ଆଇପିଏଲ୍‌କୁ ଅଧିକ ରୋମାଞ୍ଚକର କଲା ସୁହାନାଙ୍କ ଏକ୍ସପ୍ରେଶନ: ଫଟୋ ଭାଇରାଲ

ମୁମ୍ବାଇ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୩ତମ ସିଜିନରେ ଚାଲୁରହିଛି। ଶୁକ୍ରବାର ଶାହାରୁଖ୍‌ ଖାନ୍‌ଙ୍କ ଟିମ୍‌ କୋଲକାତା ନାଇଟ୍‌ ରାଇଡର୍ସ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ମୁହାଁମୁହିଁ ହୋଇଥିଲା। ଏହି ସମୟରେ ଶାହାରୁଖ୍‌ ନିଜ ଦଳକୁ ଉତ୍ସାହିତ କରିବା ପାଇଁ ଷ୍ଟାଡିୟମ୍‌ରେ ପହଞ୍ଚିଥିଲେ। ତାଙ୍କ ସହ ଝିଅ ସୁହାନା ଖାନ୍‌ ଏବଂ ପୁଅ ଆର୍ଯ୍ୟନ ଖାନ୍‌ ମଧ୍ୟ ଉପସ୍ଥିତ ଏହି ଥିଲେ। ତେବେ ଏହି ସମୟରେ ସୁହାନା ଖେଳକୁ ମନଭରି ଉପଭୋଗ କରୁଥିବାର କିଛି ଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହି ଫଟୋରେ ସୁହାନାଙ୍କ ମୁହଁର ଏକ୍ସପ୍ରେଶନ ଦେଖିବା ଯୋଗ୍ୟ। ଫଟୋରେ ସେ ବହୁତ ଉତ୍ସାହିତ ଦେଖାଯାଉଛନ୍ତି। ଏହି ସମୟରେ ସୁହାନା କାଜୁଆଲ ଲୁକ୍‌ରେ ନଜର ଆସୁଥିବା ବେଳେ ଶାହାରୁଖ୍‌ ମାସ୍କ ପିନ୍ଧିବା ସହ ଏକ ଧଳା ଟି -ସର୍ଟ ପିନ୍ଧିଥିବାର ଦେଖିବାକୁ ମିଳୁଛି।


Enter your email to get our daily news in your inbox.

All Right Reserved By Dharitri.Com

ରିୟା ଅଙ୍କିତାଙ୍କ ପରେ ସୁଶାନ୍ତଙ୍କ ପାଇଁ କ୍ରିତି ଲେଖିଲେ ଏମିତି ପୋଷ୍ଟ:  ଆଖିରେ ଆସିଯିବ ଲୁହ

ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁକୁ  ଏକ ମାସ ବିତିଛି,  ମାତ୍ର ତାଙ୍କ ପ୍ରଶଂସକଙ୍କ ସହ ତାରକାମାନେ ତାଙ୍କୁ ଆଜିବି ମନେ ପକାଉଛନ୍ତି। ସୁଶାନ୍ତଙ୍କ କଥିତ ଗର୍ଲଫ୍ରେଣ୍ଡ...

ସ୍ତ୍ରୀଙ୍କୁ ପ୍ରଭାବିତ କରିବାକୁ ଯାଇ ଏମିତି କାମ କଲେ ଅକ୍ଷୟ କୁମାର

ବଲିଉଡ୍‌ ଅଭିନେତା ଅକ୍ଷୟ କୁମାର ଏବଂ ଟ୍ବିଙ୍କଲ ଖାନ୍ନା ଇଣ୍ଡଷ୍ଟ୍ରିର ସବୁଠୁ ସୁପରହିଟ୍‌ ଯୋଡି ମଧ୍ୟରୁ ଅନ୍ୟତମ। ଦୁହେଁ ଦୁଇ ଦଶନ୍ଧି ଧରି ଏକାଠି ଅଛନ୍ତି।...

ମହିଳା ହକି ଟିମ୍‌କୁ ଶୁଭେଚ୍ଛା ଜଣାଇ ଟ୍ରୋଲ୍ ହେଲେ ଫରହାନ୍‌

ମୁମ୍ବାଇ: ଟୋକିଓରେ ଚାଲିଥିବା ଅଲିମ୍ପିକ୍‌ସରେ ଭାରତୀୟ ପୁରୁଷ ହକି ଦଳ ଇତିହାସ ରଚିଛନ୍ତି । ଦୀର୍ଘ ୪୧ ବର୍ଷ ପରେ ଏମାନେ ବ୍ରୋଞ୍ଚ ପଦକ ଜିତି...

ଅମିତାଭଙ୍କ ପାଇଁ ନିଆରା ଢ଼ଙ୍ଗରେ ଆଶୁ ଆରୋଗ୍ୟ କାମନା କଲେ ଏହି କୁନି ପ୍ରଶଂସକ

ଭୋପାଳ,୧୧।୭: ବଲିଉଡ୍‌ର ମହାନାୟକ ଅଭିତାଭ ବଚ୍ଚନ ଓ ତାଙ୍କ ପରିବାରର ୪ଜଣ ସଦସ୍ୟ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଅମିତାଭ କରୋନାରେ ଆକ୍ରାନ୍ତ ହେବା ପରେ ତାଙ୍କ...

ୟୁଟ୍ୟୁବ୍‌ରେ ହିଟ୍‌ ‘ଓ୍ବାଲର୍‌ଡ ଫେମସ୍‌ ଲଭର’

ମୁମ୍ବାଇ, ୯ା୨: ବକ୍ସ ଅଫିସ୍‌ରେ ଫ୍ଲପ୍‌ ହୋଇଥିବା ସାଉଥ ଫିଲ୍ମ ‘ଓ୍ବାଲର୍‌ଡ ଫେମସ୍‌ ଲଭର’ ୟୁଟ୍ୟୁବ୍‌ରେ ହିଟ୍‌ ହୋଇଛି। ସପ୍ତାହକ ପୂର୍ବରୁ ହିନ୍ଦୀ ଭାଷାରେ ଏହି...

‘କୁମ୍‌କୁମ୍‌ ଭାଗ୍ୟ’ ଛାଡ଼ିଲେ ଶିଖା…

ବମ୍ବେ: ଶୋ’ ଛାଡ଼ିଲେ ଶିଖା ସିଂହ। ଏକତା କପୁରଙ୍କ ଟେଲି ଧାରାବାହିକ ‘କୁମ୍‌କୁମ୍‌ ଭାଗ୍ୟ’କୁ ସେ ବାଏ ବାଏ କହିଛନ୍ତି। ଏହା ଜଣାପଡ଼ିବା ପରେ ପ୍ରଶଂସକମାନେ...

ଏହି ଅଭିନେତାଙ୍କ କଥା ମାନି ବିକିନି ପିନ୍ଧିଥିଲେ ମମତାଜ୍‌

ବଲିଉଡର ଭେଟେରାନ ଅଭିନେତ୍ରୀ ମମତାଜ ଆଜିକାଲି ମୁମ୍ବାଇରେ ଅଛନ୍ତି। ସେ ଦୀର୍ଘ ସମୟ ପରେ ଅର୍ଥାତ୍‌ ପ୍ରାୟ ଏକ ବର୍ଷ ପରେ ଲଣ୍ଡନରୁ ଫେରିଛନ୍ତି ।...

ଐଶ୍ୱର୍ଯ୍ୟା ରାୟଙ୍କ ସହ ରୋମାନ୍ସ କରିବାକୁ ଡରିଯାଇଥିଲେ ଏହି ସୁପରଷ୍ଟାର: ଆଉ ତାପରେ…

ବଲିଉଡ୍‌ ଅଭିନେତ୍ରୀ ତଥା ବଚ୍ଚନ ପରିବାରର ବୋହୂ ଐଶ୍ୱର୍ଯ୍ୟା ରାୟ ବଚ୍ଚନ କିଛି ଦିନ ହେବ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତାଙ୍କର କାମ...

Advertisement
Seven Jackpot


Archives

Model This Week