ଅଭିନେତ୍ରୀ ଭାବେ ପ୍ରଥମ କରୋନା ଟିକା ନେଲେ ଶିଳ୍ପା

ମହାମାରୀ କରୋନା ସହ ଲଢ଼ିବା ପାଇଁ ଟିକାକରଣ ଆରମ୍ଭ ହୋଇଛି। ନୂଆ ବର୍ଷରେ ଲୋକଙ୍କୁ ଏହି ଉପହାର ମିଳିଛି। ଇତିମଧ୍ୟରେ ଭାରତରେ ମଧ୍ୟ ଟିକାକରଣ ଆରମ୍ଭ ହୋଇଯାଇଛି। ତେବେ ହମ୍‌, ଗୋପୀ କିଶନ, ଆଖେଁ, ବଓ୍ବେଫା ସନମ, ଖୁଦା ଗବାହ ପରି ସୁପରହିଟ୍‌ ଫିଲ୍ମରେ ନିଜ ପ୍ରତିଭାର ପ୍ରଦର୍ଶନ କରିସାରିଥିବା ଅଭିନେତ୍ରୀ ଶିଳ୍ପା ଶିରୋଦକର ନିକଟରେ କରୋନା ଟିକା ନେଇଛନ୍ତି। ତେବେ କରୋନା ଟିକା ନେଇଥିବା ପ୍ରଥମ ଅଭିନେତ୍ରୀ ହେଉଛନ୍ତି ଶିଳ୍ପା। ଅନେକ ଦିନ ହେବ ସେ ବଡ଼ ପରଦାରୁ ଦୂରେଇ ଯାଇଥିଲେ ମଧ୍ୟ ସୋସିଆଲ ମିଡିଆରେ ସବୁବେଳେ ସକ୍ରିୟ ରହିଥାନ୍ତି। ଟିକା ନେବା ପରେ ଶିଳ୍ପା ପ୍ରଶଂସକଙ୍କ ସହ ନିଜର ଅଭିଜ୍ଞତା ବାଣ୍ଟିଛନ୍ତି।
ଇନ୍‌ଷ୍ଟାଗ୍ରାମ୍‌ ଆକାଉଣ୍ଟରେ ଶିଳ୍ପା ନିଜର ଏକ ଫଟୋ ଶେୟାର କରିଛନ୍ତି। ଏଥିରେ ସେ ମୁହଁରେ ମାସ୍କ ପିନ୍ଧିଥିବା ବେଳେ ହାତରେ ଏକ ଛୋଟ ବ୍ୟାଣ୍ଡେଜ୍‌ ଲଗାଇଛନ୍ତି। ଏହି ଫଟୋ ଶେୟାର କରି ସେ ଲେଖିଛନ୍ତି, ଟିକାକଣ ଏବଂ ନିରାପଦ…ଏହା ନୂଆ ନର୍ମାଲ…୨୦୨୧ରେ ମୁଁ ଆସୁଛି।
ଶିଳ୍ପାଙ୍କର ଏହି ଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ତେବେ ଦୁବାଇରେ ଶିଳ୍ପା ଟିକା ନେଇଛନ୍ତି। ବିବାହ ପରେ ଶିଳ୍ପା କିଛି ଦିନ ଭାରତରେ ରହିବା ପରେ ଦୁବାଇ ଚାଲିଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଧାରୁଆ ଅସ୍ତ୍ରରେ ଜଣଙ୍କୁ ହତ୍ୟା

ଝାରବନ୍ଧ, ୧୯।୬ (ଦେବେନ୍ଦ୍ର ସାହୁ ): ବରଗଡ ଜିଲା ଝାରବନ୍ଧ ଥାନା ଅନ୍ତର୍ଗତ ତୁର୍ଲା ଠାରେ ଗୁରୁବାର ବିଳମ୍ବିତ ରାତ୍ରିରେ ଏକ ବିଭତ୍ସ ହତ୍ୟାକାଣ୍ଡ ଘଟିଯାଇଛି ।…

ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ସକାଳୁ ସକାଳୁ ଭିଜିଲାନ୍ସ ରେଡ୍‌ , ୭ଟି ସ୍ଥାନରେ ଏକକାଳୀନ ଚଢାଉ

ନନ୍ଦପୁର, ୧୯।୬( ତୁଷାର କାନ୍ତ ମହାନ୍ତି ): ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ ବିଭାଗ ପକ୍ଷରୁ ଏକ ବଡ଼ଧରଣର ଚଢ଼ଉ କରାଯାଇଛି। କୋରାପୁଟ…

ସକାଳୁ ସକାଳୁ ଅଲେଖ ଧର୍ମାବଲମ୍ବୀ ବାବାଙ୍କୁ ବୀଭତ୍ସ ହତ୍ୟା, ଶୌଚ ହେବାକୁ ଯାଇଥିବାବେଳେ ଦୁର୍ବୃତ୍ତ…

କେନ୍ଦୁଝର,୧୯ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ସଦର ଥାନା ଅନ୍ତର୍ଗତ ଉପରରାଇଗୋଡ଼ା ପଞ୍ଚାୟତ ରଆମୁଣି ଗ୍ରାମର ଭରାଳି ସାହିରେ ଜଣେ ବ୍ୟକ୍ତିଙ୍କ ରକ୍ତାକ୍ତ ମୃତଦେହ ପଡ଼ିଥିବା ଦେଖିବାକୁ…

ଏଇ ଭାରତରେ

ଚାଇନା ବିଶ୍ୱରେ ଏକ ପ୍ରମୁଖ କାଗଜ ଉତ୍ପାଦନ କେନ୍ଦ୍ର ହେବାର ବହୁ ପୂର୍ବରୁ ଭାରତର ଏକ ଛୋଟ ଗାଁର ହାତତିଆରି କାଗଜର ଆଦୃତି ରହିଥିଲା ଏବଂ ପୂର୍ବ…

ଶେୟାର ବଜାରରେ ଯୁବପିଢ଼ି

ଭାରତୀୟ ଶେୟାର ବଜାର କେବଳ ଏକ ଆର୍ଥିକ ପ୍ରତିଷ୍ଠାନ ନୁହେଁ, ଏହା ଦେଶର ବିକାଶ, ଶିଳ୍ପାୟନ ଏବଂ ସମୃଦ୍ଧିର ଏକ ପ୍ରମୁଖ ଇଞ୍ଜିନ। ଏହା ହେଉଛି ଏପରି…

ସାଧୁ ଓ ଲେଖକ

ଭାଗବତ ବାଣୀ ଅଛି – ‘ସାଧୁ ଯେ ମଳୟ ପବନ, କାଷ୍ଠକୁ କରଇ ଚନ୍ଦନ’। ସାଧୁ ଶବ୍ଦଟି ଅତ୍ୟନ୍ତ ପୂତ ପବିତ୍ର। ସାଧୁ ସତ୍‌ ପୁରୁଷ। ସାଧୁ…

ଇସ୍ରାଏଲ ପାଇଁ ସମସ୍ୟା

ଆମେରିକା ଏବଂ ଇରାନ ମଧ୍ୟରେ ପ୍ରାରମ୍ଭିକ ଚୁକ୍ତି ସ୍ବାକ୍ଷରିତ ହୋଇଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜେ ସୃଷ୍ଟି କରିଥିବା ସଙ୍କଟରୁ ମୁକୁଳିବା ପାଇଁ କେତେ ବ୍ୟାକୁଳ…

କାନ୍ଥ ଉପରେ ମୋବାଇଲ ରଖି ମହିଳାଙ୍କ ଗାଧୁଆ ସମୟର ଭିଡିଓ ଶୁଟିଂ କରୁଥିଲେ ଯୁବକ , ତା’ପରେ…

ଜଳେଶ୍ୱର, ୧୯ା୬ (ନବୀନ ସାହୁ): ମହିଳାଙ୍କ ଗୋପନୀୟତାକୁ ନେଇ ଅତି ସମ୍ବେଦନଶୀଳ ତଥା ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ରାଇବଣିଆ ଥାନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri