Posted inUncategorized

ସୋନୁ ସୁଦ ସାହାଯ୍ୟ ନୁହେଁ, କରୁଛନ୍ତି ଘୋଟାଲା!

ବଲିଉଡ୍‌ ଅଭିନେତା ସୋନୁ ସୁଦ କରୋନା ସମୟରେ ପ୍ରବାସୀ ଶ୍ରମିକ ତଥା ଅସହାୟ ଲୋକଙ୍କୁ ସାହାଯ୍ୟ କରି ଖୁବ୍‌ ଚର୍ଚ୍ଚାରେ ରହିଛନ୍ତି। ଏଥିପାଇଁ କିଛି ଲୋକ ତାଙ୍କୁ ଭଗବାନ ଭଳି ପୂଜା ମଧ୍ୟ କରୁଛନ୍ତି। ମାତ୍ର ଏବେ କିଛି ଦିନ ହେବ ତାଙ୍କୁ ସୋସିଆଲ ମିଡିଆରେ ଟ୍ରୋଲ କରାଯାଉଛି। ସୋନୁଙ୍କୁ ୨୦୨୦ର ସବୁଠାରୁ ବଡ ସ୍କାନର ବୋଲି କୁହାଯାଉଛି। ଏହା ପରେ ସୋନୁଙ୍କ ଦ୍ୱାରା ସହାୟତା ପାଇଥିବା ଅନେକ ଲୋକ ସେମାନଙ୍କ ଟୁଇଟ୍‌ ଏବଂ ଆକାଉଣ୍ଟ ଡିଲିଟ୍‌ ମଧ୍ୟ କରିଦେଉଥିବା କୁହାଯାଉଛି।
ଏ ନେଇ ସୋନୁ ଏବେ ମୁହଁ ଖୋଲିଛନ୍ତି। ସେ କହିଛନ୍ତି, ଏହା ସବୁକିଛି ଟ୍ରୋଲ୍ସ ମାତ୍ର। ଯାହା ହଠାତ୍‌ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେମାନେ ବାସ୍ତବ ଜୀବନରେ ବିଦ୍ୟମାନ ନୁହନ୍ତି। ସେମାନେ କ’ଣ ସବୁ ଲେଖଛନ୍ତି ମୁଁ ଦେଖିନାହିଁ। ଏ ସବୁ ପାଇଁ ମୋ ପାଖରେ ଆଦୌ ହେଲେ ସମୟ ନାହିଁ ବୋଲି ସୋନୁ କହିଛନ୍ତି।
ଆହୁରି ମଧ୍ୟ ସେ କହିଛନ୍ତି, କିଛି ଦିନ ପୂର୍ବେ ଜଣେ ବ୍ୟକ୍ତି କହିଥିଲେ ସୋନୁ ବିଦେଶରୁ କାହାକୁ ଆଣି ନାହାନ୍ତି। କେବଳ ମିଛ କୁହାଯାଉଛି ବୋଲି ସେ କହିଥିଲେ। ଏହାପରେ ଜଣେ ଛାତ୍ର ନିଜ କଲେଜ ନାମ ସୋସିଆଲ ମିଡିଆରେ ଶେୟାର କରିବା ସହ ବୋର୍ଡିଂ ପାସ୍‌ ଏବଂ ଫ୍ଲାଇଟ୍‌ ନମ୍ବର ମଧ୍ୟ ଦେଇଥିଲେ। ଏହାପରେ ଉକ୍ତ ଟ୍ରୋଲରମାନେ କୁଆଡେ ଗାଏବ ହୋଇଯାଇଥିଲେ। ଏହି ଟ୍ରୋଲମାନଙ୍କୁ ଟଙ୍କା ମିଳିଥାଏ, ତେଣୁ ସେମାନେ ଶହ ଶହ ଆକାଉଣ୍ଟ ଚଲାଇଥାନ୍ତି ବୋଲି ସୋନୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ ବେହାଲ ବାଲେଶ୍ୱର, ଜଳାର୍ଣ୍ଣବ ଚାଷଜମି

ବାଲେଶ୍ୱର,୨୮।୭(ବାଞ୍ଛାନିଧି ଦେ ): ବାଲେଶ୍ୱର ଜିଲା ବସ୍ତା ବ୍ଲକ ଦେଇ ପ୍ରବାହିତ ଜଳକା ନଦୀର ଜଳସ୍ତର ମଙ୍ଗଳବାର ବିପଦ ସଂକେତ ଉପରେ ପ୍ରବାହିତ ହେଉଛି । ମଥାନୀ…

ରାହୁଲ ଗାନ୍ଧୀଙ୍କୁ ବିରୋଧୀ ଦଳ ନେତା ପଦରୁ ହଟାଇପାରିବେ କି ସରକାର? ଜାଣନ୍ତୁ କ’ଣ କହୁଛି ଆଇନ

ନୂଆଦିଲ୍ଲୀ, ୨୮।୭: ବିଜେପି ସାଂସଦ ନିଶିକାନ୍ତ ଦୁବେ ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀଙ୍କୁ ପଦରୁ ହଟାଇବା ପାଇଁ ଏକ ପ୍ରସ୍ତାବ ଆଣିବା କଥା…

CJP ଆନ୍ଦୋଳନ ବେଳେ ପିଏମ୍‌ ମୋଦି କରିଥିବା ଭିଡିଓକୁ ଫେସବୁକ୍‌ କଲା ବ୍ୟାନ! ବିବାଦ ପରେ…

ନୂଆଦିଲ୍ଲୀ, ୨୮।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଏକ ଭିଡିଓକୁ ନେଇ ସୋସିଆଲ ମିଡିଆ କମ୍ପାନି ମେଟା ବିବାଦରେ ଫସିଛି। ଦିଲ୍ଲୀର ଜନ୍ତର-ମନ୍ତରରେ ଛାତ୍ରଛାତ୍ରୀଙ୍କ ପ୍ରଦର୍ଶନ ସମୟରେ ପ୍ରଧାନମନ୍ତ୍ରୀ…

ଲଗାଣ ବର୍ଷାରେ ରାସ୍ତା ବେହାଲ୍‌: ଭାଙ୍ଗିଲା ଝାଟିମାଟି ଘର

କେସିଙ୍ଗା,୨୮।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପଥ ର୍ଲା ଗ୍ରାମ ପଞ୍ଚାୟତ ଅଧୀନସ୍ଥ ମାଲପଡାର ଜିତେନ ଚଣ୍ଡୀଙ୍କ ଏକ ଝାଟିମାଟି ଘର ଲଗାଣ ବର୍ଷାରେ ଗତକାଲି…

ରେଳ ଯାତ୍ରୀଙ୍କ ପାଇଁ ବଡ଼ ଖବର, ଅଗଷ୍ଟ ୧ରୁ ବଦଳିବ ତତ୍କାଳ ଟିକେଟ୍ ବୁକିଂ ନିୟମ

ନୂଆଦିଲ୍ଲୀ,୨୮ା୭: ଆସନ୍ତା ଅଗଷ୍ଟ ୧ତାରିଖରୁ ବଦଳିବ ତତକାଳ ଟିକେଟ ବୁକିଂ ନିୟମ । ଭାରତୀୟ ରେଳବାଇ କାଉଣ୍ଟରରେ ତତକାଳ ଟିକେଟ୍ ବୁକ୍ କରିବା ପାଇଁ ଏକ ନୂତନ…

OSSTET-୨୦୨୬ ପରୀକ୍ଷା ତାରିଖ ଘୋଷଣା: ଏହିଦିନଠୁ ଆବେଦନ ପ୍ରକ୍ରିୟା ଆରମ୍ଭ!

କଟକ,୨୮।୭: ମାଧ୍ୟମିକ ଶିକ୍ଷା ବୋର୍ଡ (ବିଏସଇ), ଓଡ଼ିଶା ପକ୍ଷରୁ ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଏସଏସଟିଇଟି)-୨୦୨୬ର ତାରିଖ ଆନୁଷ୍ଠାନିକ ଭାବେ ଘୋଷଣା କରାଯାଇଛି। ବିଏସଇ…

ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ମ୍ୟାଚ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା: ଜାଣନ୍ତୁ କିଏ ଗଲେ, କିଏ ଆସିଲେ…

ନୂଆଦିଲ୍ଲୀ, ୨୮।୭: ଅଗଷ୍ଟ ମାସରେ ଭାରତୀୟ ଦଳ ଶ୍ରୀଲଙ୍କା ଗସ୍ତରେ ଯାଇ ୨ଟି ଟେଷ୍ଟ ମ୍ୟାଚ ସିରିଜ ଖେଳିବ। ଏହି ସିରିଜ ପାଇଁ ବିସିସିଆଇ (BCCI) ମଙ୍ଗଳବାର…

ଅଗଷ୍ଟ ୧୩ରେ ଚାମେଲୀଙ୍କ ବିରୋଧରେ ଆସିବ ଅନାସ୍ଥା ପ୍ରସ୍ତାବ: ୨୨ ୱାର୍ଡସଭ୍ୟଙ୍କ ମଧ୍ୟରୁ ୨୧ ସଭ୍ୟାସଭ୍ୟ…

କେନ୍ଦ୍ରାପଡ଼ା/ମହାକାଳପଡ଼ା,୨୮ା୭ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ୍‌ ତିଖିରୀ ସରପଞ୍ଚ ଚାମେଲୀ ଓଝାଙ୍କ ବିରୋଧରେ ଆସନ୍ତା ଅଗଷ୍ଟ ୧୩ରେ ଅନାସ୍ଥା ପ୍ରସ୍ତାବ ଆସିବ। ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri