ସବୁ ନିର୍ମାତା, ନିର୍ଦ୍ଦେଶକଙ୍କ ପ୍ରଥମ ପସନ୍ଦ ଏହି ଅଭିନେତ୍ରୀ: ଫିଲ୍ମରେ ତାଙ୍କ ପାଇଁ ଲେଖାଯାଉଛି ସ୍ବତନ୍ତ୍ର ସଂଳାପ

ଫିଲ୍ମ ‘ବାହୁବଳୀ’ରେ ଦେବସେନା ଭୂମିକାରେ ଅଭିନୟ କରି ଲୋକପ୍ରିୟ ହୋଇଥିବା ଅଭିନେତ୍ରୀ ଅନୁଷ୍କା ଶେଟ୍ଟୀଙ୍କ ପାଇଁ ଆଉ କୌଣସି ପରିଚୟର ଆବଶ୍ୟକତା ନାହିଁ। ଏହି ଗୋଟିଏ ଫିଲ୍ମ ତାଙ୍କ କ୍ୟାରିୟରକୁ ସବୁଠାରୁ ଉପରେ ପହଞ୍ଚାଇ ପାରିଛି। ଏହା ପରଠାରୁ ସେ ଦକ୍ଷିଣ ଫିଲ୍ମ ନିର୍ମାତାଙ୍କର ପ୍ରଥମ ପସନ୍ଦ ପାଲଟିଯାଇଛନ୍ତି । ଏବେ ତାଙ୍କ ପାଇଁ ସ୍ବତନ୍ତ୍ର ସଂଳାପ ଲେଖାଯାଉଛି।
ନିଜ ଚରିତ୍ରକୁ ପରଦା ଉପରେ ସଫଳ କରିବା ପାଇଁ ଅନୁଷ୍କା ପାରୁ ପର୍ଯ୍ୟନ୍ତ ଚେଷ୍ଟା କରିଥାନ୍ତି। ଗୋଟିଏ ଫିଲ୍ମ ପାଇଁ ଅନୁଷ୍କା ନିଜର ୨୦ କିଲୋ ଓଜନ ବଢ଼ାଇଥିଲେ। ପୁଣିଥରେ ସାଇଜ୍‌ ଜିରୋ କରିବା ପାଇଁ ତାଙ୍କୁ କଠିନ ପରିଶ୍ରମ କରିବାକୁ ପଡ଼ିଥିଲା।
୨୦୧୫ରେ ସାଉଥ୍‌ ଫିଲ୍ମ ନିର୍ଦ୍ଦେଶକ ପ୍ରକାଶ କୋଭେଲାମୁଦୀଙ୍କ ଫିଲ୍ମ ‘ସାଇଜ୍‌ ଜିରୋ’ ରିଲିଜ୍‌ ହୋିଥିଲା। ଏଥିପାଇଁ ଅନୁଷ୍କାଙ୍କୁ ନିଜର ୨୦ କିଲୋ ଓଜନ ବଢ଼ାଇବାକୁ ପଡ଼ିଥିଲା। ଏଥିରେ ତାଙ୍କ ଚରିତ୍ର ସ୍ବିଟି ନାମକ ଝିଅର ଥିଲା। ଫିଲ୍ମରେ ସେ ବହୁତ ମୋଟା ଦେଖାଯାଉଥିଲେ। ଏଥିରେ ତାଙ୍କ ସହ ଅଭିନେତା ଆର୍ଯ୍ୟ, ପ୍ରକାଶ ରାଜ, ସୋନଲ ଚୌହାନ ଏବଂ ଉର୍ବଶୀ ପ୍ରମୁଖ ଚରିତ୍ରରେ ଅଭିନୟ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସେଲ୍ସ ଗର୍ଲ ହେଲେ ଶ୍ରଦ୍ଧା

ମୁମ୍ବାଇ: ବଲିଉଡ୍‌ର ପ୍ରତିଭାବାନ୍‌ ଅଭିନେତ୍ରୀ ଶ୍ରଦ୍ଧା କପୁର ସୋସିଆଲ ମିଡିଆରେ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ନିଜ ଇନ୍‌ଷ୍ଟାଗ୍ରାମରେ ଏକ ଭିଡିଓ ପୋଷ୍ଟ କରିଛନ୍ତି, ଯାହାକୁ...

କ୍ୟାନ୍‌ସରରେ ଆଖି ବୁଜିଲେ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନ

ନୂଆଦିଲ୍ଲୀ,୨୧ା୪: ଲୋକପ୍ରିୟ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନଙ୍କର ୩୦ ବର୍ଷ ବୟସରେ ମୃତ୍ୟୁ ଘଟିଛି। ସେ ଦୀର୍ଘଦିନ ହେଲା କ୍ୟାନ୍‌ସରରେ ପୀଡ଼ିତ ଥିଲେ। ଇନ୍‌ଷ୍ଟାଗ୍ରାମରେ ତାଙ୍କର...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କଲେ ଶାହାରୁଖ ଖାନ୍‌! ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୯।୪: କଂଗ୍ରେସ ପାଇଁ ପ୍ରଚାର କଲେ ବଲିଉଡର କିଙ୍ଗ ଖାନ୍‌ ଶାହରୁଖ ଖାନ୍‌। ଆଗାମୀ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଷ୍ଟାର...

ରଜନୀକାନ୍ତ, ଧନୁଷ, କମଲ ହାସନ ଚେନ୍ନାଇରେ ଦେଲେ ଭୋଟ, ସର୍ବପ୍ରଥମେ ପହଞ୍ଚିଲେ ଏହି ସୁପରଷ୍ଟାର

ଚେନ୍ନାଇ,୧୯।୪: ଶୁକ୍ରବାର ସକାଳୁ ଲୋକ ସଭା ନିର୍ବାଚନ ପାଇଁ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ସମସ୍ତ ରାଜନୈତିକ ଦଳ ଭାଗ୍ୟ ପରୀକ୍ଷା କରିବାକୁ ରାଜନୈତିକ ମଞ୍ଚରେ...

ଖୁବ ଶୀଘ୍ର ଆଈ ହେବାକୁ ଯାଉଛନ୍ତି ନୀନା ଗୁପ୍ତା

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ନୀନା ଗୁପ୍ତାଙ୍କ ଘରକୁ କୁନି ଅତିଥି ଆସିବାକୁ ଆଉ ବେଶୀ ସମୟ ବାକି ନାହିଁ। ଅଭିନେତ୍ରୀଙ୍କ ଝିଅ ମାସାବା ଖୁବଶୀଘ୍ର ମା’...

ଶଳା ସଲମାନ୍‌ ନୁହେଁ, ବରଂ ଫିଲ୍ମ କରିବା ପୂର୍ବରୁ ପୋଷାକୁକୁର ସହ କଥା ହୁଅନ୍ତି ଆୟୁଷ  

ବମ୍ବେ: ବଲିଉଡର ଦବଙ୍ଗ ଖାନ୍‌ଙ୍କ ସାନ ଉଭଣୀ ଅର୍ପିତା ଖାନ୍‌ଙ୍କ ସ୍ବାମୀ ହେଉଛନ୍ତି ଆୟୁଷ ଶର୍ମା। ଖ୍ୟାତନାମା ଫିଲ୍ମନିର୍ମାତା ସଲୀମ ଖାନ୍‌ଙ୍କ ସେ ଜ୍ୱାଇଁ ହୋଇଥିବାରୁ...

ନୂଆ ରେକର୍ଡ କଲା ଅଲୁ ଅର୍ଜୁନଙ୍କ ପୁଷ୍ପା ୨, ଏହି ପ୍ଲାଟଫର୍ମକୁ ୨୭୫ କୋଟି ଟଙ୍କାରେ ବିକ୍ରୀ କଲା ଡିଜିଟାଲ୍ ରାଇଟ୍

ମୁମ୍ବାଇ: ଅଲୁ ଅର୍ଜୁନଙ୍କ ପୁଷ୍ପା ୨ ଟିଜର ଆସିବା ପରଠାରୁ ଏହା ହେଡଲାଇନରେ ରହିଛି। ଏବେ ଖବର ଆସିଛି ଯେ, ବହୁ ପ୍ରତୀକ୍ଷିତ ସୁକୁମାରଙ୍କ ନିର୍ଦ୍ଦେଶିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri