃତ୍ୟୁ ପରେ ମନ୍ଦିରରେ ବିବାହ କରିଥିଲେ ଏହି ଅଭିନେତ୍ରୀ: ପରେ ଦ୍ୱିତୀୟ ସ୍ବାମୀଙ୍କ ବିରୋଧରେ ଆଣିଥିଲେ ଶାରୀରିକ, ମାନସିକ ନିର୍ଯାତନା ଅଭିଯୋଗ

ବଲିଉଡର ସୁନ୍ଦରୀ ଅଭିନେତ୍ରୀଙ୍କ ମଧ୍ୟରୁ ବିଦ୍ୟା ସିହ୍ନା ଅନ୍ୟତମ। ତେବେ ନଭେମ୍ବର ୧୫ ତାରିଖ ଅର୍ଥାତ ଆଜି ବିଦ୍ୟାଙ୍କ ଜନ୍ମଦିନ ଅବସରରେ ଜାଣନ୍ତୁ ତାଙ୍କ ବ୍ୟକ୍ତିଗତ...

ପରପାରିରେ କଣ୍ଠଶିଳ୍ପୀ ନିର୍ମଳା ମିଶ୍ର

କୋଲକାତା/ଭୁବନେଶ୍ୱର,୩୧ା୭(ବ୍ୟୁରୋ): ଲୋକପ୍ରିୟ ବଙ୍ଗୀୟ ତଥା ଓଡ଼ିଆ କଣ୍ଠଶିଳ୍ପୀ ନିର୍ମଳା ମିଶ୍ରଙ୍କ ୮୧ ବର୍ଷ ବୟସରେ ରବିବାର ପରଲୋକ ଘଟିଛି। ଦୀର୍ଘଦିନ ଧରି ବାର୍ଦ୍ଧକ୍ୟ ଜନିତ ରୋଗରେ...

Advertisement
Archives

Model This Week