ମୁଣ୍ଡରେ ଟିକିଲି ଲଗାଇଲେ ଏହି ଅଭିନେତା: ଜାଣନ୍ତୁ କାହିଁକି…

ବଲିଉଡ୍‌ର ଫିଲ୍ମ ‘ଲକ୍ଷ୍ମୀ’ରେ କିନ୍ନର ଚରିତ୍ରରେ ଅଭିନୟ କରୁଥିବା ଅଭିନେତା ଅକ୍ଷୟ କୁମାର କିନ୍ନର ବା ତୃତୀୟ ଲିଙ୍ଗଙ୍କ ଅଧିକାର ପାଇଁ ଏକ ନୂତନ ପଦକ୍ଷେପ ‘ଅବ ହମାରି ବାରୀ ହୈ’ ଆରମ୍ଭ କରିଛନ୍ତି। ଏହାର ଉଦ୍ଦେଶ୍ୟ ହେଉଛି ଲିଙ୍ଗଗତ ସମାନତାକୁ ପ୍ରୋତ୍ସାହିତ କରିବା ଏବଂ କିନ୍ନରଙ୍କୁ ସମାଜରେ ସମାନ ସ୍ଥାନ ଦେବା । ଏହି ପରିପ୍ରେକ୍ଷୀରେ ଅକ୍ଷୟ ଏକ ଭିଡିଓ ଶେୟାରକରି ସମସ୍ତଙ୍କୁ ତାଙ୍କ ମିଶନରେ ଯୋଗଦେବାକୁ ନିବେଦନ କରିଥିଲେ। ଏହି କାରଣରୁ ବର୍ତ୍ତମାନ ଅନେକ ସେଲିବ୍ରିଟି ମୁଣ୍ଡରେ ଟିକିଲି ଲଗାଇ ସେମାନଙ୍କର ଫଟୋ ପୋଷ୍ଟ କରୁଛନ୍ତି ଏବଂ ଅକ୍ଷୟଙ୍କ ଏହି ଅଭିଯାନରେ ସେମାନଙ୍କ ସମର୍ଥନ କରୁଛନ୍ତି।
ଏହି ଅବସରରେ ଟିଭି ରିଆଲିଟି ଶୋ’ ‘ବିଗ୍‌ ବସ୍‌ ୧୩’ର ବିଜେନତା ସିଦ୍ଧାର୍ଥ ଶୁକ୍ଲା ମଧ୍ୟ ଏହି ଅଭିଯାଜନରେ ଅଂଶଗ୍ରହଣ କରି ତୃତୀୟ ଲିଙ୍ଗ ସମର୍ଥନରେ ବାହାରିଛନ୍ତି। ସେ ଇନ୍‌ଷ୍ଟାଗ୍ରାମ୍‌ରେ ନିଜର ଏକ ଫଟୋ ଶେୟାର କରିଛନ୍ତି, ଯେଉଁଥିରେ ନାଲ ଟିକିଲି ପିନ୍ଧିଥିବା ନଜର ଆସୁଛନ୍ତି। ଏଥିସହ ତୃତୀୟ ଲିଙ୍ଗ ସମର୍ଥନରେ ଚଳାଇଥିବା କ୍ୟାମ୍ପେନ ପାଇଁ ସେ ଅକ୍ଷୟଙ୍କୁ ପ୍ରଶଂସା ମଧ୍ୟ କରିଛନ୍ତି।
କ୍ୟାପଶନରେ ସିଦ୍ଧାର୍ଥ ଲେଖିଛନ୍ତି, ବାସ୍ତବରେ ଅକ୍କି ସାର୍‌ ଆରମ୍ଭ କରିଥିବା ପଦକ୍ଷେପକୁ ପ୍ରଶଂସା କରିବା ଉଚିତ୍‌। ଆମକୁ ଏକ ପାଦ ଆଗକୁ ଦେବାକୁ ଏବଂ ତୃତୀୟ ଲିଙ୍ଗପ୍ରତି ପ୍ରେମ ଏବଂ ସେମାନଙ୍କୁ ସମର୍ଥନ ଦେଖାଇବା ଆବଶ୍ୟକ ବୋଲି ସେ ଲେଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସ ପ୍ରାର୍ଥୀ ପାଇଁ ପ୍ରଚାର କଲେ ଶାହାରୁଖ ଖାନ୍‌! ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୯।୪: କଂଗ୍ରେସ ପାଇଁ ପ୍ରଚାର କଲେ ବଲିଉଡର କିଙ୍ଗ ଖାନ୍‌ ଶାହରୁଖ ଖାନ୍‌। ଆଗାମୀ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଷ୍ଟାର...

ରଜନୀକାନ୍ତ, ଧନୁଷ, କମଲ ହାସନ ଚେନ୍ନାଇରେ ଦେଲେ ଭୋଟ, ସର୍ବପ୍ରଥମେ ପହଞ୍ଚିଲେ ଏହି ସୁପରଷ୍ଟାର

ଚେନ୍ନାଇ,୧୯।୪: ଶୁକ୍ରବାର ସକାଳୁ ଲୋକ ସଭା ନିର୍ବାଚନ ପାଇଁ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ସମସ୍ତ ରାଜନୈତିକ ଦଳ ଭାଗ୍ୟ ପରୀକ୍ଷା କରିବାକୁ ରାଜନୈତିକ ମଞ୍ଚରେ...

ଖୁବ ଶୀଘ୍ର ଆଈ ହେବାକୁ ଯାଉଛନ୍ତି ନୀନା ଗୁପ୍ତା

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ନୀନା ଗୁପ୍ତାଙ୍କ ଘରକୁ କୁନି ଅତିଥି ଆସିବାକୁ ଆଉ ବେଶୀ ସମୟ ବାକି ନାହିଁ। ଅଭିନେତ୍ରୀଙ୍କ ଝିଅ ମାସାବା ଖୁବଶୀଘ୍ର ମା’...

ଶଳା ସଲମାନ୍‌ ନୁହେଁ, ବରଂ ଫିଲ୍ମ କରିବା ପୂର୍ବରୁ ପୋଷାକୁକୁର ସହ କଥା ହୁଅନ୍ତି ଆୟୁଷ  

ବମ୍ବେ: ବଲିଉଡର ଦବଙ୍ଗ ଖାନ୍‌ଙ୍କ ସାନ ଉଭଣୀ ଅର୍ପିତା ଖାନ୍‌ଙ୍କ ସ୍ବାମୀ ହେଉଛନ୍ତି ଆୟୁଷ ଶର୍ମା। ଖ୍ୟାତନାମା ଫିଲ୍ମନିର୍ମାତା ସଲୀମ ଖାନ୍‌ଙ୍କ ସେ ଜ୍ୱାଇଁ ହୋଇଥିବାରୁ...

ନୂଆ ରେକର୍ଡ କଲା ଅଲୁ ଅର୍ଜୁନଙ୍କ ପୁଷ୍ପା ୨, ଏହି ପ୍ଲାଟଫର୍ମକୁ ୨୭୫ କୋଟି ଟଙ୍କାରେ ବିକ୍ରୀ କଲା ଡିଜିଟାଲ୍ ରାଇଟ୍

ମୁମ୍ବାଇ: ଅଲୁ ଅର୍ଜୁନଙ୍କ ପୁଷ୍ପା ୨ ଟିଜର ଆସିବା ପରଠାରୁ ଏହା ହେଡଲାଇନରେ ରହିଛି। ଏବେ ଖବର ଆସିଛି ଯେ, ବହୁ ପ୍ରତୀକ୍ଷିତ ସୁକୁମାରଙ୍କ ନିର୍ଦ୍ଦେଶିତ...

ରାଜ କୁନ୍ଦ୍ରାଙ୍କ ୯୭.୭୯ କୋଟିର ସମ୍ପତ୍ତି ଜବତ କଲା ଇଡି, ଶିଳ୍ପାଙ୍କ ବଙ୍ଗଳା ବି ହେଲା ସିଜ୍‌

ମୁମ୍ବାଇ,୧୮।୪: ବଲିଉଡ୍‌ ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ସ୍ବାମୀ ରାଜ କୁନ୍ଦ୍ରା ପୁଣି ଏକ ବଡ଼ ଅଡ଼ୁଆରେ ଫସିଛନ୍ତି। ଇଡି ତାଙ୍କର ୯୭.୭୯ କୋଟି ଟଙ୍କାର ସମ୍ପତ୍ତିକୁ...

ପରପାରିରେ ବିଶିଷ୍ଟ ଅଭିନେତା-ନିର୍ଦ୍ଦେଶକ ସଚ୍ଚି ଦାସ

ଭୁବନେଶ୍ୱର,୧୮।୪: ଆରପାରିରେ ବିଶିଷ୍ଟ ସିନେ କଳାକାର ଡ. ସଚ୍ଚି ଦାସ । ମୃତ୍ୟୁବେଳକୁ ତାଙ୍କୁ ୭୩ ବର୍ଷ ହୋଇଥିଲା । ସଚ୍ଚି ଦାସ, କବି ସମ୍ରାଟ...

ଗର୍ଭବତୀ ଥାଇ ବି ଆକ୍ସନ ସିନ୍‌ କରୁଛନ୍ତି ଦୀପିକା!

ମୁମ୍ବାଇ: ବଲିଉଡର ‘ମସ୍ତାନୀ’ ଅର୍ଥାତ୍‌ ଦୀପିକା ପାଦୁକୋନ ୨୦୨୪ ସେପ୍ଟେମ୍ବରରେ ମା’ ହେବାକୁ ଯାଉଛନ୍ତି। ଏହି ମୁହୂର୍ତ୍ତକୁ ଅନୁଭବ କରିବାକୁ ଉଭୟ ଅଭିନେତା ରଣବୀର ସିଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri