ଅମିତାଭଙ୍କ ଆରୋଗ୍ୟ ପାଇଁ ପ୍ରାର୍ଥନା କରୁନାହାନ୍ତି ଏହି ନିର୍ଦ୍ଦେଶକ

ମହାମାରୀ କରୋନା ଏବେ ବଲିଉଡ୍‌ ମୁହାଁ ହୋଇଛି। ବଚ୍ଚନ ପରିବାରଠାରୁ ଆରମ୍ଭ କରି ଅନୁପମ୍‌ ଖେର୍‌ଙ୍କ ପରିବାର ପର୍ଯ୍ୟନ୍ତ କରୋନା ବ୍ୟାପିଛି। ଏହି ସମୟରେ ସମସ୍ତେ କରୋନାରୁ ଭଲ ହୋଇଯାଆନ୍ତୁ ବୋଲି ପ୍ରାର୍ଥନା, ପୂଜାର୍ଚ୍ଚନା କରୁଛନ୍ତି। ହେଲେ ବଲିଉଡ୍‌ ନିର୍ଦ୍ଦେଶକ ରାମଗୋପାଳ ବର୍ମା ଅମିତାଭଙ୍କ ପାଇଁ ନୁହେଁ ବରଂ କରୋନା ପାଇଁ ପ୍ରାର୍ଥନା କରୁଛନ୍ତି।
ରାମଗୋପାଳ ବର୍ମା ସୋସିଆଲ ମିଡିଆରେ ସବୁବେଳେ ସକ୍ରିୟ। କୌଣସି ନା କୌଣସି କଥାକୁ ନେଇ ସେ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ଏବେ ସେ ଟୁଇଟ୍‌ କରିଛନ୍ତି, ‘ସରକାର ମୁଁ ଜାଣିଛି ଆପଣ କରୋନାକୁ କିକ୍‌ ମାରି ତାକତର ସହ ଘରକୁ ଫେରିବେ, ଯେମିତିକି ଆପଣ ସବୁବେଳେ କରିଥାନ୍ତି। ତେଣୁ ମୁଁ ଆପଣଙ୍କ ପାଇଁ ନୁହେଁ, ବରଂ କରୋନା ପାଇଁ ପ୍ରାର୍ଥନା କରିବି, ଯିଏକି ଆପଣଙ୍କ ପ୍ରତାଡନାରେ ଜଲ୍‌ଦି ମରିବ ବୋଲି ସେ କହିଛନ୍ତି।
ପ୍ରକାଶ ଯେ, ଗତ ଶନିବାର ଅମିତାଭ ବଚ୍ଚନଙ୍କ କରୋନା ପଜିଟିଭ ବାହାରିଥିବା ସେ ଟୁଇଟ୍‌କରି ସୂଜନା ଦେଇଥିଲେ। ଏହା ପରେ ପୁଅ ଅଭିଷେକ ବଚ୍ଚନ, ବୋହୂ ଐଶ୍ୱର୍ଯ୍ୟା ରାୟ ଏବଂ ନାତୁଣୀ ମଧ୍ୟ କରୋନାରେ ଆକ୍ରାନ୍ତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା ପାର୍‌ ହେଉଥିଲେ ମହିଳା, ଦ୍ରୁତଗତିରେ ଆସି ପିଟିଦେଲା ବାଇକ୍‌, ଆଉ ତା’ ପରେ…

କେନ୍ଦୁଝର,୧୧ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ଅନ୍ତର୍ଗତ ୨୦ନମ୍ବର ଜାତୀୟ ରାଜପଥର ପୁଟୁଳିଆ କ୍ରସିଙ୍ଗ ନିକଟରେ (ଓଡି-୧୧-ଏ-କେ-୧୧୬୩) ବାଇକ୍‌ ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।…

ରୋଗୀଙ୍କୁ ମିଳୁନଥିଲା ୧୦୮ ଆମ୍ବୁଲାନ୍ସ ସେବା, ଧରିତ୍ରୀରେ ଖବର ପ୍ରକାଶ ପାଇବା ପରେ ଆସିଲା…

କଲ୍ୟାଣସିଂହପୁର,୧୧।୨(ଦୀପକ କୁମାର ପରିଡା ):  ରାୟଗଡା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଏକ ଆଦିବାସୀ ବହୁଳ ଅଞ୍ଚଳ ହେଇଥ‌ିବା ବେଳେ ଏଠାରେ ଜରୁରୀକାଳୀନ ସମୟରେ ଲୋକଙ୍କୁ ୧୦୮ ଆମ୍ବୁଲାନ୍ସ…

ଧାନବିକ୍ରିରେ ଅବ୍ୟବସ୍ଥା, ବ୍ଲକ ଅଫିସ ଆଗରେ ଧାନ ଗଦାକଲେ ଚାଷୀ

ବରଗଡ଼,୧୧।୨(ପ୍ରେମାନନ୍ଦ ଖମାରୀ): ଆଉ ସପ୍ତାହକ ପରେ ବରଗଡ଼ ଜିଲାରେ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ୩ମାସ ପୂରିବ। ତଥାପି ଜିଲାରେ ଧାନବିକ୍ରି ଅବ୍ୟବସ୍ଥା ଲାଗି ରହିଛି ।…

ଟି-୨୦ ବିଶ୍ୱକପ୍‌ ୨୦୨୬: ଜାଣନ୍ତୁ କ୍ରିକେଟ ଇତିହାସରେ କେବେ ଖେଳା ଯାଇଥିଲା ପ୍ରଥମ ସୁପର ଓଭର

ନୂଆଦିଲ୍ଲୀ,୧୧ା୨: ଆଜି ଅର୍ଥାତ୍‌ ବୁଧବାର ଦକ୍ଷିଣ ଆଫ୍ରିକା ଟି-୨୦ ବିଶ୍ୱକପ୍‌ ୨୦୨୬ରେ ଏକ ରୋମାଞ୍ଚକର ଡବଲ ସୁପର ଓଭରରେ ଆଫଗାନିସ୍ତାନକୁ ପରାସ୍ତ କରିଛି। ତେବେ ଜାଣନ୍ତୁ ସୁପର…

୨ ନଦୀର ସଙ୍ଗମସ୍ଥଳରେ ହେବ ଆନିକଟ୍‌, ନିର୍ମାଣ ସ୍ଥଳ ପରିଦର୍ଶନ କରି ବିଧାୟକ କହିଲେ…

ବରଗଡ଼,୧୧ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ବିଧାନସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଗ୍ରୀଣ୍ଡୋଲା ନିକଟରେ ପ୍ରବାହିତ ଜୀରାନଦୀ ଏବଂ ରାଞ୍ଜ ନଦୀର ସଂଯୋଗସ୍ଥଳୀ ଦୋ ମୁହାଣିରେ ନଦୀସ୍ଥ ଜଳ ସଂରକ୍ଷଣ…

ମାଓବାଦୀ ମୁକ୍ତ ହେବ ଗନ୍ଧମାର୍ଦ୍ଦନ: ଚାଲିଛି ରଣକୌଶଳ, ମାର୍ଚ୍ଚ ଶେଷ ଶୁଦ୍ଧା…

ବରଗଡ଼,୧୧ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ପଦ୍ମପୁର ଉପଖଣ୍ଡ ପାଇକମାଳ ଥାନା ଅନ୍ତର୍ଗତ ଗନ୍ଧମାର୍ଦ୍ଦନ ଜଙ୍ଗଲରୁ ପ୍ରଥମେ ଜିଲାରେ ମାଓବାଦୀ ସଂଗଠନ କାୟା ବିସ୍ତାର କରିଥିଲା। ଏହାପରେ ମାଓବାଦୀ…

ଜୀବନର ଶେଷ ଦୌଡ଼… ପୋଲିସ ନିଯୁକ୍ତି ପାଇଁ ଦୌଡୃୁଥିଲେ ପ୍ରାର୍ଥୀ, ତଳେ ପଡ଼ି ଚାଲିଗଲା ଜୀବନ

ମୁମ୍ବାଇ,୧୧।୨: ମହାରାଷ୍ଟ୍ରର ବିଡ ଜିଲ୍ଲାରେ ପୋଲିସ ନିଯୁକ୍ତି ପ୍ରକ୍ରିୟା ସମୟରେ ଏକ ଦୁଃଖଦ ଘଟଣା ଘଟିଛି । ଶାରୀରିକ ପରୀକ୍ଷା ପାଇଁ ଏକ ଦୌଡ଼ରେ ଅଂଶଗ୍ରହଣ କରୁଥିବା…

ମହିଳାଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ଆବେଦନ ଖାରଜ ହେବାରୁ ଅଭିଯୁକ୍ତ…

ଦିଗପହଣ୍ଡି,୧୧ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ମଙ୍ଗରାଜପୁର ଗ୍ରାମର ଏମ.ସସ୍ମିତା ରେଡ୍ଡୀଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାରେ ଦିଗପହଣ୍ଡି ପୋଲିସ ବୁଧବାର ଗ୍ରାମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri