ସ୍ବାମୀଙ୍କଠାରୁ ଅଲଗା ହେଲେ ବଲିଉଡ୍‌ର ଏହି ଲୋକପ୍ରିୟ ଅଭିନେତ୍ରୀ

ବଲିଉଡ୍‌ର ସଫଳ ଯୋଡିଙ୍କ ମଧ୍ୟରୁ ଅନ୍ୟତମ ଥିଲେ ଅଭିନେତ୍ରୀ କୋଙ୍କଣା ସେନ୍‌ ଶର୍ମା ଏବଂ ରଣଭୀର ସୁରୀ। ବିବାହର ୧୦ ବର୍ଷ ପରେ ଏହି ଯୋଡି ପରସ୍ପରଠାରୁ ଅଲଗା ହୋଇଛନ୍ତି। ତେବେ ୨୦୧୫ରୁ ସେମାନେ ପରସ୍ପରଠାରୁ ଅଲଗା ରହୁଥିଲେ। ଫିଲ୍ମ ‘ତିତ୍‌ଲି’ର ଟ୍ରେଲର ଲଞ୍ଚ୍‌ ସମୟରେ ନିଜେ ରଣଭୀର ଏହା କହିଥିଲେ। ସେ କହିଥିଲେ, କୋଙ୍କଣା ସହ ତାଙ୍କର ଆଉ କୌଣସି ସମ୍ପର୍କ ନାହିଁ। ଏହି ସମ୍ପର୍କ ଭାଙ୍ଗିବା ପାଇଁ ରଣଭୀର ନିଜେ ଦାୟି ବୋଲି ସେ କହିଥିଲେ।
ଖବର ଅନୁଯାୟୀ, କୋଙ୍କଣା ଏବଂ ରଣଭୀରଙ୍କ ଛାଡପତ୍ର ପ୍ରାୟ ୨ ମାସ ପୂର୍ବରୁ ହେବାର ଥିଲା। ମାତ୍ର କୌଣସି କାରଣ ପାଇଁ ଏହାକୁ ଆଗକୁ ଘୁଞ୍ଚାଯାଇଥିଲା। ତେବେ ଅଗଷ୍ଟ ୧୩ରେ ଉଭୟ ଆଇନଗତ ଭାବେ ପରସ୍ପରଠାରୁ ଅଲଗା ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୬୭୮ ତ୍ରୁଟିକୁ ମାନିଲେ ମନ୍ତ୍ରୀ, ଅଷ୍ଟମ ବହିରେ ସର୍ବାଧିକ ୭୦୫ ଭୁଲ୍‌ ଚିହ୍ନଟ

ଭୁବନେଶ୍ୱର,୧୭।୬(ସୁଚିସ୍ମିତା ସାହୁ): ରାଜ୍ୟରେ ଜାତୀୟ ଶିକ୍ଷାନୀତି (ଏନ୍‌ଇପି)-୨୦୨୦ ଲାଗୁ ହେବା ପରେ ସେହି ଅନୁସାରେ ନୂତନ ପାଠ୍ୟପୁସ୍ତକ ପ୍ରସ୍ତୁତ କରାଯାଇଛି। ହେଲେ ଏଥିରେ ଦେଖାଯାଇଥିବା ୧୬୭୮ ତ୍ରୁଟିକୁ…

ମମତାଙ୍କ ପରେ ଉଦ୍ଧବଙ୍କ ପାଳି, ଦଳ ଛାଡିବେ ୧୬ ବିଧାୟକ ୭ ଏମପି…

ମୁମ୍ୱାଇ,୧୬।୬: ମହାରାଷ୍ଟ୍ରର ପୂର୍ୱତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ନେତୃତ୍ୱାଧୀନ ଶିବସେନା(ୟୁବିଟି) ପୁଣିଥରେ ଭାଙ୍ଗିପାରେ ବୋଲି ଚର୍ଚ୍ଚା ହେଉଛି। ୧୪ରୁ ୧୬ ଜଣ ବିଧାୟକ ଏବଂ ୭ ଜଣ…

E100 ଇଥାନଲ ନା ପେଟ୍ରୋଲ? କେଉଁ ଇନ୍ଧନରେ ଅଧିକ ମାଇଲେଜ୍ ଦେବ ଗାଡ଼ି, ଜାଣନ୍ତୁ…

ନୂଆଦିଲ୍ଲୀ,୧୬।୬: ଇଥାନଲ ଫୁଏଲକୁ ନେଇ ଭାରତରେ ଚର୍ଚ୍ଚା ଲାଗି ରହିଛି । ସରକାରଙ୍କଠୁ ନେଇ ଗାଡି ନିର୍ମାତା କମ୍ପାନୀ ଯାଏ ସମସ୍ତେ ଏହାକୁ ଭବିଷ୍ୟତର ଇନ୍ଧନ ରୁପେ…

ରାତି ପାହିଲେ ଖୋଲିବ ସ୍କୁଲ, କାଳବୈଶାଖୀ ଯୋଗୁ ଉଡିଯାଇଛି ୩ ଶ୍ରେଣୀ ଗୃହ ଛପର; ଚିନ୍ତାରେ ବିଦ୍ୟାର୍ଥୀ

ତୁମୁଡିବନ୍ଧ, ୧୬।୬ (ଦିପକ କୁମାର ପରାସେଠ): କାଳବୈଶାଖୀର ସାଙ୍ଘାତିକ ପ୍ରଭାବ ଯୋଗୁ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ମାଲିପଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ (ୟୁପି ସ୍କୁଲ)ର ଶିକ୍ଷାଦାନ…

ତିଖିରି ସରପଞ୍ଚ ଚାମେଲିଙ୍କୁ ମିଳିଲା ଜାମିନ୍‌, କୋର୍ଟ ଦେଲେ ଏଭଳି ନିର୍ଦ୍ଦେଶ

କେନ୍ଦ୍ରାପଡ଼ା/ମହାକାଳପଡା, ୧୬।୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କୁ କୋର୍ଟରୁ ଆଶ୍ୱସ୍ତି ମିଳିଛି। ପୋଲିସକୁ ଆକ୍ରମଣ କରିବା ଭଳି…

ଟ୍ରେସ୍‌ ମ୍ୟାପ୍‌ ପାଇଁ ଲାଞ୍ଚ ମାଗି ଫସିଗଲେ କୋସାଗୁଡ଼ା RI; ମାଡ଼ି ବସିଲା ଭିଜିଲାନ୍ସ, ଦୁଇ ସ୍ଥାନରେ ଚାଲିଛି…

କୋରାପୁଟ,୧୬।୬(ଅମିତାଭ ବେହେରା): କୋରାପୁଟ ଜିଲାରେ ପୁଣି ଜଣେ ସରକାରୀ କର୍ମଚାରୀ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ବୋରିଗୁମ୍ମା ତହସିଲ ଅଧୀନ କୋସାଗୁଡ଼ା ଆର୍‌ଆଇ(RI) ସର୍କଲର ରେଭିନ୍ୟୁ ଇନ୍ସପେକ୍ଟର (ଆର୍‌ଆଇ)…

ଦ୍ରୁତ ଗତିରେ ଆସୁଥିଲେ, ମୁହାଁମୁହିଁ ପିଟି ହୋଇଗଲେ ଦୁଇ ବାଇକ୍‌; ଚାଲିଗଲା ୨ ଜୀବନ, ୩ ଜଣ…

ବଞ୍ଚୋ, ୧୬।୬(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ବଞ୍ଚୋ ଛକ ନିକଟରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଦ୍ରୁତଗତିରେ ଆସୁଥିବା ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ…

ଚାଷୀଙ୍କ ପାଇଁ ଖୁସି ଖବର, ଏହି ଦିନ ମିଳିବ PM KISANର ୨୩ତମ କିସ୍ତି

ନୂଆଦିଲ୍ଲୀ,୧୬।୬: ପ୍ରଧାନମନ୍ତ୍ରୀ କୃଷକ ସମ୍ମାନ ନିଧି ଯୋଜନାର ୨୩ତମ କିସ୍ତିକୁ ନେଇ ସାରା ଦେଶର ଚାଷୀ ଅପେକ୍ଷା କରିଛନ୍ତି । ଏବେ ଦେଶର କୋଟି କୋଟି ଚାଷୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri