ବଲିଉଡ୍‌ ହାଲ୍‌ଚାଲ୍‌

‘ହେଲେନ୍‌’ ସିନେମାର ହିନ୍ଦୀ ରିମେକ୍‌ ହେବାକୁ ଯାଉଛି। ଜାହ୍ନବୀ କପୁର ଏହାର ଟାଇଟଲ ଭୂମିକାରେ ଅଭିନୟ କରିବେ। ଉକ୍ତ ଫିଲ୍ମର ଶୁଟିଂ ଚଳିତ ବର୍ଷ ଜୁନ୍‌ରୁ ଆରମ୍ଭ ହେବାକୁ ଯାଉଛି।
ୟଶରାଜ ଫିଲ୍ମସ ବ୍ୟାନରରେ ନିର୍ମିତ ହେବାକୁ ଯାଉଥିବା ନୂଆ ସିନେମାର ନାୟିକା ସାଜିବେ ମାନୁଷୀ ଚିଲ୍ଳାର। ତାଙ୍କ ଅପୋଜିଟ୍‌ରେ ଅଛନ୍ତି ଭିକି କୌଶଲ।
ନିର୍ମାଣାଧୀନ ହିନ୍ଦୀ ସିନେମା ‘ବଚ୍ଚନ ପାଣ୍ଡେ’ରେ ନିଜ ଭୂମିକା ଆଉ ଗେଟଅପ୍‌ର ସଫଳତାକୁ ନେଇ ବେଶ୍‌ ଆଶାବାଦୀ ଅଛନ୍ତି ଅକ୍ଷୟ କୁମାର।
‘ଏକ ଭିଲେନ୍‌ ରିର୍ଟନ୍‌ସ’ର ଶୁଟିଂ ଇତିମଧ୍ୟରେ ଆରମ୍ଭ ହୋଇଯାଇଛି। ଫିଲ୍ମଟିର ନିର୍ଦ୍ଦେଶନା ଦେଉଛନ୍ତି ମୋହିତ ସୂରୀ। ଏହାର ନାୟିକା ଭୂମିକାରେ ଅବତୀର୍ଣ୍ଣ ହୋଇଛନ୍ତି ଦିଶା ପଟାନି।
‘ଆର୍ଥ’ର ରିମେକ୍‌ ଫିଲ୍ମରେ ବବି ଦେଓଲ ଏକ ଭିନ୍ନ ଭୂମିକାରେ ଦେଖିବାକୁ ମିଳିବେ। ରେବତୀଙ୍କ ନିର୍ଦ୍ଦେଶନାରେ ପ୍ରସ୍ତୁତ ହେବାକୁ ଯାଉଥିବା ଏହି ଚଳଚ୍ଚିତ୍ରରେ ସ୍ବରା ଭାସ୍କର ଏବଂ ଜ୍ୟାକଲିନ୍‌ ଫର୍ନାଡିଜ୍‌ଙ୍କୁ ମଧ୍ୟ ଦେଖିବାକୁ ମିଳିବ।
ଆକ୍ଟିଂ ପରେ ମହେଶ ତନୟା ଆଲିୟା ଭଟ୍ଟ ଏବେ ଆଉ ଏକ ଗୁରୁଦାୟିତ୍ୱ ତୁଲାଇବାକୁ ଯାଉଛନ୍ତି। ଅର୍ଥାତ୍‌, ସେ ଏବେ ସିନେମା ପ୍ରଯୋଜନା କରିବେ। ତାଙ୍କର ହୋମ୍‌ ବ୍ୟାନର ନାମ ରହିଛି ‘ଇଟରନାଲ ସନସାଇନ୍‌ ପ୍ରଡକ୍ସନ୍‌ସ’। ଖାସ୍‌ କଥା ହେଲା ଏହି ବ୍ୟାନରରେ ତାଙ୍କର ସହଯୋଗୀ ପ୍ରଯୋଜକ ରହିବେ ଶାହରୁଖ ଖଁା।


Enter your email to get our daily news in your inbox.

All Right Reserved By Dharitri.Com

ଗଡ଼ଚଣ୍ଡୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶ୍ରେଣୀଗୃହରେ ଆଣ୍ଠୁଏ ପାଣି, ଶିକ୍ଷାଦାନ ବନ୍ଦ

ହାଟଡିହୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡା): ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ସାଙ୍ଘାତିକ ପରିସ୍ଥିତି ସୃଷ୍ଟି ହୋଇଛି। କେଉଁଠି ପୋଲ…

ଜନ୍ତରମନ୍ତରରେ ପୁଣି ପୋଲିସ-ପ୍ରଦର୍ଶନକାରୀ ମୁହାଁମୁହିଁ, ପଥର ମାଡ଼ ପରେ ଲାଠିଚାର୍ଜ

ନୂଆଦିଲ୍ଲୀ,୨୨।୭: ନୂଆଦିଲ୍ଲୀର ଜନ୍ତର ମନ୍ତରରେ ଚାଲିଥିବା CJP ପ୍ରତିବାଦ ମଧ୍ୟରେ ପୁଣି ଥରେ ଉତ୍ତେଜନା ଦେଖାଦେଇଛି । ପ୍ରଦର୍ଶନକାରୀ ଏବଂ ଦିଲ୍ଲୀ ପୋଲିସ ମଧ୍ୟରେ ସଂଘର୍ଷ ହୋଇଛି…

ରାଜ୍ୟ ରାଜନୀତିରେ ହଲଚଲ୍! କ୍ୟାପିଟାଲ୍‌ ଥାନା ପକ୍ଷରୁ ପାଣ୍ଡିଆନଙ୍କୁ ନୋଟିସ, ଏହି ଦିନ ହେବ ହାଜର

ଭୁବନେଶ୍ବର,୨୨।୭: CMOରୁ ଫାଇଲ୍‌ ଗାୟବ ମାମଲାରେ ଭିକେ ପାଣ୍ଡିଆନ୍‌ଙ୍କୁ ନୋଟିସ କରାଯାଇଛି । ପୂର୍ବତନ ଆଇଏଏସ୍‌ ଅଫିସର ଭି.କେ ପାଣ୍ଡିଆନଙ୍କୁ ଆସନ୍ତା ୨୫ ତାରିଖ ଦିନ ୧୧ଟା…

ବିଦ୍ରୋହ ମଧ୍ୟରେ ଆସିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ବୟାନ, ‘୨୯ ଜୁଲାଇ ସମସ୍ତଙ୍କ ପାଇଁ….’

ନୂଆଦିଲ୍ଲୀ,୨୨।୭: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ଶିକ୍ଷା ମନ୍ତ୍ରୀମାନଙ୍କ ଏକ ସମ୍ମିଳନୀରେ ବୁଧବାର ଦିନ ଉଦବୋଧନ ଦେଇଥିଲେ। ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି,…

ଟିମ୍‌ ଇଣ୍ଡିଆରେ ମିଳିଲାନି ସୁଯୋଗ, ଏବେ ଏହି ଟିମ୍‌ ପାଇଁ ଖେଳିବେ କୁଲଦୀପ ଯାଦବ 

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ ଦଳର ତାରକା ସ୍ପିନର କୁଲଦୀପ ଯାଦବଙ୍କୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଇଂଲଣ୍ଡ ବିପକ୍ଷ ସୀମିତ ଓଭର ସିରିଜରେ ଭାରତୀୟ…

ଲଗାଣ ବର୍ଷାରେ ଭୁଶୁଡ଼ିଲା ବାଞ୍ଛା ପୋଲ, ଯୋଗାଯୋଗ ବିଚ୍ଛିନ୍ନ

ହାଟଡିହୀ/ଛେନାପଦୀ,୨୨ା୭(ଶୁଭକାନ୍ତ ନାୟକ/ନିରାକାର ପରିଡା): ଲଗାଣ ବର୍ଷାରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ପରିସ୍ଥିତି ସଙ୍ଗୀନ ହୋଇ ପଡିଛି । ଲୋକେ ଘରୁ ବାହାରିବା ମୁସ୍କିଲ ହୋଇପଡିଛି…

ଚାଇନା ବିରୋଧରେ ଚନ୍ଦ୍ରଗିରିରେ ତିବତୀୟ ୟୁଥ୍ କଂଗ୍ରେସ ପକ୍ଷରୁ ଶାନ୍ତିପୂର୍ଣ୍ଣ ପ୍ରତିବାଦ, ଦାବି ରଖି…

ମୋହନା,୨୨ା୭( ମନ୍ମଥ ମିଶ୍ର ): ଗଜପତି ଜିଲା ଚନ୍ଦ୍ରଗିରିରେ ବସବାସ କରୁଥିବା ତିବତୀୟ ଶରଣାର୍ଥୀମାନେ ଚାଇନାର କଥିତ ଦମନ ନୀତିକୁ ବିରୋଧ କରି ଶାନ୍ତିପୂର୍ଣ୍ଣ ଭାବେ ଶୋଭାଯାତ୍ରା…

୪ ମାସର ବକେୟା ଭତ୍ତା ଅପେକ୍ଷାରେ ହିତାଧିକାରୀ, ଅଭିଯୋଗ କରିବାରୁ….

ଗୁଡାରି,୨୨ା୭(ପ୍ରମୋଦ କୁମାର ପତି): ସାମାଜିକ ସୁରକ୍ଷା ଯୋଜନାରେ ଗୁଡାରି ବ୍ଲକର ବହୁ ହିତାଧିକାରୀ ଗତ ୪ ମାସ ହେବ ଭତ୍ତା ପାଇନଥିବା ଅଭିଯୋଗ କରିଛନ୍ତି । ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri