ବଲିଉଡ୍‌ର ସବୁଠୁ ଅଧିକ ପାଠ ପଢ଼ିଥିବା କଳାକାର

ମୁମ୍ବାଇ: ବଲିଉଡ୍‌ ସେଲିବ୍ରିଟିମାନଙ୍କ ମଧ୍ୟରୁ କିଛି ସେଲିବ୍ରିଟି ବହୁତ ପାଠ ପଢ଼ିଥିଲେ ମଧ୍ୟ ଅଭିନୟକୁ ନିଜର କ୍ୟାରିୟର ଭାବେ ବାଛିନେଇଛନ୍ତି। ସେ ବିଗ୍‌ ବି ହୁଅନ୍ତୁ କି ଶାହାରୁଖ। ଉଚ୍ଚ ଶିକ୍ଷାର ଅଧିକାରୀ ହୋଇ ମଧ୍ୟ ଚାକିରି ପ୍ରତି ଗୁରୁତ୍ୱ ନ ଦେଇ ଅଭିନୟକୁ ଆପଣାଇ ନେଇଛନ୍ତି। ଖାଲି ଆପଣାଇ ନାହାନ୍ତି, ଏହି କ୍ଷେତ୍ରରେ ବେଶ୍‌ ନାଁ ମଧ୍ୟ କମାଇଛନ୍ତି। ସେହିପରି ପ୍ରୀତି ଜିଣ୍ଟା, ସୋହା ଅଲ୍ଲୀ ଖାନ୍‌, ପରିଣୀତି ଚୋପ୍ରା, ବିଦ୍ୟା ବାଲାନ୍‌ ଅନେକ ଡିଗ୍ରୀ ହାସଲ କରିଥିଲେ ମଧ୍ୟ ଅଭିନୟକୁ ନିଶା ଆଉ ପେସା ଭାବରେ ଗ୍ରହଣ କରିନେଇଛନ୍ତି।

ଅମିତାଭ ବଚ୍ଚନ:

ବିଗ୍‌ ବି’ ବଲିଉଡ୍‌ର ସବୁଠୁ ପଢ଼ାଲେଖା ଷ୍ଟାର୍‌। ତାଙ୍କ ପାଖରେ ୪ଟି ୟୁନିଭର୍ସିଟିର ଡକ୍ଟରେଟ୍‌ ଡିଗ୍ରୀ ରହିଛି।

ଶାହାରୁଖ ଖାନ୍‌:

As Shah Rukh Khan, Preity Zinta-starrer 'Veer Zaara' clocks 18 Years, Actress Says: 'Here's To Believing In Old Fashioned Love'

କିଙ୍ଗ୍‌ଖାନ୍‌ ଦିଲ୍ଲୀ ୟୁନିଭର୍ସିଟିରୁ ଅର୍ଥନୀତିରେ ଡିଗ୍ରୀ ହାସଲ କରିଛନ୍ତି।

ପ୍ରୀତି ଜିଣ୍ଟା:

ପ୍ରୀତି ଜିଣ୍ଟା ଇଂରାଜୀରେ ଅନର୍ସ ଡିଗ୍ରୀ କରିଥିବା ବେଳେ ମନୋବିଜ୍ଞାନରେ ମାଷ୍ଟର ଡିଗ୍ରୀ କରିଛନ୍ତି।

ପରିଣୀତି ଚୋପ୍ରା:

Parineeti Chopra - Wikipedia

ପରିଣୀତିଙ୍କ ନିକଟରେ ୩ଟି ଅନର୍ସ ଡିଗ୍ରୀ ରହିଛି।

ବିଦ୍ୟା ବାଲାନ୍‌:

ବିଦ୍ୟା ସୋସିଓଲୋଜିରେ ବ୍ୟାଚଲର ଏବଂ ମାଷ୍ଟର ଡିଗ୍ରୀ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଯାହାଙ୍କ ପାଖରେ ଆଧାରକାର୍ଡ ଅଛି, ତାଙ୍କୁ ମିଳିବ ସୁନା’, ଘୋଷଣା କଲେ PM ମୋଦି? ଜାଣନ୍ତୁ ଭାଇରାଲ ଦାବି ପଛର ସତ୍ୟ

ନୂଆଦିଲ୍ଲୀ, ୧୭।୮: ସୋସିଆଲ ମିଡିଆରେ ପ୍ରତିଦିନ ସରକାରଙ୍କ ସହ ଜଡ଼ିତ ଅନେକ ଯୋଜନା ବିଷୟରେ ସୂଚନା ଦିଆଯାଉଛି। କେତେବେଳେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଡିଓ ଭାଇରାଲ ହେଉଛି, ତ…

ବୃହସ୍ପତି-ଶନିଙ୍କ ମଧ୍ୟରେ ହେବାକୁ ଯାଉଛି ଅଦ୍ଭୁତ ଯୋଗ: ପୂରା ସେପ୍ଟେମ୍ବରରେ ମାସରେ ଏହି ୫ ରାଶିଙ୍କର ବଲ୍ଲେ-ବଲ୍ଲେ

ସେପ୍ଟେମ୍ବର ୨୦୨୬ ମାସର ଆରମ୍ଭ ଏକ ଶୁଭ ଯୋଗରୁ ହେବାକୁ ଯାଉଛି। ଦ୍ରିକ ପଞ୍ଚାଙ୍ଗ ଅନୁଯାୟୀ, ସେପ୍ଟେମ୍ବର ୧ ତାରିଖରେ ଦେବଗୁରୁ ବୃହସ୍ପତି ଏବଂ ନ୍ୟାୟର ଦେବତା…

ସୁରଟରୁ ଫେରିଲା ଦାଦନ ଶ୍ରମିକଙ୍କ ମୃତଦେହ, ଗାଁରେ ଶୋକାକୁଳ ପରିବେଶ

ହିଞ୍ଜିଳିକାଟୁ,୧୭।୮(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ଅଞ୍ଚଳରୁ ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି। ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତଦେହ ସୋମବାର…

ଚୋର-ପୋଲିସ୍‌ର ଖେଳ ସୋସିଆଲ୍‌ ମିଡିଆରେ ଭାଇରାଲ୍‌: ଚାରି ଥାନାର ପୋଲିସ୍‌କୁ ପାଣି ପିଆଇ…

ପୁରୁଷୋତ୍ତମପୁର, ୧୭।୮ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଘଟିଥିବା ଚୋର-ପୋଲିସ୍‌ ଲଢ଼େଇ ଏବେ ସୋସିଆଲ୍‌ ମିଡିଆରେ ଖୁବ୍‌ ଭାଇରାଲ୍‌ ହେବାରେ ଲାଗିଛି। ଗତ ଶୁକ୍ରବାର…

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…

ଭାଜପାର ନୂଆ ଟିମ୍‌ରେ ଓଡ଼ିଶାର ଏହି ୨ ନେତା ସାମିଲ: ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

୨୨ ଅଗଷ୍ଟରୁ ତ୍ରିଗ୍ରହୀ ଯୋଗର ପ୍ରଭାବ: ଏହି ୪ ରାଶି ଲୋକଙ୍କ ଭାଗ୍ୟରେ ନୂଆ ମୋଡ଼, ଜାଣନ୍ତୁ କ’ଣ ଘଟିବ…

ଜ୍ୟୋତିଷୀୟ ଗଣନା ଅନୁଯାୟୀ, ଅଗଷ୍ଟ ୨୦୨୬ରେ ସିଂହ ରାଶିରେ ୩ଟି ଗ୍ରହର ଯୁତି ଗଠିତ ହେବାକୁ ଯାଉଛି। ପ୍ରଥମେ କେତୁ ସିଂହ ରାଶିରେ ଅବସ୍ଥିତ ରହିବେ। ଏହାପରେ…

ନୀତିନ ନବୀନଙ୍କ ନୂଆ ଟିମ୍‌ରେ କେଉଁ ରାଜ୍ୟରୁ କାହାକୁ ମିଳିଲା ଦାୟିତ୍ୱ: ଜାଣନ୍ତୁ

ନୂଆଦିଲ୍ଲୀ,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri