ବାହା ହେଲେ ଉର୍ବଶୀ !

ମୁମ୍ବାଇ: ବଲିଉଡ୍‌ ନାୟିକା ଉର୍ବଶୀ ରୌତେଲାଙ୍କ ବିବାହକୁ ନେଇ ଏବେ ଚର୍ଚ୍ଚା ଯୋର ଧରିଛି। ନିଜର ହଟ୍‌ ଅନ୍ଦାଜକୁ ନେଇ ଦର୍ଶକଙ୍କ ଦୃଷ୍ଟି ଆକର୍ଷଣ କରୁଥିବା ଏହି ନାୟିକା ବିଗ୍‌ ବସ୍‌ ୮ର ଓ୍ବିନର ଗୌତମ ଗୁଲାଟିଙ୍କୁ ବିବାହ କରିଥିବା ସୋସିଆଲ ମିଡିଆରେ ଆଲୋଚନା ହେଉଛି। କାରଣ ନିକଟରେ ଏମିତି ଏକ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଯେଉଁଥିରେ ଉର୍ବଶୀ ଲାଲ ଲେହେଙ୍ଗା ପିନ୍ଧିଥିବା ସହ ବଧୂ ବେଶରେ ସଜେଇ ହୋଇଛନ୍ତି ଓ ଗୌତମ କ୍ରିମ କଲର ସେରଓ୍ବାନିରେ ସାତ ଫେରା ନେଉଛନ୍ତି। ହେଲେ ଏହି ଫଟୋ ଶେୟାର କରି ଗୌତମ ଲେଖିଛନ୍ତି ବିବାହର ଶୁଭକାମନା ଦେବେନାହିଁ। ଏହା ଦେଖିବା ପରେ ଉର୍ବଶୀଙ୍କ ପ୍ରଶଂସକ ଚକିତ ହୋଇଯାଇଛନ୍ତି। ଗୌତମ-ଉର୍ବଶୀ ବିବାହ ତ କରିବେ। ହେଲେ ଏହି ଫଟୋଟି ହେଉଛି ତାଙ୍କ ଅଭିନୀତ ଫିଲ୍ମର। ଯାହା ରିୟଲ ନୁହେଁ ରିଲ୍‌ ଲାଇଫର। ଭର୍ଜିନ ଭାନୁପ୍ରିୟାରେ ଉଭୟ ନଜର ଆସୁଥିବା ବେଳେ ଗୌତମ ଫିଲ୍ମର ପ୍ରମୋଶନ ପାଇଁ ଏହି ଫଟୋଟି ଶେୟାର କରିଥିବା ସ୍ପଷ୍ଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୧୮ ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା

ଦିଗପହଣ୍ଡି/ପାଟପୁର,୨୦ା୨(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସମଗ୍ର ଶିକ୍ଷା ଅଭିଯାନ ଓ ଜିଲା ଦୃଷ୍ଟି ବାଧିତ ନିୟନ୍ତ୍ରଣ କାର୍ଯ୍ୟାଳୟ ଆନୁକୂଲ୍ୟରେ ରାଜ୍ୟ ସରକାରଙ୍କ ସୁରେନ୍ଦ୍ର ସାଏ…

ଏଣିକି ନିଜ ଲଢ଼େଇ ନିଜର

ଦିଗପହଣ୍ଡି,୨୦ା୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜରେ ଛାତ୍ରୀ ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦଘାଟିତ ହୋଇଛି। ଅଧ୍ୟାପିକା ଅଞ୍ଜଳୀ ମଣ୍ଡଳଙ୍କ ସଂଯୋଜନାରେ ଅନୁଷ୍ଠିତ ଉଦଘାଟନୀ…

ମାଟି ଅତଡ଼ା ଖସି ଶ୍ରମିକଙ୍କ ମୃତ୍ୟୁ: ଜଳ ସିଞ୍ଚନ ପ୍ରକଳ୍ପ କାର୍ଯ୍ୟରେ ଅଘଟଣ

ଆନନ୍ଦପୁର,୨୦ା୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ବୁଢ଼ୀକୁଦ ଗଁା ନିକଟରେ ଚାଲିଥିବା ଜମିକୁ ଜଳ ସିଞ୍ଚନ ପ୍ରକଳ୍ପ କର୍ଯ୍ୟରେ ଶୁକ୍ରବାର ଅଘଟଣ ଘଟିଛି। ୧୫…

ସୁଭଦ୍ରା ଯୋଜନାକୁ ନେଇ ସରକାରଙ୍କ ବଡ଼ ଘୋଷଣା, ମହିଳାଙ୍କୁ ମିଳିବ…

ଭୁବନେଶ୍ୱର,୨୦।୨: ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ମାଝୀ ଚଳିତ ବର୍ଷ ପାଇଁ ୩ ଲକ୍ଷ ୧୦ ହଜାର କୋଟି ଟଙ୍କାର ବଜେଟ ଆଗତ କରିଛନ୍ତି । ଏହି…

ବାପା-ମାଆଙ୍କ ଅନୁମତି ବିନା ଆପଣ ବିବାହ କରିପାରିବେନି, ବିଧାନସଭାରେ ବଡ଼କଥା କହିଦେଲେ ସରକାର

ନୂଆଦିଲ୍ଲୀ,୨୦।୨: ଗୁଜୁରାଟ ବିଧାନସଭାରେ ବିବାହ ପଞ୍ଜିକରଣକୁ ନେଇ ଏକ ଐତିହାସିକ ପ୍ରସ୍ତାବ ଦିଆଯାଇଛି । ବାପା ମାଆଙ୍କ ଅନୁମତି ବିନା କେହି ବି ବିବାହ କରିପାରିବେ ନାହିଁ, ଅର୍ଥାତ୍ ବିବାହ…

ଫର୍ମଫିଲପରେ ତ୍ରୁଟି : ଓଡ଼ିଆ ବଦଳରେ ହିନ୍ଦୀ ଥିବାରୁ ଯୁକ୍ତ ୨ ପରୀକ୍ଷାରୁ ବଞ୍ଚିତ…

ନନ୍ଦପୁର,୨୦ା୨(ତୁଷାର କାନ୍ତ ମହାନ୍ତି): ଯୁକ୍ତଦୁଇ ପରୀକ୍ଷା ପାଇଁ ଫର୍ମଫିଲପ ବେଳେ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ତ୍ରୁଟି ଯୋଗୁ କୋରାପୁଟ ଜିଲା ନନ୍ଦପୁର ବ୍ଲକ୍‌ ଅଧୀନ ପାଡୁଆ ରାଧାକୃଷ୍ଣ ଉଚ୍ଚ…

ରାଜ୍ୟରେ ଛେଚିବ ପ୍ରବଳ ବର୍ଷା! ଲଘୁଚାପକୁ ନେଇ ଆସିଲା ବଡ଼ ଖବର…

ଭୁବନେଶ୍ୱର,୨୦।୨: ଆସନ୍ତା ୪୮ ଘଣ୍ଟାରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା। ବିଷୁବୀୟ ଭାରତ ମହାସାଗର ଓ ସଲଂଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା…

ସ୍ବାସ୍ଥ୍ୟ ପାଇଁ ୨୩ ହଜାର କୋଟି

ଭୁବନେଶ୍ୱର,୨୦।୨: ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ୩ଲକ୍ଷ ୧୦ହଜାର କୋଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri