ବିରାଟ-ଅନୁଷ୍କା ଜଣାଇଲେ ଖୁସି ଖବର, ଏହି ଫଟୋକୁ କରାଗଲା ସବୁଠୁ ଅଧିକ ପସନ୍ଦ

ବଲିଉଡ୍‌ ଏବଂ କ୍ରିକେଟ ଦୁନିଆର ସବୁଠାରୁ ପ୍ରସିଦ୍ଧ ଦମ୍ପତି ଅନୁଷ୍କା ଶର୍ମା ଏବଂ ବିରାଟ କୋହଲିଙ୍କ ପ୍ରଶଂସକ ସଂଖ୍ୟା ବଢ଼ିବାରେ ଲାଗିଛି। ଚଳିତ ବର୍ଷ ଅଗଷ୍ଟ ମାସରେ ବିରାଟ-ଅନୁଷ୍କା ସୋସିଆଲ ମିଡିଆରେ ନିଜ ପ୍ରଶଂସକଙ୍କ ସହ ଏକ ଖୁସି ଖବର ଶେୟାର କରିଥିଲେ। ଏହି ଦମ୍ପତି ଜଣାଇଥିଲେ ଯେ, ସେମାନେ ମା’ବାପା ହେବାକୁ ଯାଉଛନ୍ତି। ଏଥିପାଇଁ ବିରାଟ ଏକ ଟୁଇଟ୍‌ ମଧ୍ୟ କରିଥିଲେ। ଟ୍ବିଟର ଇଣ୍ଡିଆ ବର୍ତ୍ତମାନ ଶେୟାର କରିଛି ଯେ, ବିରାଟ କୋହଲିଙ୍କ ଉକ୍ତ ଟୁଇଟ୍‌ ହେଉଛି ୨୦୨୦ର ସବୁଠାରୁ ଅଧିକ ପସନ୍ଦ କରାଯାଇଥିବା ଟୁଇଟ୍‌ ।
ଉଭୟଙ୍କ ପ୍ରଶଂସକ ତାଙ୍କର ଏହି ଟୁଇଟ୍‌କୁ ଲାଇକ୍‌ ଏବଂ କମେଣ୍ଟ ଦ୍ୱାରା ବହୁତ ଭଲପାଇବା ଦେଇଛନ୍ତି। ଏହି ସମୟରେ ଉଭୟଙ୍କ ଏକ ଫଟୋ ମଧ୍ୟ ବହୁତ ଭାଇରାଲ ହୋଇଥିଲା। ଅଫିସିଆଲ ଟ୍ବିଟର ଇଣ୍ଡିଆ ବିରାଟଙ୍କ ଉକ୍ତ ଟୁଇଟ୍‌କୁ ରି-ଶେୟାର କରି ଲେଖିଛନ୍ତି, ‘୨୦୨୦ରେ ସବୁଠାରୁ ଅଧିକ ପସନ୍ଦ କରାଯାଇଥିବା ଟୁଇଟ୍‌’।


Enter your email to get our daily news in your inbox.

All Right Reserved By Dharitri.Com

‘ତୁରନ୍ତ ବନ୍ଦ ହେଉ ଗୁଳିବିନିମୟ’, ଇରାନ-ଇସ୍ରାଏଲକୁ ଟ୍ରମ୍ପଙ୍କ କଡ଼ା ଚେତାବନୀ!

ନୂଆଦିଲ୍ଲୀ, ୮।୬: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଧ୍ୟପ୍ରାଚ୍ୟରେ ଶାନ୍ତି ପାଇଁ ଇସ୍ରାଏଲ ଏବଂ ଇରାନକୁ ଆକ୍ରମଣ ବନ୍ଦ କରିବାକୁ ଆହୱାନ କରିଛନ୍ତି। ଟ୍ରମ୍ପ ଟ୍ରୁଥ ସେସିଆଲରେ…

ଶ୍ରୀମନ୍ଦିରରେ ଚାଲିଥିଲା ମଙ୍ଗଳ ଆଳତି, ଭକ୍ତଙ୍କ ସୁନା ଚେନ୍‌ ଲୁଟିନେଲେ ଚୋର: ଆଉ ତା’ପରେ ଘଟିଲା…

ପୁରୀ,୮।୬(ଅଜିତ ମହାନ୍ତି): ଶ୍ରୀଜଗନ୍ନାଥ ମନ୍ଦିର ପରିସରରେ ଜଣେ ବ୍ୟକ୍ତି ଜଣେ ଭକ୍ତଙ୍କଠାରୁ ସୁନା ଚେନ ଚୋରି କରି ନେଇଥିଲେ। ମଙ୍ଗଳ ଆଳତି ବେଳେ ଏହି ଘଟଣା ଘଟିଥିବା…

ଇତିହାସ ରଚିଲା ଟିମ୍‌ ଇଣ୍ଡିଆ: ଟେଷ୍ଟ କ୍ରିକେଟ ଇତିହାସରେ…

ଚଣ୍ଡିଗଡ଼,୮।୬: ଏକମାତ୍ର ଟେଷ୍ଟରେ ଟିମ ଇଣ୍ଡିଆ ଆଫଗାନିସ୍ତାନକୁ ଏକ ଇନିଂସ ଏବଂ ୩୦୦ ରନରେ ପରାସ୍ତ କରିଛି। ଏହା ଟେଷ୍ଟ କ୍ରିକେଟ ଇତିହାସରେ ଟିମ ଇଣ୍ଡିଆର ସବୁଠାରୁ…

ବ୍ରାହ୍ମଣୀରେ ଭାସିଗଲେ ୩ ସାଙ୍ଗ

ତାଳଚେର,୮।୬; ଅନୁଗୋଳ ଜିଲା ତାଳଚେର ବ୍ରାହ୍ମଣୀ ନଦୀରେ ସୋମବାର ଏକ ଅଘଟଣ ଘଟିଛି। ୩ଜଣ ସାଙ୍ଗ ଗାଧୋଇବା ବେଳେ ଭାସିଯାଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣଙ୍କୁ ମୃତ ଅବସ୍ଥାରେ…

୧୦୯ ବର୍ଷ ପରେ ଏହି କାମ କରିବାକୁ ଯାଉଛି ଆମେରିକା: ବିଶ୍ୱରେ ପଡ଼ିଲା ଚହଳ

ଓ୍ବାଶିଂଟନ୍‌,୮।୬:ବିଶ୍ୱର ସର୍ବଶ୍ରେଷ୍ଠ ଶକ୍ତି ଭାବରେ ବିବେଚିତ ଯୁକ୍ତରାଷ୍ଟ୍ର ପୁଣି ଥରେ ଅନ୍ୟ ଏକ ରାଷ୍ଟ୍ରରୁ ଅଞ୍ଚଳ କିଣିବା ବିଷୟରେ ଚିନ୍ତା କରୁଛି। ରିପୋର୍ଟ ଅନୁଯାୟୀ, ରାଷ୍ଟ୍ରପତି ଡୋନାଲ୍ଡ…

ଦିଲ୍ଲୀରେ ଗର୍ଜିଲେ ମମତା: ଇଣ୍ଡିଆ ମେଣ୍ଟ ବୈଠକରୁ ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୮।୬: ବିରୋଧୀ ମେଣ୍ଟ ଇଣ୍ଡିଆ ବ୍ଲକରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଥିଲା। ବୈଠକରେ ଅର୍ଥନୈତିକ, ସାମାଜିକ ଏବଂ ବୈଦେଶିକ ନୀତି ପ୍ରସଙ୍ଗରେ କେନ୍ଦ୍ର ସରକାରଙ୍କୁ ଘେରିବା ପାଇଁ…

ଦିଲ୍ଲୀ ରାଜନୀତିରେ ହଲଚଲ! ମୋଦିଙ୍କୁ ନେଇ ବଡ଼ ଭବିଷ୍ୟବାଣୀ କଲେ ରାହୁଲ, ସରକାର…

ନୂଆଦିଲ୍ଲୀ,୮ା୬: ଇଣ୍ଡିଆ ମେଣ୍ଟ ବୈଠକରୁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି । ସୂତ୍ର ଅନୁଯାୟୀ, ଲୋକସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ବୈଠକ ସମୟରେ…

ଦାରିଙ୍ଗବାଡ଼ିରୁ ବେଙ୍ଗାଲୁରୁକୁ ଗଞ୍ଜେଇ ଚାଲାଣ, ମାଡ଼ି ବସିଲା ପୋଲିସ, ୩ ଜଣଙ୍କୁ ଧରି…

ଦାରିଙ୍ଗବାଡ଼ି,୮ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରୁ କର୍ନାଟକ ରାଜ୍ୟ ବେଙ୍ଗାଲୁରୁକୁ ଗଞ୍ଜେଇ ଚୋରାଚାଲାଣ ବେଳେ ମାଡ଼ି ବସିଲା ଦାରିଙ୍ଗବାଡ଼ି ପୋଲିସ। ୨୩ କେଜି ଗଞ୍ଜେଇକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri