କଟକ ବାଲିଯାତ୍ରାରେ ଧମାକା କରିବ ବଲିଉଡ୍‌ ନାଇଟ୍‌, ମୁଖ୍ୟ ଆକର୍ଷଣ ସିଙ୍ଗର

କଟକ,୧୬।୧୦: ଚଳିତ ବର୍ଷ କଟକ ବାଲିଯାତ୍ରାରେ ବଲିଉଡ୍‌ ନାଇଟ୍‌ ଦର୍ଶକଙ୍କ ମନୋରଞ୍ଜନରେ ଚାର୍ ଚନ୍ଦ୍ ଲଗାଇବ। ଲୋକପ୍ରିୟ ଗାୟିକା ଶ୍ରେୟା ଘୋଷାଲ, ହର୍ଷଦୀପ କୌର ଏବଂ ଋଷି ସିଂଙ୍କ ସମେତ ଓଲିଉଡ୍‌ର ୧୪ ଜଣ ନାମୀ ଗାୟକଙ୍କ ସଙ୍ଗୀତମୟ ପ୍ରଦର୍ଶନୀରେ ଦର୍ଶକମାନେ ଝୁମିବେ। ଏହି କାର୍ଯ୍ୟକ୍ରମ ବୈଷ୍ଣବ ପାଣି ଏବଂ ଅକ୍ଷୟ ମହାନ୍ତିଙ୍କ ମଞ୍ଚରେ ଅନୁଷ୍ଠିତ ହେବ।

ବାଲିଯାତ୍ରା ପରିଚାଳନା ପାଇଁ ଜିଲା ପ୍ରଶାସନ ସୁରକ୍ଷା ଓ ସୁବିଧା ଉପରେ ଗୁରୁତ୍ୱ ଦେଇଛି। ଜିଲାପାଳଙ୍କ ସୂଚନା ଅନୁସାରେ, ୪ଟି ପ୍ରବେଶ ପଥ, ୯ଟି ପ୍ରସ୍ଥାନ ପଥ ଏବଂ ଜରୁରୀକାଳୀନ ସ୍ଥିତି ପାଇଁ ୬ଟି ଅତିରିକ୍ତ ଗେଟ୍‌ ବ୍ୟବସ୍ଥା ରହିବ। ଏହାସହ କଟକ ଇନ୍‌ କଟକ କାର୍ଯ୍ୟକ୍ରମରେ ଓଡ଼ିଆ ଭାଷା ଓ ସାହିତ୍ୟକୁ ଥିମ ଭାବେ ପ୍ରୋତ୍ସାହିତ କରାଯିବ, ଯାହା ଏହି ଐତିହାସିକ ଉତ୍ସବକୁ ଆହୁରି ଆକର୍ଷଣୀୟ କରିବ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ଆରମ୍ଭ ୬ ହଜାରରୁ ହେଲେ ଏବେ ୧୩ ପ୍ଲଟ୍‌, ଲକ୍‌ରରେ କୋଟି କୋଟି ଟଙ୍କା ; ଆଇଟିଡିଏ ନିର୍ବାହୀ ଯନ୍ତ୍ରୀଙ୍କ ସମ୍ପତ୍ତି ଦେଖି…

ଭୁବନେଶ୍ୱର/ବାଲିଗୁଡ଼ା,୬।୬(ତ୍ରିନାଥ ମହାନ୍ତି/ ସଞ୍ଜୟ କୁମାର ପାଣିଗ୍ରାହୀ): ଚାକିିରି ଆରମ୍ଭ କରିଥିଲେ ୬ ହଜାର ଟଙ୍କାରେ। ହେଲେ ସେ କିଛି ଦିନ ପରେ ଆୟଠାରୁ ଢେର ପରିମାଣର ଅଧିକ…

ହିଟ୍‌ ଓ୍ବେଭ୍‌ ସହ କାଳବୈଶାଖୀ, ୧୦ ଯାଏ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୬ା୬ (ବନ୍ଦନା ସେଠୀ) – ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ସହ ଗୁଳୁଗୁଳି ଜାରି ରହିଥିବାବେଳେ ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚୁଛି। ଆସନ୍ତା ୧୦ ତାରିଖ…

RI ଚାକିରି ଆଶା ଦେଖାଇ ଲୁଟିଥିଲେ ୫.୫ ଲକ୍ଷ ଟଙ୍କା; ହୀରାକୁଦରୁ ଅଭିଯୁକ୍ତଙ୍କୁ ବାନ୍ଧିଲା କେନ୍ଦୁଝର ପୋଲିସ

କେନ୍ଦୁଝର,୬।୬(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାରୀ ଚାକିରି ଯୋଗାଇଦେବାର ମିଥ୍ୟା ପ୍ରତିଶ୍ରୁତି ଦେଇ ଲକ୍ଷ ଲକ୍ଷ ଟଙ୍କା ଠକେଇ କରିବା ମାମଲାରେ କେନ୍ଦୁଝର ଟାଉନ ପୋଲିସକୁ ଏକ ବଡ଼…

ମା ଙ୍କୁ ଆକ୍ରମଣ ପରେ ଝିଅଙ୍କୁ ବଳାତ୍କାର ଉଦ୍ୟମ: ଅଭିଯୁକ୍ତ ଗଲେ ଜେଲ   

ଦିଗପହଣ୍ଡି,୬|୬(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ଚୁଡୁଙ୍ଗପୁର ଗ୍ରାମର ଜଣେ ବିବାହିତା ଯୁବତୀ ତାଙ୍କ ଘର ବାରଣ୍ଡାରେ ବସିଥିବା ବେଳେ  ଗ୍ରାମର ଏ.ଶଙ୍କର ପାତ୍ର ତାଙ୍କୁ…

ରକ୍ତ ଦାନ ମହତ ଦାନ: ଆୟୋଜନ ପାଇଁ ପ୍ରସ୍ତୁତି

ଦିଗପହଣ୍ଡି, ୬|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡିର ଜଣାଶୁଣା ଫଟୋ ଏବଂ ଭିଡିଓଗ୍ରାଫର ସ୍ବର୍ଗତ ଓଡ଼ି ପ୍ରଦୀପ କୁମାରଙ୍କ ଦ୍ଵାଦଶାହ ସ୍ମୃତି ସଭା ଅବସରରେ  ଏକ…

କେସିଙ୍ଗା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ପ୍ରକୃତ ଚିତ୍ର : ଭିତ୍ତିଭୂମି ଥାଇ ମଧ୍ୟ ଟ୍ରମା ସେଣ୍ଟର ନିର୍ମାଣରେ ବିଳମ୍ବ

କେସିଙ୍ଗା, ୬।୬ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ସହରରେ ଅବସ୍ଥିତ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ସମସ୍ତ ପ୍ରକାର ମୌଳିକ ଭିତ୍ତିଭୂମି ଥିବା ସତ୍ତ୍ୱେ ବିଭିନ୍ନ ସମସ୍ୟା ଦେଖାଦେଉଛି।…

୧୯ଟିକିଆ ହାତୀପଲର ହାବୁଡ଼ରେ ମଣିଷ ଜୀବନ

କେନ୍ଦୁଝର,୬।୬ (ନରେଶ ଚନ୍ଦ୍ର ପଟ୍ଟନାୟକ): ଭୂୟାଁ ଓ ଜୁଆଙ୍ଗ ପିଢ଼ ଅନ୍ତର୍ଗତ ନିଲାମୁଣ୍ଡି ସାହି ନିକଟରେ ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ଶୁକ୍ରରର ସନ୍ଧ୍ୟା…

କାଳବୈଶାଖୀରେ ଭାଙ୍ଗିଲା ଘର କାନ୍ଥ, ବାସହରା ହୋଇପଡ଼ିଛନ୍ତି ବୈବସତଙ୍କ ପରିବାର

ରିଷିଡ଼ା,୬ା୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଗ୍ରାମର ବୈବସତ ରଣା ପିତା ସତ୍ୟ ରଣାଙ୍କ ପରିବାର ଆବାସ ଯୋଜନାରୁ ବଞ୍ଚିତ ହୋଇ ଦୟନୀୟ ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri