ମୁଣ୍ଡରେ ଟିକିଲି ଲଗାଇଲେ ଏହି ଅଭିନେତା: ଜାଣନ୍ତୁ କାହିଁକି…

ବଲିଉଡ୍‌ର ଫିଲ୍ମ ‘ଲକ୍ଷ୍ମୀ’ରେ କିନ୍ନର ଚରିତ୍ରରେ ଅଭିନୟ କରୁଥିବା ଅଭିନେତା ଅକ୍ଷୟ କୁମାର କିନ୍ନର ବା ତୃତୀୟ ଲିଙ୍ଗଙ୍କ ଅଧିକାର ପାଇଁ ଏକ ନୂତନ ପଦକ୍ଷେପ ‘ଅବ ହମାରି ବାରୀ ହୈ’ ଆରମ୍ଭ କରିଛନ୍ତି। ଏହାର ଉଦ୍ଦେଶ୍ୟ ହେଉଛି ଲିଙ୍ଗଗତ ସମାନତାକୁ ପ୍ରୋତ୍ସାହିତ କରିବା ଏବଂ କିନ୍ନରଙ୍କୁ ସମାଜରେ ସମାନ ସ୍ଥାନ ଦେବା । ଏହି ପରିପ୍ରେକ୍ଷୀରେ ଅକ୍ଷୟ ଏକ ଭିଡିଓ ଶେୟାରକରି ସମସ୍ତଙ୍କୁ ତାଙ୍କ ମିଶନରେ ଯୋଗଦେବାକୁ ନିବେଦନ କରିଥିଲେ। ଏହି କାରଣରୁ ବର୍ତ୍ତମାନ ଅନେକ ସେଲିବ୍ରିଟି ମୁଣ୍ଡରେ ଟିକିଲି ଲଗାଇ ସେମାନଙ୍କର ଫଟୋ ପୋଷ୍ଟ କରୁଛନ୍ତି ଏବଂ ଅକ୍ଷୟଙ୍କ ଏହି ଅଭିଯାନରେ ସେମାନଙ୍କ ସମର୍ଥନ କରୁଛନ୍ତି।
ଏହି ଅବସରରେ ଟିଭି ରିଆଲିଟି ଶୋ’ ‘ବିଗ୍‌ ବସ୍‌ ୧୩’ର ବିଜେନତା ସିଦ୍ଧାର୍ଥ ଶୁକ୍ଲା ମଧ୍ୟ ଏହି ଅଭିଯାଜନରେ ଅଂଶଗ୍ରହଣ କରି ତୃତୀୟ ଲିଙ୍ଗ ସମର୍ଥନରେ ବାହାରିଛନ୍ତି। ସେ ଇନ୍‌ଷ୍ଟାଗ୍ରାମ୍‌ରେ ନିଜର ଏକ ଫଟୋ ଶେୟାର କରିଛନ୍ତି, ଯେଉଁଥିରେ ନାଲ ଟିକିଲି ପିନ୍ଧିଥିବା ନଜର ଆସୁଛନ୍ତି। ଏଥିସହ ତୃତୀୟ ଲିଙ୍ଗ ସମର୍ଥନରେ ଚଳାଇଥିବା କ୍ୟାମ୍ପେନ ପାଇଁ ସେ ଅକ୍ଷୟଙ୍କୁ ପ୍ରଶଂସା ମଧ୍ୟ କରିଛନ୍ତି।
କ୍ୟାପଶନରେ ସିଦ୍ଧାର୍ଥ ଲେଖିଛନ୍ତି, ବାସ୍ତବରେ ଅକ୍କି ସାର୍‌ ଆରମ୍ଭ କରିଥିବା ପଦକ୍ଷେପକୁ ପ୍ରଶଂସା କରିବା ଉଚିତ୍‌। ଆମକୁ ଏକ ପାଦ ଆଗକୁ ଦେବାକୁ ଏବଂ ତୃତୀୟ ଲିଙ୍ଗପ୍ରତି ପ୍ରେମ ଏବଂ ସେମାନଙ୍କୁ ସମର୍ଥନ ଦେଖାଇବା ଆବଶ୍ୟକ ବୋଲି ସେ ଲେଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ…

ଜନଗଣନା ତାଲିମ ବେଳେ ଚେତାଶୂନ୍ୟ ହୋଇପଡ଼ିଲେ ଶିକ୍ଷୟିତ୍ରୀ, ଆଉ ତା’ପରେ…

ହିଞ୍ଜିଳିକାଟୁ, ୨୮।୩( ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ ପିଏମଶ୍ରୀ ସରକାରୀ ବୃନ୍ଦାବନ ବିଦ୍ୟାଳୟରେ ଚାଲିଥିବା ଜନଗଣନା ତାଲିମର ତୃତୀୟ ପର୍ଯ୍ୟାୟରେ ତାଲିମ ବେଳେ ଶନିବାର କେନ୍ଦ୍ରରେ ଜଣେ ଶିକ୍ଷୟିତ୍ରୀ…

ଗିରଫ ପରେ ଜାମିନରେ ଖଲାସ ହେଲେ ଏହି ଗଲ୍‌ଫ ଖେଳାଳି, ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା…

ଜୁପିଟର ଆଇଲାଣ୍ଡ, ୨୮ା୩: ବିଶିଷ୍ଟ ଗଲ୍‌ଫ ଖେଳାଳି ଟାଇଗର ଉଡ୍ସ ନିଶାଗ୍ରସ୍ତ ଅବସ୍ଥାରେ ଡ୍ରାଇଭିଂ କରିଥିବା ଅଭିଯୋଗରେ ପୋଲିସ ଦ୍ୱାରା ଗିରଫ ହେବାପରେ ଶୁକ୍ରବାର ବିଳମ୍ବିତ ରାତିରେ…

ବ୍ରହ୍ମବରଦା ଥାନାରୁ ଅଭିଯୁକ୍ତ ଚମ୍ପଟ ଘଟଣା: ଏଏସ୍‌ଆଇଙ୍କ ସମେତ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ

ଧର୍ମଶାଳା, ୨୮।୩(ଶିିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନାରୁ ଜଣେ ଅଭିଯୁକ୍ତ ଚମ୍ପଟ ମାରିବା ଘଟଣାରେ ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ସରକାରଙ୍କ ବିରୋଧରେ ଗର୍ଜିଲା କଂଗ୍ରେସ

ବଞ୍ଚୋ,୨୮ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲାର ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଅନ୍ତର୍ଗତ ମରେଇଗାଁ ପଡ଼ିଆରେ କଂଗ୍ରେସ ଦଳର ଡାକରାରେ ଏକ ବିଶାଳ ଜନସମାବେଶ ଅନୁଷ୍ଠିତ ହୋଇଯାଇଛି।…

୧୦ ମାସ ତଳେ ବିବାହ କରିଥିଲେ ଅନୁପମା, ବେକରେ ଦାଗ ଦେଖି ବାପଘର ଲୋକେ ଆଣିଲେ ହତ୍ୟା ଅଭିଯୋଗ

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ମହିପୁର ଗାଁରେ ଜଣେ ନବବଧୂକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ୧୦ ମାସ ତଳେ ବାହା ହୋଇଥିବା…

ଉପଖଣ୍ଡ ମାନ୍ୟତା ପ୍ରଦାନ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ରିଷିଡ଼ା,୨୮ା୩ (ସୁଶାନ୍ତ ମଲ୍ଲିକ)କଳାହାଣ୍ଡି ଜିଲାର ମଦନପୁର ରାମପୁରକୁ ଉପଖଣ୍ଡ ମାନ୍ୟତା ଦେବା ପାଇଁ ଯୁବ ନେତା ତଥା ରାଜ ପରିବାର ସଦସ୍ୟ ନୀଳମାଧବ ସିଂଦେଓ ମୁଖ୍ୟମନ୍ତ୍ରୀ ମୋହନ…

ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ହିମାଂଶୁ-ଦେବେନ୍ଦ୍ର, କାର୍ଯ୍ୟଭାର ନେବା ପରେ…

ବରପାଲି,୨୮ା୩(ଚିତ୍ତରଞ୍ଜନ ସାହୁ): ଶନିବାର ବରପାଲି ଓକିଲ ସଂଘର ନୂତନ କର୍ମକର୍ତ୍ତା ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଚଳିତ ବର୍ଷ ପାଇଁ ସଭାପତି ହିମାଂଶୁ ଶେଖର ସାହୁ ଓ ସମ୍ପାଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri