Posted inଜାତୀୟ

ମତଦାନ କେନ୍ଦ୍ରରେ ବଲିଉଡ୍‌ ଷ୍ଟାର

ନୂଆଦିଲ୍ଲୀ,୧୮।୪: ଲୋକ ସଭା ନିର୍ବାଚନ ୨୦୧୯ ପାଇଁ ଗୁରୁବାର ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି। ଦେଶରେ ପ୍ରାୟ ୧୨ଟି ରାଜ୍ୟରେ ୯୫ଟି ଲୋକ ସଭା ଆସନ ପାଇଁ ଏହି ପର୍ଯ୍ୟାୟରେ ମତଦାନ କରାଯାଉଛି। ଏଥର ବହୁ ବଡ ବଡ ରାଜନେତାଙ୍କର ଭାଗ୍ୟ ପରୀକ୍ଷା ହେଉଛି। ତେବେ ସକାଳୁ ସକାଳୁ ମତଦାନ କେନ୍ଦ୍ରରେ କେତେଜଣ ବଲିଉଡ୍‌ ସେଲିବ୍ରିଟିଙ୍କୁ ଦେଖିବାକୁ ମିଳିଛି। ଅଭିନେତାରୁ ରାଜନେତା ପାଲଟିଥିବା ସାଉଥ୍‌ ସୁପରଷ୍ଟାର ରଜନୀକାନ୍ତ ସକାଳୁ ସକାଳୁ ନିଜର ମତଦାନ କରିବା ସହ ସାଧାରଣ ଜନତାଙ୍କୁ ମତଦାନ କରିବାକୁ ଉତ୍ସାହିତ କରିଛନ୍ତି। ସେହିଭଳି କମଲ ହାସନ ଓ ତାଙ୍କ ଝିଅ ଶ୍ରୁତି ହାସନ ମଧ୍ୟ ସକାଳୁ ସକାଳୁ ଲାଇନ୍‌ରେ ରହି ଭୋଟ ଦେଇଥିବା ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁବେ ଏନ୍‌କାଉଣ୍ଟରକୁ ବଲିଉଡ୍‌ ସହ ଯୋଡ଼ିଲେ ତାପସୀ

ମୁମ୍ବାଇ: ଅଭିନେତ୍ରୀ ତାପସୀ ପନ୍ନୁ ବଲିଉଡ୍‌ରେ ତାଙ୍କ ଉଚ୍ଚକୋଟିର ଅଭିନୟ ଲାଗି ଯେତିକି ପରିଚିତ, ତା’ଠାରୁ ଅଧିକ ସୋସିଆଲ୍‌ ମିଡିଆରେ ତାଙ୍କ ଆକ୍ଟିଭ୍‌ନେସ୍‌। ସେ ସବୁବେଳେ...

ଦେଶରେ ନୂଆ ଅଧ୍ୟାୟ ଆରମ୍ଭ ହୋଇଛି:ମୋଦି

ନୂଆଦିଲ୍ଲୀ,୨୨।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରାବାର ଦେଶକୁ ସମ୍ବୋଧିତ କରିଛନ୍ତି। ଏହି ଅବସରରେ ସେ କହିଛନ୍ତି, ଅକ୍ଟୋବର ୨୧ ରେ ଭାରତ ଏକ ଅସାଧାରଣ ଲକ୍ଷ୍ୟ...

ଏଆର୍‌ଆଇଇଏସ୍‌ ସହ ଇସ୍ରୋର ଏମ୍‌ଓୟୁ: ମହାକାଶ ସମ୍ପତ୍ତିର ସୁରକ୍ଷାରେ ସହାୟକ ହେବ

ବେଙ୍ଗାଲୁରୁ,୮ା୬: ମହାକାଶରେ ବର୍ଜ୍ୟବସ୍ତୁକୁ ନେଇ ଚିନ୍ତା ବଢ଼ୁଥିବାବେଳେ ଆଷ୍ଟ୍ରୋଫିଜିକ୍ସ ଏବଂ ମହାକାଶ ସ୍ଥିତିଗତ ସଚେତନତା କ୍ଷେତ୍ରରେ ସହଯୋଗ ଲାଗି ଭାରତୀୟ ମହାକାଶ ଗବେଷଣା ପ୍ରତିଷ୍ଠାନ (ଇସ୍ରୋ)...

ଅପରେଶନ୍‌ ସମୁଦ୍ର ସେତୁ : ୨୦୨ ପ୍ରବାସୀଙ୍କୁ ନେଇ ଆଇଏନ୍‌ଏସ୍‌ ମଗର ସନ୍ଧ୍ୟାରେ କୋଚିରେ ପହଞ୍ଚିବ

ନୂଆଦିଲ୍ଲୀ,୧୨।୫: କରୋନା ସଂକ୍ରମଣ ଯୋଗୁ ପୃଥିବୀରେ ସଙ୍କଟ ଦେଖାଦେଇଛି। କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ ବହୁଦେଶରେ ଲକ୍‌ଡାଉନ୍‌ ଜାରି ହୋଇଛି। ଏପରିସ୍ଥଳେ ବିଭିନ୍ନ ଦେଶରେ...

ଟିକା ପରେ ଜୀବନ ହାରିଲେଣି ୧୦

ନୂଆଦିଲ୍ଲୀ, ୩୧ା୧: କରୋନା ଟିକା ନେବା ପରେ ବର୍ତ୍ତମାନ ସୁଦ୍ଧା ଦେଶରେ ପ୍ରାୟ ୧୦ ଜଣଙ୍କ ଜୀବନ ଗଲାଣି। ଭାକ୍ସିନ ନେବାର ୫ ଦିନ ମଧ୍ୟରେ...

ଟୁଇଟର ବିରୋଧରେ ପାତର ଅନ୍ତର ଅଭିଯୋଗ ଆଣିଲା ଭାରତ

ନୂଆଦିଲ୍ଲୀ,୧୧।୨: ଭାରତ ସରକାର ଏବଂ ଟୁଇଟର ମଧ୍ୟରେ ବିବାଦ ବଢ଼ିବାରେ ଲାଗିଛି। ଟୁଇଟର ପାତର ଅନ୍ତର କରୁଥିବା ଅଭିଯୋଗ ସରକାରଙ୍କ ପକ୍ଷରୁ କରାଯାଇଛି। ଜାନୁୟାରୀ ୨୬ରେ...

ଆଇନ ମନ୍ତ୍ରୀଙ୍କ ଧମକ ପରେ ସମ୍ବିଧାନର ପାଠ ପଢାଇଲେ ରାଜ୍ୟପାଳ

ଥିରୁଭାନନ୍ତପୁରମ,୨୩ ।୧୦: କେରଳରେ ରାଜ୍ୟ ସରକାର ଓ ରାଜ୍ୟପାଳଙ୍କ ମଧ୍ୟରେ କଥା କଟାକଟି ଲଗାତାର ଜାରି ରହିଛି । ତାଜା ଘଟଣାକ୍ରମରେ ଆଇନ ମନ୍ତ୍ରୀ ପି...

୨୭ ବର୍ଷରେ ୪ ମହିଳା ମନ୍ତ୍ରୀ

ନୂଆଦିଲ୍ଲୀ,୧୭ା୨: କେନ୍ଦ୍ରଶାସିତ ଅଞ୍ଚଳ ଦିଲ୍ଲୀରେ ଆମ୍‌ ଆଦ୍‌ମୀ ପାର୍ଟି (ଏଏପି) କ୍ରମାଗତ ତୃତୀୟ ଥର ପାଇଁ କ୍ଷମତାସୀନ ହେଇଛି। ନିର୍ବାଚନ ପ୍ରଚାର ବେଳେ ଏହି ଦଳ...

Advertisement
Archives

Model This Week