ଡିପିରେ ତ୍ରିରଙ୍ଗା ଲଗାଇ ଟ୍ରୋଲ

ବମ୍ବେ: ଟ୍ରୋଲ ହେଉଛନ୍ତି ବଲିଉଡ୍‌ର ଖୀଲାଡି କିଙ୍ଗ ଅକ୍ଷୟ କୁମାର। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ନିଜର ସମସ୍ତ ସୋସିଆଲ ମିଡିଆ ପୃଷ୍ଠାର ଡିପି ସ୍ଥାନରେ ତ୍ରିରଙ୍ଗା ଲଗାଇବା ସହ ‘ହର ଘର ତ୍ରିରଙ୍ଗା’ ଅଭିଯାନରେ ସାମିଲ ହେବାକୁ ଅପିଲ୍‌ କରିଥିଲେ। ଏହା ପରେ ଅକ୍ଷୟ ନିଜ ଡିପି ବଦଳାଇ ତ୍ରିରଙ୍ଗା ଲଗାଇଥିଲେ। ଏଥିସହ ଟୁଇଟ୍‌ କରି ସ୍ବାଧୀନତାର ୭୫ ବର୍ଷରେ ଅମୃତ ମହୋତ୍ସବ ପାଳନ କରିବାର ସମୟ ଆସିଛି। ଗର୍ବରେ, ଅଭିମାନରେ #ହରଘରତ୍ରିରଙ୍ଗା ଉଡାଇବାର ସମୟ ଆସିଛି ବୋଲି ଲେଖିଥିଲେ। ଅକ୍ଷୟଙ୍କ ଟୁଇଟ୍‌ ପରେ ତାଙ୍କୁ ଟ୍ରୋଲ କରାଯାଉଛି। ଫିଲ୍ମ ରିଲିଜ ପୂର୍ବରୁ ସେ ଦେଶଭକ୍ତି ଦେଖାଉଥିବା ଅନେକେ ମତ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ଦ୍ଦେଶକଙ୍କୁ ଅଭିଶାପ ଦେଇଥିଲେ ଅନୁପମ

ବଲିଉଡ ଅଭିନେତା ଅନୁପମ ଖେର ଆଜି ୬୭ ବର୍ଷରେ ପଦାର୍ପଣ କରିଛନ୍ତି। ମାର୍ଚ୍ଚ ୭, ୧୯୫୫ରେ ଜନ୍ମ ହୋଇଥିବା ଅନୁପମ ତାଙ୍କ କ୍ୟାରିୟରରେ ୫୦୦ରୁ ଅଧିକ...

ଚୁଜି ହେଲେଣି ହୁମ୍ମା

ହୁମ୍ମା ଏଣିକି ଆଉ ତରବର ହୋଇ ସିନେମା ସାଇନ୍‌ କରିବେ ନାହିଁ। ଅଫର ମିଳିଥିବା ଫିଲ୍ମର କାହାଣୀ ଏବଂ ସେଥିରେ ତାଙ୍କର ଭୂମିକାକୁ ଭଲ ଭାବରେ...

ମା’ ହେବେ ଶ୍ରେୟା !

ମୁମ୍ବାଇ: ବଲିଉଡ୍‌ର ସୁପ୍ରତିଷ୍ଠିତ କଣ୍ଠଶିଳ୍ପୀ ଶ୍ରେୟା ଘୋଷାଲଙ୍କ ଘରକୁ ଖୁବ୍‌ଶୀଘ୍ର ଆସିବେ ନୂଆ ଅତିଥି । ପର୍ସନାଲ ଲାଇଫକୁ ନେଇ ସବୁବେଳେ ଚୁପ୍ ରହୁଥିବା ଏହି...

ମୃତ୍ୟୁର ୧୫ ମିନିଟ୍‌ ପୂର୍ବରୁ ବୟଫ୍ରେଣ୍ଡଙ୍କ ସହ ଏକାଠି ଖାଇଥିଲେ ତୁନିଶା

ଟିଭି ଅଭିନେତ୍ରୀ ତୁନିଶା ଶର୍ମା ଲୋକପ୍ରିୟ ଟିଭି ଶୋ’ ଅଲି ବାବା: ଦସ୍ତାନ-ଏ-କାବୁଲର ସେଟରେ ଆତ୍ମହତ୍ୟା କରିଛନ୍ତି। ଏହି ମାମଲାରେ ସ୍ବର୍ଗତ ଅଭିନେତ୍ରୀଙ୍କ ମା’ଙ୍କ ଅଭିଯୋଗ...

ସାମ୍ନାକୁ ଆସିଲା ରାଜ କୌଶଲଙ୍କ ଶେଷ ଫିଲ୍ମର ରିଲିଜ୍‌ ଡେଟ୍‌

ମୁମ୍ବାଇ: ଅଭିନେତ୍ରୀ ମନ୍ଦିରା ବେଦୀଙ୍କ ସ୍ବାମୀ ରାଜ୍‌ କୌଶଲଙ୍କ ଶେଷ ଫିଲ୍ମ ନଭେମ୍ବରରେ ରିଲିଜ୍‌ ହେବାକୁ ଯାଉଛି। ରାଜ୍‌ ଆଉ ଏ ଦୁନିଁଆରେ ନାହାନ୍ତି। ତାଙ୍କର...

କେଆଇଏଫ୍‌ଏଫ୍‌ରୁ ବାଦ୍‌ ପଡ଼ିଲା ‘ପାଟଣାଗଡ଼’

ଭୁବନେଶ୍ୱର, ୩୦ା୧୦(ବ୍ୟୁରୋ):କୋଲକାତା ଇଣ୍ଟରନ୍ୟାଶନାଲ ଫିଲ୍ମ ଫେଷ୍ଟିଭାଲ(କେଆଇଏଫ୍‌ଏଫ୍‌)ରେ ଆଉ ପ୍ରଦର୍ଶିତ ହେବନି ବହୁଭାଷୀ ଓଡ଼ିଆ ଫିଲ୍ମ ‘ପାଟଣାଗଡ଼’। ଶେଷ ମୁହୂର୍ତ୍ତରେ ଓଡ଼ିଆ ଫିଲ୍ମ ‘ପାଟଣାଗଡ଼’କୁ ଫିଲ୍ମ ଫେଷ୍ଟିଭାଲରୁ...

ସଲମାନ୍‌ ଦୋଷମୁକ୍ତ

ଯୋଧପୁର,୧୮ା୬(ଆଇଏଏନ୍‌ଏସ୍‌): ଅଦାଲତରେ ମିଥ୍ୟା ସତ୍ୟପାଠ ଦାଖଲ ମାମଲାରେ ସ୍ଥାନୀୟ ଅଦାଲତ ସୋମବାର ଅଭିନେତା ସଲମାନ୍‌ ଖାନ୍‌ଙ୍କୁ ଦୋଷମୁକ୍ତ କରିଛନ୍ତି। ୨୦୦୬ରେ ରାଜସ୍ଥାନ ସରକାର ତାଙ୍କ ବିରୋଧରେ...

‘ଓଡ଼ିଶାରେ କାହାଣୀ, କବିତା ଭରି ରହିଛି’

ପ୍ରିୟା ମଲ୍ଲିକ। କେବଳ ସେ ଜଣେ କବିତା ବା କାହାଣୀକାର ନୁହନ୍ତି, ଅଭିନେତ୍ରୀ, ଟେଡ୍‌ଏକ୍ସ ସ୍ପିକର୍‌, ଶିକ୍ଷୟିତ୍ରୀ, ହାସ୍ୟକାର ଭାବେ ପରିଚିତ। ୩୪ବର୍ଷୀୟ ପ୍ରିୟା ଟିଭି...

Advertisement
Archives

Model This Week