ବିବାହ ପରେ ନାମ ବଦଳାଇଲେ ନେହା କକ୍କର: ଜାଣନ୍ତୁ କ’ଣ ରଖିଲେ…

ବଲିଉଡ୍‌ ଗାୟିକା ନେହା କକ୍କର ଏବଂ ରୋହନପ୍ରିତ ସିଂହ ଇତିମଧ୍ୟରେ ବିବାହ ବନ୍ଧନରେ ବାନ୍ଧି ହୋଇଯାଇଛନ୍ତି। ବିବାହ ପରେ ଏହି ଯୋଡି ନିଜର ନୂଆ ଜୀବନ ଆରମ୍ଭ କରିଛନ୍ତି। ତେବେ ଏହି ବିବାହ ହେଉଛି ଚଳିତ ବର୍ଷର ଚର୍ଚ୍ଚିତ ବିବାହ। ବିବାହ ପରେ ସବୁ ହିନ୍ଦୁ ଝିଅଙ୍କ ପରି ନେହା ମଧ୍ୟ ନିଜ ନାମ ପରିବର୍ତ୍ତନ କରିଛନ୍ତି। ସୋସିଆଲ ମିଡିଆରେ ନିଜ ନୂଆ ନାମ ବିଷୟରେ ସେ ପ୍ରଶଂସକଙ୍କୁ ଜଣାଇଛନ୍ତି। ଇନ୍‌ଷ୍ଟାଗ୍ରାମ୍‌ରେ ନେହା ତାଙ୍କ ନାମ ନେହା କକ୍କର ପୂର୍ବରୁ ମିସେସ୍‌ ସିଂହ ଲେଖିଛନ୍ତି। ତେଣୁ ନେହା ଏବେ ମିସେସ୍‌ ସିଂହ ଭାବେ ଜଣାଯିବେ। ତେବେ ତାଙ୍କର ପୂର୍ବ ନାମ ନେହା ସେହିପରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯାତ୍ରୀଙ୍କୁ ସୁନା ଅଳଙ୍କାର ସହ ଲକ୍ଷାଧିକ ଟଙ୍କା ଫେରାଇଲେ ଡ୍ରାଇଭର, ପ୍ରଶଂସା କରି ଲୋକେ କହିଲେ…

ପୁରୀ,୨୭ା୬(ଅଜିତ କୁମାର ମହାନ୍ତି): କାର୍‌ରେ ଯାତ୍ରୀ ଛାଡ଼ିଯାଇଥିବା ପ୍ରାୟ ୧୦ ଲକ୍ଷ ଟଙ୍କାର ସୁନା ଅଳଙ୍କାର ଓ ନଗଦ ୧ ଲକ୍ଷ ୩୦ ହଜାର ଟଙ୍କା ଭର୍ତ୍ତି…

ସମୁଦ୍ରର ଉଚ୍ଚ ଜୁଆରରେ କୂଳ ଲଂଘୁଛି; ବେଳାଭୂମିର ଦ୍ରୁତ ଅବକ୍ଷୟ, ସମୁଦ୍ର ଗର୍ଭରେ ଲୀନ ହେବାର ଆଶଙ୍କାରେ ଉପକୂଳବର୍ତ୍ତୀ ଅଞ୍ଚଳ

ଗଞ୍ଜାମ, ୨୭।୬ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୁଲ୍ୟା ମୁହାଣ ପୁରୁଣାବନ୍ଧଠାରୁ ପ୍ରୟାଗୀ ପର୍ଯ୍ୟନ୍ତ ବେଳାଭୂମି ଗତ କିଛି ଦିନ ଧରି ଦ୍ରୁତ…

ଶ୍ରୀମନ୍ଦିର ପ୍ରଶାସନର ବଡ଼ ସୂଚନା, ୧୪ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନ

ପୁରୀ,୨୭।୬: ଦିନକ ପରେ ଶ୍ରୀଜିଉଙ୍କ ପବିତ୍ର ସ୍ନାନଯାତ୍ରା। ଏନେଇ ଚଳଚଞ୍ଚଳ ହୋଇପଡିଛି ଶ୍ରୀକ୍ଷେତ୍ର। ସ୍ନାନଯାତ୍ରାର ସ୍ବତନ୍ତ୍ର ନୀତିକାନ୍ତି ପାଇଁ ୧୪ ଘଣ୍ଟା ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ…

ବ୍ରାଉନସୁଗାର ଜବତ: ମହିଳାଙ୍କ ସମେତ ୪ ଜଣଙ୍କୁ ବାନ୍ଧିଲା ପୋଲିସ

ବଞ୍ଚୋ/ହାଟଡିହୀ/ଛେନାପଦୀ,୨୭ା୬(ପ୍ରଦୋଷ ବିଶ୍ୱାଳ/ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ନନ୍ଦିପଦା ପୋଲିସ ଏବଂ ଆନନ୍ଦପୁର ଏସ୍‌ଡିପିଓ ଚଢ଼ାଉ କରି ୧୨ ଗ୍ରାମ ବ୍ରାଉନସୁଗାର ଜବତ କରିବା ସହ ଏଥିରେ…

କାର୍‌କୁ ଧକ୍କା ଦେଇ ଓଲଟିଲା ଟାୟାର ବୋଝେଇ ଟ୍ରକ୍‌, ଡ୍ରାଇଭରଙ୍କ ସମେତ…

ମୋହନା,୨୭ା୬(ମନ୍ମଥ ମିଶ୍ର): କାର୍‌କୁ ଧକ୍କା ଦେଇ ଓଲଟି ପଡ଼ିଛି ଟାୟାର ବୋଝେଇ ଟ୍ରକ୍‌। ଡ୍ରାଇଭରଙ୍କ ସମେତ ୫ ଆହତ ହୋଇଛନ୍ତି। ଗଜପତି ଜିଲା ଅଡ଼ବା ଥାନା ନାଳାଘାଟ…

ବିରାଟ କୋହଲି ହଠାତ ଟେଷ୍ଟ କ୍ରିକେଟରୁ କାହିଁକି ନେଇଥିଲେ ସନ୍ନ୍ୟାସ? ହେଲା ବଡ଼ ଖୁଲାସା…

ନୂଆଦିଲ୍ଲୀ,୨୭।୬: ଭାରତୀୟ କ୍ରିକେଟର ‘ରନ ମେଶିନ’ ବିରାଟ କୋହଲି ଟେଷ୍ଟ କ୍ରିକେଟରୁ ଅବସର ନେବାକୁ ପ୍ରାୟ ବର୍ଷେରୁ ଅଧିକ ସମୟ ବିତିଗଲାଣି। ହେଲେ ଆଜି ବି ପ୍ରଶଂସକଙ୍କ…

ସୁନ୍ଦରଗଡ଼ରେ ଚାଞ୍ଚଲ୍ୟ, ଯୁବତୀଙ୍କ ଉପରେ ପେଟ୍ରୋଲ ଢାଳି ଲଗାଇଦେଲେ ନିଆଁ

ରାଉରକେଲା,୨୭।୬: ସୁନ୍ଦରଗଡ଼ ଜିଲା ବିଶ୍ରା ବ୍ଲକ ସନ୍ତୋଷପୁର ପଞ୍ଚାୟତ ଜାରାଟୋଲା ଗାଁରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଯୁବତୀ ଜଣକ ଘରେ ଶୋଇଥିଲା ବେଳେ କେତେଜଣ…

ସିଙ୍ଗିପୁରରେ ବେଆଇନ ଦେଶୀ ମଦ ଭାଟି: ପୋଲିସର ଚଢ଼ାଉ

ଗଜପତି,୨୮।୬ (ଗିରିଧାରୀ ପରିଛା): ଗୁଇନ୍ଦା ସୂଚନା ଆଧାରରେ ପାରଳାଖେମୁଣ୍ଡି ପୋଲିସ ଶନିବାର ଭୋର ସମୟରେ ସିଙ୍ଗିପୁର ଗ୍ରାମରେ ଚଢ଼ାଉ କରି ଏକ ବେଆଇନ ଦେଶୀ ମଦ ପ୍ରସ୍ତୁତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri