Posted inଜାତୀୟ

ମତଦାନ କେନ୍ଦ୍ରରେ ବଲିଉଡ୍‌ ଷ୍ଟାର

ନୂଆଦିଲ୍ଲୀ,୧୮।୪: ଲୋକ ସଭା ନିର୍ବାଚନ ୨୦୧୯ ପାଇଁ ଗୁରୁବାର ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି। ଦେଶରେ ପ୍ରାୟ ୧୨ଟି ରାଜ୍ୟରେ ୯୫ଟି ଲୋକ ସଭା ଆସନ ପାଇଁ ଏହି ପର୍ଯ୍ୟାୟରେ ମତଦାନ କରାଯାଉଛି। ଏଥର ବହୁ ବଡ ବଡ ରାଜନେତାଙ୍କର ଭାଗ୍ୟ ପରୀକ୍ଷା ହେଉଛି। ତେବେ ସକାଳୁ ସକାଳୁ ମତଦାନ କେନ୍ଦ୍ରରେ କେତେଜଣ ବଲିଉଡ୍‌ ସେଲିବ୍ରିଟିଙ୍କୁ ଦେଖିବାକୁ ମିଳିଛି। ଅଭିନେତାରୁ ରାଜନେତା ପାଲଟିଥିବା ସାଉଥ୍‌ ସୁପରଷ୍ଟାର ରଜନୀକାନ୍ତ ସକାଳୁ ସକାଳୁ ନିଜର ମତଦାନ କରିବା ସହ ସାଧାରଣ ଜନତାଙ୍କୁ ମତଦାନ କରିବାକୁ ଉତ୍ସାହିତ କରିଛନ୍ତି। ସେହିଭଳି କମଲ ହାସନ ଓ ତାଙ୍କ ଝିଅ ଶ୍ରୁତି ହାସନ ମଧ୍ୟ ସକାଳୁ ସକାଳୁ ଲାଇନ୍‌ରେ ରହି ଭୋଟ ଦେଇଥିବା ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

ମାସରେ ୩୦ ଦିନରୁ ୧୪ ଦିନ ବ୍ୟାଙ୍କ୍ ସେବା ବନ୍ଦ; ଜାଣି ନିଅନ୍ତୁ କେମିତି କରିବେ ଟଙ୍କା ଜମା..

ନୂଆଦିଲ୍ଲୀ,୩୧।୩: ଯଦି ଆପଣଙ୍କର ବ୍ୟାଙ୍କ କାମ ବାକି ଅଛି ଏବଂ ଆପଣ ଏହାକୁ ଆସନ୍ତା ମାସରେ ସମାପ୍ତ କରିବାକୁ ଚିନ୍ତା କରୁଛନ୍ତି, ତେବେ ଅପେକ୍ଷା କରନ୍ତୁନାହିଁ! ଏପ୍ରିଲ…

ଲକ୍ଷପତି ଦିଦି, ମହିଳାଙ୍କୁ ୩ ହଜାର ଟଙ୍କା ସହ ମିଳିବ ୨ ଲକ୍ଷ ଚାକିରି, ବଡ଼ ଘୋଷଣା କଲା ଭାଜପା

ଗୁଆହାଟୀ,୩୧।୩: ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା) 2026 ଆସାମ ବିଧାନସଭା ନିର୍ବାଚନ ପାଇଁ ଏହାର ଇସ୍ତାହାର ପ୍ରକାଶ କରିଛି, ଯେଉଁଥିରେ ସମାନ ନାଗରିକ ସଂହିତା (UCC)…

ମନ୍ଦିରରେ ଦଳାଚକଟା….ପରସ୍ପର ଉପରେ ଚଢ଼ିଗଲେ ଭକ୍ତ, ଚାଲିଗଲା ୮ ଜୀବନ

ପାଟନା,୩୧।୩: ବିହାରର ନାଳନ୍ଦା ଜିଲାରେ ଛାତିଥରା ଅଘଟଣ । ଏଠାରେ ଅବସ୍ଥିତ ଶୀତଳା ମାତା ମନ୍ଦିରରେ ହଠାତ୍ ଦଳାଚକଟା ହୋଇଥିଲା। ଏହି ଘଟଣାରେ ଏପର୍ଯ୍ୟନ୍ତ ଆଠ ଜଣ…

ରାଶନ ଦୋକାନରେ ପୁଣି ମିଳିବ କିରୋସିନ: ଶକ୍ତି ସଙ୍କଟ ମଧ୍ୟରେ କେଉଁ ରାଜ୍ୟକୁ ମିଳିଲା ଅନୁମୋଦନ ଜାଣନ୍ତୁ…

ନୂଆଦିଲ୍ଲୀ,୩୧।୩: ଆଜି ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ୩୨ ତମ ଦିନ। ଏହା ଶକ୍ତି ଯୋଗାଣ ନେଇ ଚିନ୍ତାକୁ ଆହୁରି ଘନୀଭୂତ କରିଛି। ଏହି ଶକ୍ତି ସଙ୍କଟ ମଧ୍ୟରେ,…

ଶ୍ବଶୁର ଘରୁ ମିଳିଥିବା ସମ୍ପତ୍ତି ଉପରେ ନାହିଁ ଜ୍ବାଇଁଙ୍କ ଅଧିକାର, ପ୍ରକୃତ ଉତ୍ତରାଧିକାରୀ କିଏ ସ୍ପଷ୍ଟ କଲେ ସରକାର

ନୂଆଦିଲ୍ଲୀ,୩୧ା୩: ଶାଶୁଘର ସମ୍ପତ୍ତି ଉପରେ ଜ୍ବାଇଁର କୌଣସି ଅଧିକାର ନାହିଁ । ଏନେଇ ସ୍ପଷ୍ଟ କରିଛନ୍ତି ଆନ୍ଧ୍ର ପ୍ରଦେଶ ହାଇକୋର୍ଟ । ଯଦି ଜଣେ ହିନ୍ଦୁ ମହିଳା…

ବିମାନର ଏମର୍ଜେନ୍ସି ଗେଟ୍‌ ଖୋଲୁଥିଲେ ଯାତ୍ରୀ, ପଚାରିବାରୁ ଏମିତି କହିଲେ, ସମସ୍ତେ ଆଶ୍ଚର୍ଯ୍ୟ

ବାରାଣସୀ, ୩୧ା୩:ବେଙ୍ଗାଲୁରୁରୁ ବାରାଣସୀ ଅଭିମୁଖେ ଶନିବାର ରାତିରେ ଆସୁଥିବା ଇଣ୍ଡିଗୋ ବିମାନ (୬ଇ-୧୮୫) ଭିତରେ ଘଟିଛି ହାଇଡ୍ରାମା। ଜଣେ ୨୬ ବର୍ଷୀୟ ଯାତ୍ରୀଙ୍କ ଉନ୍ମତ୍ତକାଣ୍ଡ ଯୋଗୁ ୧୦୦ରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri