ଐଶ୍‌-ସଲମାନଙ୍କ ବ୍ରେକଅପ୍‌ ପଛର ପ୍ରକୃତ ସତ୍ୟ,ସୋହେଲ ଉଠାଇଲେ ପରଦା

ବମ୍ବେ: ଦିନ ଥିଲା ବଲିଉଡ୍‌ର ଚର୍ଚ୍ଚିତ ଲଭ୍‌ବାର୍ଡ ଥିଲେ ସଲମାନ ଖାନ୍‌ ଏବଂ ଐଶ୍ୱର୍ଯ୍ୟା ରାୟ। ସଞ୍ଜୟ ଲିଲା ବନ୍‌ଶାଲୀଙ୍କ ଫିଲ୍ମ ‘ହମ୍‌ ଦିଲ୍‌ ଦେ ଚୁକେ ସନମ’ ସେଟ୍‌ରେ ଦୁହିଁଙ୍କ ମଧ୍ୟରେ ନିବିଡ଼ତା ବଢ଼ିଥିଲା। ଶୁଟିଂ କରୁ କରୁ ସତ ସତିକା ପ୍ରେମ କରି ବସିଥିଲେ ଦୁହେଁ। ହେଲେ ଏହି ପ୍ରେମ ବେଶି ଦିନ ତିଷ୍ଠି ପାରି ନ ଥିଲା। ପରେ ସେମାନଙ୍କ ବ୍ରେକ୍‌ଅପ୍‌ ବହୁତ ଚର୍ଚ୍ଚାରେ ରହିଥିଲା। ଅଲଗା ହେବା ପରେ ଅଭିନେତାଙ୍କ ଉପରେ ଶାରିରୀକ ଏବଂ ମାନସିକ ଶୋଷଣ କରିଥିବାର ଅଭିଯୋଗ ଆଣିଥିଲେ ଐଶ୍‌। ଏମିତିରେ ଏବେ ସୋହେଲ ଉଭୟଙ୍କ ବ୍ରେକ୍‌ଅପ୍‌କୁ ନେଇ କରିଥିବା ଏକ କମେଣ୍ଟ ବେଶ୍‌ ଭାଇରାଲ ହେଉଛି।

ସୋହେଲ ସଲମାନଙ୍କ ଉପରେ ବିଭିନ୍ନ ଅଭିଯୋଗ ଆଣିବାକୁ ନେଇ ଐଶ୍ୱର୍ଯ୍ୟାଙ୍କ ସମାଲୋଚନା କରିଥିଲେ। ଡିଏନ୍‌ଏକୁ ଦେଇଥିବା ସାକ୍ଷାତକାରରେ ସୋହେଲ କହିଥିଲେ, ଐଶ୍ୱର୍ଯ୍ୟା ଏବେ ସର୍ବସାଧାରଣରେ କାନ୍ଦୁଛନ୍ତି। ହେଲେ ସେ ପରିବାରର ସଦସ୍ୟ ଭଳି ଆମ ସହ ସମୟ ବିତାଉଥିଲେ। ସେତେବେଳେ ସେ କେବେ ବି ଏହି ସମ୍ପର୍କକୁ ସ୍ବୀକାର କରିଥିଲେ କି? ହୁଏତ ନା, କାରଣ ସେ କେବେ ବି ସ୍ବୀକାର କରି ନାହାନ୍ତି। ଐଶ୍‌ଙ୍କ ଏହି ବ୍ୟବହାର ସଲମାନ ନିଜକୁ ଅସୁରକ୍ଷିତ ମନେ କରୁଥିଲେ। ସଲମାନ ସବୁବେଳେ ଜାଣିବାକୁ ଚାହୁଁଥିଲେ ଯେ ସେ ତାଙ୍କୁ କେତେ ଭଲପାଆନ୍ତି, ହେଲେ ଐଶ୍‌ କଦାବି ସେନେଇ କଥାବାର୍ତ୍ତା କରୁ ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri