ସୁଶାନ୍ତଙ୍କ ମୃତ୍ୟୁ ରହସ୍ୟ ଖୋଲିବେ ସିଦ୍ଧାର୍ଥ ପିଠାନୀ! ଜାଣନ୍ତୁ ସେ କିଏ….

ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ଘଟଣା ଧୀରେ ଧୀରେ ଜଟିଳ ହେବାରେ ଲାଗିଛି। ଗର୍ଲଫ୍ରେଣ୍ଡ ରିୟା ଚକ୍ରବର୍ତ୍ତୀଙ୍କ ନାମରେ ସୁଶାନ୍ତଙ୍କ ପିତା ବିହାର ଥାନାରେ ଅଭିଯୋଗ କରିବା ପରଠାରୁ ଏହି ମାମଲା ଅଧିକ ଜଟିଳ ହୋଇଯାଇଛି। ଏହି ମାମଲାରେ ପ୍ରତିଦିନ ନୂଆ ନୂଆ ଖୁଲାସା କରାଯାଉଛି। ତେବେ ଏହି ମାମଲାର ସମସ୍ତ ରାଜ୍‌ ଖୋଲିପାରିବେ ସିଦ୍ଧାର୍ଥ ପିଠାନୀ। ଯିଏକି ସୁଶାନ୍ତଙ୍କ ରୁମ୍‌ମେଣ୍ଟ ଥିଲେ।
ରିୟା ସୁପ୍ରିମକୋର୍ଟରେ ଦାଖଲ କରିଥିବା ଯାଚିକାରେ ମାନିଛନ୍ତି ଯେ, ମୁଁ ସୁଶାନ୍ତଙ୍କ ସହ ଲିଭ୍‌ ଇନ୍‌ ରିଲେସନଶିପ୍‌ରେ ଥିଲି। ସେ ସବୁବେଳେ ଡିପ୍ରେସନ୍‌ରେ ରହୁଥିଲେ। ତାଙ୍କ ପିତା ମୋ ନାଁରେ ଯେଉଁ ଅଭିଯୋଗ କରିଛନ୍ତି ତା ସମ୍ପୂର୍ଣ୍ଣ ରୂପେ ମିଥ୍ୟା। ଏଥିସହ ସୁଶାନ୍ତଙ୍କ ଭିଣୋଇ ଓପି ସିଂ ସୁଶାନ୍ତଙ୍କ ଜଣେ ବନ୍ଧୁ ସିଦ୍ଧାର୍ଥ ପିଠାନୀଙ୍କୁ ମୋ ବିଷୟରେ କହିବା ପାଇଁ ଚାପ ପକାଇଥିଲେ। ସେ କହିଛନ୍ତି ଯେ, ସିଦ୍ଧାର୍ଥ ଏହି ଘଟଣା ସମ୍ପର୍କରେ ମୁମ୍ବାଇ ପୋଲିସକୁ ଏକ ଇ-ମେଲ ଲେଖିଥିଲେ। ଯେଉଁଥିରେ ସେ ଜୁଲାଇ ୨୨ରେ ସୁଶାନ୍ତଙ୍କ ଭିଣୋଇ ଏବଂ ଉଭଣୀ ନୀତୁ ସିଂଙ୍କ ଦ୍ୱାରା ଏକ କନଫରେନ୍ସ ଫୋନ୍‌କରି ରିଆ ଏବଂ ତାଙ୍କ ଖର୍ଚ୍ଚ ବିଷୟରେ ସୂଚନା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଲେଜ ସେକ୍ରେଟାରୀ ଦୀପ୍ତିଙ୍କୁ ପ୍ରଥମ ଦେଖାରେ ଭଲ ପାଇ ବସିଥିଲେ ଏହି ଅଭିନେତା, ଚାରି ଦିନ ନ ପୂରୁଣୁ…

ବମ୍ବେ: କଲେଜ ସମାରୋହରେ ଅତିଥି ଭାବେ ନିମନ୍ତ୍ରଣ ପାଇଥିଲେ। ହେଲେ ସେଠାକୁ ଯିବାପରେ ସେହି କଲେଜ୍‌ର ସେକ୍ରେଟାରୀଙ୍କ ପ୍ରେମରେ ପଡ଼ିଯାଇଥିଲେ। କିଛି ଏଭଳି ପ୍ରେମକାହାଣୀ ହେଉଛି...

ପାକିସ୍ତାନୀ ଗାୟକ ଫର୍‌ହାଦ୍‌ଙ୍କ ପରଲୋକ

ଇସ୍‌ଲାମାବାଦ: ପାକିସ୍ତାନୀ ଗାୟକ ଫର୍‌ହାଦ୍‌ ହୁମାୟନ୍‌ଙ୍କ ପରଲୋକ ହୋଇଛି। ତାଙ୍କୁ ୪୨ ବର୍ଷ ହୋଇଥିଲା। ଗାୟକ ଅତିଫ୍‌ ଅସ୍‌ଲାମ, ଅଭିନେତା ଅଲି ଜାଫର୍‌, ଅର୍ଜୁନ ମାଥୁରଙ୍କ...

କାଲି ରିଲିଜ୍‌ ହେବ ‘ଆର୍‌ଆର୍‌ଆର୍‌’, ଅନେକ ହଲରେ ଟିକେଟ୍‌ ଶେଷ

ରାତି ପାହିଲେ ରିଲିଜ୍‌ ହେବ ବହୁ ପ୍ରତୀକ୍ଷିତ ଫିଲ୍ମ‘ଆର୍‌ଆର୍‌ଆର୍‌’। ଶୁକ୍ରବାର ଫିଲ୍ମ ରିଲିଜ୍‌ ହେବାକୁ ଥିବା ବେଳେ ଦର୍ଶକଙ୍କ ବହୁ ଦିନର ଅପେକ୍ଷାର ଅନ୍ତ ଘଟିବ।...

ସୁଶାନ୍ତଙ୍କ ହାତଲେଖାକୁ ନେଇ କରାଯାଉଛି ବିଶ୍ଳେଷଣ

ମୁମ୍ବାଇ: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁକୁ ନେଇ ନାନା ଚର୍ଚ୍ଚା ହେଉଛି। ସହଜରେ ତାଙ୍କ ମୃତ୍ୟୁକୁ ପ୍ରଶଂସକମାନେ ଗ୍ରହଣ କରିପାରୁନାହାନ୍ତି। ସମସ୍ତେ ଜାଣିବାକୁ...

ବିରାଟ-ଅନୁଷ୍କା ବିଜ୍ଞାପନରେ ଏକାଠି କାମ କରିବା ପାଇଁ ନେଇଥାନ୍ତି ଏତିକି ଟଙ୍କା

ବଲିଉଡ୍‌ ଏବଂ କ୍ରିକେଟ ଦୁନିଆରେ ଅନୁଷ୍କା-ବିରାଟ ଏକ ଚର୍ଚ୍ଚିତ ତଥା ଲୋକପ୍ରିୟ ଯୋଡି। ୨୦୧୭ ମସିହାରେ ଏହି ଯୋଡି ଇଟାଲିରେ ବିବାହ କରିଥିଲେ। ବିବାହ ସମୟର...

ଥାନାରେ ହାଜର ହେଲେ ଫିଲ୍ମ ନିର୍ମାତା ଅନୁରାଗ କଶ୍ୟପ

ମୁମ୍ବାଇ,୧।୧୦- ମୁମ୍ବାଇ ଭର୍ସୋଭା ପୋଲିସ ନିକଟରେ ଗୁରୁବାର ହାଜର ହୋଇଛନ୍ତି ଫିଲ୍ମ ନିର୍ମାତା ଅନୁରାଗ କଶ୍ୟପ। ଅଭିନେତ୍ରୀ ପାୟଲ ଘୋଷ ଆଣିଥିବା ଯୌନ ଶୋଷଣ ଅଭିଯୋଗରେ...

ଡାଏଲଗ କହିବାବେଳେ କାନ୍ଦି ପକାଇଲେ ଏହି ଅଭିନେତ୍ରୀ, ଭିଡିଓ ଭାଇରାଲ

ଅଭିନେତ୍ରୀ ଆଲିଆ ଭଟ୍ଟଙ୍କ ଫିଲ୍ମ କ୍ୟାରିୟର ଖୁବ୍‌ ଭଲ ଏବଂ ସେ ବର୍ତ୍ତମାନ ପର୍ଯ୍ୟନ୍ତ ଅନେକ ଫିଲ୍ମରେ କାମ କରିଛନ୍ତି। ୨୦୧୯ ମସିହାର ଚଳଚ୍ଚିତ୍ର ‘ଗୁଲି...

ରାତିରେ ମୋ’ ଭିଡିଓ ଦେଖନ୍ତି, ସକାଳୁ ମୋତେ ଟ୍ରୋଲ କରନ୍ତି: ପୁନମ୍‌

ବମ୍ବେ: ରାତିରେ ମୋ’ ଭିଡିଓ ଦେଖନ୍ତି, ସକାଳେ ମୋତେ ଟ୍ରୋଲ କରନ୍ତି। କିଛି ଏଭଳି ଢଙ୍ଗରେ ନିଜର ଟ୍ରୋଲରଙ୍କୁ ଜବାବ ଦେଇଛନ୍ତି ମଡେଲ ତଥା ଅଭିନେତ୍ରୀ...

Advertisement
Archives

Model This Week