ଆଉ ଜଣେ ଲୋକପ୍ରିୟ ଅଭିନେତାଙ୍କ ପରଲୋକ

ଦକ୍ଷିଣ ଭାରତୀୟ ଫିଲ୍ମର ଲୋକପ୍ରିୟ ଅଭିନେତା ଜୟପ୍ରକାଶ ରେଡ୍ଡୀଙ୍କର ମଙ୍ଗଳବାର ସକାଳେ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୪ ବର୍ଷ ହୋଇଥିଲା। ହାର୍ଟଆଟାକ୍‌ରେ ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ସେ ଆନ୍ଧ୍ରପ୍ରେଦେଶର ଗୁଣ୍ଟୁରରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ୧୯୮୮ରେ ଫିଲ୍ମ ‘ବ୍ରହ୍ମପୁତ୍ରୁଡୁ’ରୁ କ୍ୟାରିୟର ଆରମ୍ଭ କରିଥିବା ଜୟପ୍ରକାଣ ବିଭିନ୍ନ ଚରିତ୍ରରେ ଅଭିନୟ କରିଛନ୍ତି। ତେବେ କମେଡି କଳାକାର ଭାବେ ଜୟପ୍ରକାଶ ବେଶ୍‌ ଲୋକପ୍ରିୟତା ହାସଲ କରିଥିଲେ।
ଜୟପ୍ରକାଶଙ୍କ ମୃତ୍ୟୁ ଖବର ପ୍ରଚାରିତ ହେବା ପରଠାରୁ ଟଲିଉଡ୍‌ ଠାରୁ ଆରମ୍ଭ କରି ବଲିଉଡ୍‌ ଜଗତରେ ମଧ୍ୟ ଶୋକର ଛାୟା ଖେଳିଯାଇଛି। ପ୍ରଶଂସକମାନେ ଟୁଇଟରରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଏବଂ ସମବେଦନା ଜଣାଉଛନ୍ତି। ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁ ମଧ୍ୟ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାଉଥ୍‌ ସ୍କ୍ରିନ୍‌ରେ ସୁନିଲ

ମୁମ୍ବାଇ: ବଲିଉଡ୍‌ ନାୟକ ସୁନିଲ ସେଟ୍ଟି ଏବେ ସାଉଥ୍‌ ଷ୍ଟାରଙ୍କ ସହ ନଜର ଆସିବେ। କିଛିଦିନ ହେବ ବଲିଉଡ୍‌ରୁ ଦୂରେଇ ଯାଇଥିବା ସୁନିଲ ଏବେ ଏକ...

ସାଉଥ୍‌ ସୁନ୍ଦରୀ କରୋନା ପଜିଟିଭ୍‌

ମୁମ୍ବାଇ: ସାଉଥ୍‌ ଅଭିନେତ୍ରୀ କିିର୍ତୀ ସୁରେଶ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଅଭିନେତ୍ରୀ ନିଜେ ସୋସିଆଲ ମିଡିଆରେ ଏହି ସୂଚନା ଦେଇଛନ୍ତି। ସାମାନ୍ୟ ଲକ୍ଷଣ ଅଛି...

ଅଭିନେତା ଅର୍ଦ୍ଧେନ୍ଦୁଙ୍କ ହାତଧରିଲେ ମହାରଥୀଙ୍କ ଝିଅ

ଭୁବନେଶ୍ୱର,୨୭ା୨ (ବ୍ୟୁରୋ): ଓଲିଉଡ୍‌ ଅଭିନେତା ଅର୍ଦ୍ଧେନ୍ଦୁ ସାହୁଙ୍କୁ ବୁଧବାର ବୈଦିକ ରୀତିନୀତିରେ ବିବାହ କରିଛନ୍ତି ପିପିଲି ବିଧାୟକ ପ୍ରଦୀପ ମହାରଥୀଙ୍କ ଝିଅ ପଲ୍ଲବୀ। ସ୍ଥାନୀୟ ବରମୁଣ୍ଡା...

କନ୍ୟା ସନ୍ତାନର ବାପା ହେଲେ ଜୟ ଭାନୁଶାଳୀ

ଛୋଟ ପରଦାର ଚର୍ଚ୍ଚିତ କଳାକାର ଜୟ ଭାନୁଶାଳୀ ବାପା ହୋଇଛନ୍ତି। ସ୍ତ୍ରୀ ମାହି ବିଜ ବୁଧବାର ଏକ କନ୍ୟା ସନ୍ତାନକୁ ଜନ୍ମ ଦେଇଛନ୍ତି। ମାହି ଏବଂ...

କେମିତି ଚାଲିଗଲା ଦୀପ ସିଦ୍ଧୁଙ୍କ ଜୀବନ: ପୂରା ଘଟଣା ବଖାଣିଲେ ପ୍ରେମିକା

ପଞ୍ଜାବୀ ଅଭିନେତା-ଗାୟକ ଦୀପ ସିଦ୍ଧୁ ଏକ ସଡକ ଦୁର୍ଘଟଣାରେ ପ୍ରାଣ ହରାଇଛନ୍ତି। ଦୁର୍ଘଟଣାବେଳେ ତାଙ୍କ ସହ ତାଙ୍କ ପ୍ରେମିକା ରୀନା ରାୟ ମଧ୍ୟ ଥିଲେ। ସେ...

ପିସିଙ୍କ ଝିଅ ମାଳତି

ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଜୋନାସ ଝିଅର ନାମ ପିସି ଝିଅର ନାମ ରଖିଛନ୍ତି ମାଳତି ମାରୀ ଚୋପ୍ରା ଜୋନାସ। ଆମେରିକାର ଏଣ୍ଟରଟେନ ନ୍ୟୁଜ ଚ୍ୟାନେଲ ଟିଏମ୍ଜେଡ...

ଅର୍ଜୁନଙ୍କ ଖୁସି କହିଲେ ନ ସରେ

ମୁମ୍ବାଇ: ଅଭିନେତା ଅର୍ଜୁନ ବିଜ୍‌ଲାନିଙ୍କ ଖୁସି କହିଲେ ନ ସରେ। ଏବେ ସେ ଏତେ ଖୁସି ଯେ, ତାଙ୍କ ପାଦ ତଳେ ଲାଗୁନି। ଖାସ୍‌ ଏଥିପାଇଁ...

୧୭ ବଲିଉଡ ସେଲିବ୍ରିଟିଙ୍କ ଉପରେ ଇଡ଼ି ନଜର…

ମୁମ୍ବାଇ,୧୬।୯ : ଅନଲାଇନ ବେଟିଂ ପ୍ଲାଟଫର୍ମ ମହାଦେବ ବୁକ ଆପର ପ୍ରମୋଟର ସୌରଭ ଚନ୍ଦ୍ରକର ଚଳିତ ବର୍ଷ ଫେବୃଆରୀରେ ଦୁବାଇରେ ବିବାହ କରିଥିଲେ। ଏହି ବିବାହ...

Advertisement
Archives

Model This Week