ଅନୁରାଧା ପୋଡୱାଲଙ୍କ ପୁଅ ଆଦିତ୍ୟଙ୍କ ପରଲୋକ

ମୁମ୍ବାଇ,୧୨ ।୯: ବଲିଉଡ୍ ଗାୟିକା ଅନୁରାଧା ପୋଡୱାଲଙ୍କ ପୁଅ ଆଦିତ୍ୟ ପୋଡୱାଲଙ୍କ ଶନିବାର ମାତ୍ର ୩୫ ବର୍ଷ ବୟସରେ ପରଲୋକ ହୋଇଛି । କିଛିଦିନ ହେବ ସେ କିଡ୍‌ନୀ ସମସ୍ୟାରେ ପୀଡିତ ଥିବା ବେଳେ ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି । ଏହି ଖବର ବଲିଉଡ୍ ଗାୟକ ଶଙ୍କର ମହାଦେବନ ପ୍ରଥମେ ଟୁଇଟ୍ କରି ଜଣାଇଥିବା ବେଳ ଅନୁରାଧାଙ୍କ ପରିବାର ପକ୍ଷରୁ କୌଣସି ପ୍ରତିକ୍ରିୟା ଆସିନାହିଁ । ଶଙ୍କର ଲେଖିଛନ୍ତି ଆଦିତ୍ୟଙ୍କ ମୃତ୍ୟୁ ଖବରକୁ ମୁଁ ସହଜରେ ବିଶ୍ୱାସ କରିପାରୁ ନାହିଁ । ଏପଟେ ୨୦୨୦ରେ କରୋନା ମହାମାରୀ ଲୋକଙ୍କ ଉପରେ ଦାଉ ସାଧିଥିବା ବେଳେ କେତେଜଣ ବଲିଉଡ୍ ସେଲିବ୍ରିଟିଙ୍କ ଅକାଳ ବିୟୋଗ ସମସ୍ତଙ୍କୁ ଏକ ପ୍ରକାର ସ୍ତବ୍ଧ କରି ଦେଇଛି କହିଲେ ଚଳେ ।


Enter your email to get our daily news in your inbox.

All Right Reserved By Dharitri.Com

ଗୁଗ୍‌ଲକୁ ପଚାରିଲେ ଚୋରି କରିବାର ଉପାୟ, ଲୁଟେରା ପରେ ଯାହା କଲେ ଜାଣିଲେ…

ଜୟପୁର,୧୧ା୨: ଅନେକ ସମୟରେ ସୋସିଆଲ ମିଡିଆରେ ଭାଇରାଲ ହେଉଥିବା କାହାଣୀଗୁଡ଼ିକ ସିଧାସଳଖ କୌଣସି ଫିଲ୍ମର ସିନ୍‌ ପରି ମନେହୁଏ। ଜୟପୁରରଏକି ଚୋରି ଘଟଣା ଠିକ୍‌ ଫିଲ୍ମର କାହାଣୀ…

ଭାରତ-ପାକିସ୍ତାନ ମ୍ୟାଚ ପୂର୍ବରୁ ଭାରତୀୟ ଟିମରେ ଖେଳିଗଲା ଖୁସିର ଲହରି!

ନୂଆଦିଲ୍ଲୀ,୧୧।୨: ଭାରତୀୟ ଦଳ ଗୁରୁବାର T20 ବିଶ୍ୱକପ 2026 ରେ ନାମ୍ବିଆର ମୁକାବିଲା କରିବ। ତା’ପରେ ଭାରତୀୟ ଦଳ ଫେବୃଆରୀ ୧୫ରେ ପାକିସ୍ତାନ ସହିତ ମୁକାବିଲା କରିବ।…

ଝାଡ଼େଶ୍ୱର ବାବାଙ୍କୁ ଜଳ ଅର୍ପଣ କଲେ ଗାୟକ ସୋନୁ ନିଗମ, ବିମାନବନ୍ଦରରୁ…

ଝାରସୁଗୁଡା,୧୧।୨(ଆଶିଷ ରଞ୍ଜନ ଦାଶ): ହିନ୍ଦୀ ସହିତ ବିଭିନ୍ନ ଭାଷାରେ ଲୋକପ୍ରିୟ ଭଜନ, ଦେଶାତ୍ମବୋଧକ ତଥା ପ୍ରସିଦ୍ଧ ଚଳଚ୍ଚିତ୍ରରେ ଗୀତ ଗାଇଥିବା ପ୍ରସିଦ୍ଧ ଗାୟକ ସୋନୁ ନିଗମ ବୁଧବାର…

ଜଳିଲା କୁଲଡିହା ଅଭୟାରଣ୍ୟ

ନୀଳଗିରି,୧୧।୨: ବାଲେଶ୍ୱର ଜିଲା କୁଲଡିହା ଅଭୟାରଣ୍ୟରେ ବୁଧବାର ନିଆଁ ଲାଗିଛି। ଅଭୟାରଣ୍ୟର ମିରିଗିଡ଼ି ନିକଟ ପାହାଡ଼ ଉପରେ ଏକାଧିକ ସ୍ଥାନରେ ଅଗ୍ନିକାଣ୍ଡ ଘଟିଛି। କେଉଁ ପରିସ୍ଥିତିରେ ନିଆଁ…

ଥାଇଲ୍ୟାଣ୍ଡ ସ୍କୁଲରେ ଫୁଟିଲା ଗୁଳି, ବହୁ ପରିଶ୍ରମ ପରେ ବନ୍ଧୁକଧାରୀଙ୍କୁ ଧରିଲା ପୋଲିସ

ବ୍ୟାଙ୍କକ,୧୧।୨: ବୁଧବାର ସାରେ ଥାଇଲ୍ୟାଣ୍ଡର ଦକ୍ଷିଣ ପ୍ରଦେଶ ସୋଙ୍ଗ୍ଖଲାର ଏକ ସ୍କୁଲରେ ଗୁଳି ଚଳାଇ ଅନେକ ଛାତ୍ର ଏବଂ ଶିକ୍ଷକଙ୍କୁ ବନ୍ଧକ କରିନେଇଛନ୍ତି। ସ୍ଥାନୀୟ କର୍ତ୍ତୃପକ୍ଷ ସୋସିଆଲ…

ରାଜପାଲ ଯାଦବଙ୍କୁ ସହାୟତାର ହାତ ବଢ଼ାଇଲେ ସଲମାନ ଓ ଅଜୟ, ଗୁରୁବାର ଜାମିନ ଶୁଣାଣି

ମୁମ୍ବାଇ,୧୧।୨: ବିଷଣ ଆର୍ଥିକ ସଂକଟରେ ଫସିଥିବା ରାଜପାଲ ଯାଦବଙ୍କୁ ସହଯୋଗ ପାଇଁ ଆଗେଇ ଆସିଛି ବଲିଉଡ। ଚେକ୍-ବାଉନ୍ସ ମାମଲାରେ ୬ ମାସର ଜେଲ ଦଣ୍ଡାଦେଶ ପରେ ଗତ…

ଷ୍ଟ୍ରବେରୀ ତୋଳିଲେ ଉପମୁଖ୍ୟମନ୍ତ୍ରୀ, ସ୍ବୟଂ ସହାୟିକା ଗୋଷ୍ଠୀର ପ୍ରୟାସକୁ ପ୍ରଶଂସା କରି କହିଲେ…

ଦାରିଙ୍ଗବାଡ଼ି,୧୧ା୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର ଦାରିଙ୍ଗବାଡି ଅଞ୍ଚଳ ଏକ ପର୍ଯ୍ୟଟନକ୍ଷେତ୍ର ଭାବେ ଦେଶ ଓ ଦେଶ ବାହାରେ ପରିଚିତ। ପୂର୍ବରୁ ଜୈବିକ ପଦ୍ଧତିରେ ଚାଷ ହୋଇଥିବା କଫି…

ରନୱେରୁ ଖସି ସମୁଦ୍ରରେ କ୍ରାଶ ହେଲା ବିମାନ, ପାଇଲଟ୍ ୫୫ ଜଣଙ୍କ ଜୀବନ…

ନୂଆଦିଲ୍ଲୀ,୧୧।୨: ସୋମାଲିଆର ରାଜଧାନୀ ମୋଗାଡିସୁରରେ ମଙ୍ଗଳବାର ସକାଳେ ବିମାନ ଦୁର୍ଘଟଣା ହୋଇଥିବା ନେଇ ଖବର ସାମ୍ନାକୁ ଆସିଛି । ବିମାନରେ ଯାନ୍ତ୍ରିକ ତ୍ରୁଟି ଦେଖାଦେବାରୁ ଏକ ଯାତ୍ରୀବାହୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri