ସୋନୁ ସୁଦଙ୍କ ଉପରେ ସ୍କୁଲ ପ୍ରୋଜେକ୍ଟ ତିଆରିକଲେ ଏହି ଅଭିନେତ୍ରୀଙ୍କ ପୁଅ

ବଲିଉଡ୍‌ ଅଭିନେତା ସୋନୁ ସୁଦ ଏବେ ଲୋକଙ୍କ ପାଇଁ ରିୟଲ ହିରୋ ପାଲଟିଛନ୍ତି। କରୋନା ଯୋଗୁ ଜାରି ରହିଥିବା ଲକ୍‌ଡାଉନ୍‌ ସମୟରେ ପ୍ରବାସୀ ଶ୍ରମିକଙ୍କୁ ସହାୟତା କରିବା ସେ ଆରମ୍ଭ କରିଥିଲେ। ଆଜି ପର୍ଯ୍ୟନ୍ତ ତାଙ୍କର ଏହି କାମ ଜାରି ରହିଛି। ଅସହାୟ ଲୋକଙ୍କୁ ସେ ନିସ୍ବାର୍ଥପର ଭାବେ ସାହାଯ୍ୟ କରିଚାଲିଛନ୍ତି। ତାଙ୍କର ଏପରି କାମ ପାଇଁ ଲୋକେ ତାଙ୍କର ପ୍ରଶଂସକ ପାଲଟିଯାଇଛନ୍ତି। ବଲିଉଡ୍‌ ଅଭିନେତ୍ରୀ ଶିଳ୍ପା ଶେଟ୍ଟୀଙ୍କ ପୁଅ ଭିଆନ୍‌ ସୋନୁଙ୍କ କାର୍ଯ୍ୟରେ ଏବେ ମାତ୍ରାରେ ପ୍ରଭାବିତ ହୋଇଛନ୍ତି ଯେ, ସେ ସ୍କୁଲ ପ୍ରୋଜେକ୍ଟ ପାଇଁ ସୁନୋଙ୍କ ଉପରେ ଏକ ଆନିମେଟେଡ ଭିଡିଓ ତିଆରି କରିଛନ୍ତି। ଏହି ଭିଡିଓକୁ ଖୁବ୍‌ ପସନ୍ଦ ମଧ୍ୟ କରାଯାଉଛି ।
ଶିଳ୍ପା ଏହି ଭିଡିଓକୁ ନିଜର ଇନ୍‌ଷ୍ଟାଗ୍ରାମ୍‌ରେ ଶେୟାର କରିଛନ୍ତି। କ୍ୟାପସନରେ ସେ ଲେଖିଛନ୍ତି, ଭିଆନଙ୍କ ସ୍କୁଲ ପ୍ରୋଜେକ୍ଟ ଜଣେ ପ୍ରକୃତ ହିରୋ ସୋନୁ ସୁଦଙ୍କ ପାଇଁ ଉତ୍ସର୍ଗୀକୃତ।


Enter your email to get our daily news in your inbox.

All Right Reserved By Dharitri.Com

ଫେବୃୟାରୀ ୧୪ରେ ଲାଲ୍‌ ସିଂ ଚଢ଼ା…

ମୁମ୍ବାଇ,୨୬।୯: ଆମିର ଖାଁଙ୍କର ଫିଲ୍ମ ଲାଲ୍‌ ସିଂ ଚଢ଼ାର ରିଲିଜ୍‌ ତାରିଖ ଘୁଞ୍ଚିବାରେ ଲାଗିଛି। ଏବେ ଆମିର ଟୁଇଟ୍‌ କରି ଫିଲ୍ମଟି ୨୦୨୨ ଫେବୃୟାରୀ ୧୪...

ବାପା ହେବାକୁ ଯାଉଛନ୍ତି ଟେଲି ପରଦାର ଏହି ହ୍ୟାଣ୍ଡସମ୍‌ ଅଭିନେତା

ବମ୍ବେ: ବାପା ହେବାକୁ ଯାଉଛନ୍ତି ଟେଲି ପରଦାର ଲୋକପ୍ରିୟ ଷ୍ଟାର ଧୀରଜ ଧୁପର। ପତ୍ନୀ ବିନ୍ନି ଅରୋରା ଏବଂ ସେ ଏହି ଖୁସିଖବରକୁ ପ୍ରଶଂସକଙ୍କ ସହ...

ଲିକ୍‌ ହେଲା ଏହି ଷ୍ଟାରଙ୍କ ପ୍ରାଇଭେଟ୍‌ ଭିଡିଓ

ଛୋଟ ପରଦାର ଲୋକପ୍ରିୟ କପଲଙ୍କ ମଧ୍ୟରୁ କରଣ କୁନ୍ଦ୍ରା ଏବଂ ତେଜସ୍ବୀ ପ୍ରକାଶ ଅନ୍ୟତମ। ସେମାନେ ପ୍ରାୟତଃ ଚର୍ଚ୍ଚାରେ ରହିଥାନ୍ତି। ସୋସିଆଲ ମିଡିଆରେ ପରସ୍ପର ଉଭୟଙ୍କ...

ଅମ୍ବାନୀଙ୍କ ପାର୍ଟିରେ ଏତିକି ଟଙ୍କାର ଶାଢ଼ି ପିନ୍ଧିଥିଲେ ଗୌରୀ ଖାନ୍‌

ବଲିଉଡ୍‌ ସୁପରଷ୍ଟାର ଶାହାରୁଖ୍‌ ଖାନ୍‌ଙ୍କ ସ୍ତ୍ରୀ ଗୌରୀ ଖାନ୍‌ ଫ୍ୟାଶନିଷ୍ଟଙ୍କ ମଧ୍ୟରେ ଅନ୍ୟତମ। ସେ ଅଭିନୟ ଠାରୁ ବହୁତ ଦୂରରେ। ମାତ୍ର ଷ୍ଟାଇଲ ପାଇଁ ସେ...

ପୁଣି କଥିତ ପ୍ରେମିକା ସାରାଙ୍କ ସହ ନଜର ଆସିଲେ ଶୁଭମନ, ଏୟାରପୋର୍ଟରେ ଲୁଚାଛପାରେ…

ନୂଆଦିଲ୍ଲୀ,୨।୧: କ୍ରିକେଟର ଶୁଭମନ ଗିଲ ନ୍ୟୁଜିଲାଣ୍ଡ ବିପକ୍ଷରେ ଶତକ ମାରିବା ପରଠାରୁ ଭାରତର ପ୍ରିୟ କ୍ରିକେଟର ପାଲଟିଛନ୍ତି। ଏମିତିରେ ତାଙ୍କ ବ୍ୟକ୍ତିଗତ ଜୀବନ ବି ରହିଛି...

‘ହେରାଫେରି-୩’ରେ ନଜର ଆସିବେ ସଞ୍ଜୟ ଦତ୍ତ

ମୁମ୍ବାଇ: କମେଡି ଫିଲ୍ମ ‘ହେରାଫେରି-୩’କୁ ନେଇ କିଛି ନା କିଛି ଅପଡେଟ୍‌ ସାମ୍ନାକୁ ଆସୁଛି। ଏହି ସମୟରେ ଏହି ଫିଲ୍ମକୁ ନେଇ ଆଉ ଏକ ଖବର...

ଦିପ୍ତୀ ନାଭାଲଙ୍କୁ ପୂରିଲା ୬୮: ଆକ୍ଟିଂ କରିବାର ନିଶା ଟାଣି ଆଣିଥିଲା ବଲିଉଡ୍‌

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ଦିପ୍ତୀ ନାଭାଲ ସୋମବାର  ୬୮ ବର୍ଷରେ ପଦାର୍ପଣ କରିଛନ୍ତି। ସେ ୧୯୫୨ ଫେବୃୟାରୀ ୩ରେ ପଞ୍ଜାବର ଅମୃତସରଠାରେ ଜନ୍ମଗ୍ରହଣ କରିଥିଲେ। ପିଲାଟି...

ଚର୍ମ ରୋଗରେ ପୀଡ଼ିତ ୟାମି

ମୁମ୍ବାଇ: ବଲିଉଡ୍ ନାୟିକା ୟାମି ଗୌତମ ଚର୍ମ ରୋଗରେ ପୀଡ଼ିତ । ଏକତା ସେ ନିଜେ ଜଣାଇଛନ୍ତି । ନିକଟରେ ସେ ସୋସିଆଲ ମିଡିଆରେ ପୋଷ୍ଟ...

Advertisement
Archives

Model This Week