ବଲିଉଡର ସବୁଠାରୁ ଲମ୍ବା ଚୁମ୍ବନ: ଏହି ଅଭିନେତ୍ରୀଙ୍କୁ ଦେଇଥିଲେ…

ବଲିଉଡରେ ସିରିଏଲ କିସର ଭାବରେ ଇମ୍ରାନ ହାସ୍‌ମି ବେଶ ଜଣାଶୁଣା । ସେ ଫିଲ୍ମ ‘ଫୁଟ୍‌ପାଥ’ରୁ ବଲିଉଡ ଇଣ୍ଡଷ୍ଟ୍ରିରେ ପ୍ରବେଶ କରିଥିଲେ। ପରେ ଇମ୍ରାନ ୨୦୦୪ ଫିଲ୍ମ ମର୍ଡରରୁ ଏକ ଭିନ୍ନ ପରିଚୟ ପାଇଥିଲେ। ପରେ ସେ ଅନେକ ହିଟ ଫିଲ୍ମ ଦର୍ଶକଙ୍କୁ ଭେଟି ଦେଇଛନ୍ତି। ଅଭିନୟ ପାଇଁ ସେ ୩ ଥର ଫିଲ୍ମଫେୟାର ପୁରସ୍କାର ପାଇଛନ୍ତି। ସେ ପ୍ରାୟ ୪୦ଟି ଫିଲ୍ମରେ ଅଭିନୟ କରିଛନ୍ତି।
ତାଙ୍କର ଅନେକ ଫିଲ୍ମ ହିଟ ପରେ, ଇମ୍ରାନ କେବେ ପଛକୁ ଚାହିଁ ନାହାନ୍ତି । ଆଜି ସେ ବଲିଉଡର ଏକ ଜଣାଶୁଣା ଚେହେରା। ଇମ୍ରାନଙ୍କର ଏପରି କୌଣସି ଫିଲ୍ମ ନାହିଁ ଯେଉଁଥିରେ ସେ ଅଭିନେତ୍ରୀଙ୍କୁ କିସ କରି ନାହାଁନ୍ତି। ତେଣୁ ସେ ବଲିଉଡରେ ‘ସିରିଏଲ କିସର’ ଭାବରେ ଜଣାଶୁଣା। ଇମ୍ରାନ ୨୦୧୨ ଚଳଚ୍ଚିତ୍ର ‘ରାଜ ୩’ ରେ ଦୀର୍ଘ ସମୟ ଚୁମ୍ବନ ଦେଇଥିଲେ ଅଭିନେତ୍ରୀ ବିପାଶା ବସୁଙ୍କୁ । ଏହା ଥିଲା ୨୦ ମିନିଟ୍‌ର । ଯାହା ବଲିଉଡର ସବୁଠାରୁ ଲମ୍ବା ଚୁମ୍ବନ ସିନ ଭାବେ ଏବେ ବି ଚର୍ଚ୍ଚାରେ ।


Enter your email to get our daily news in your inbox.

All Right Reserved By Dharitri.Com

IPL ଇତିହାସରେ ପ୍ରଥମଥର ପାଇଁ ଘଟିଲା ଏମିତି: ସବୁ ଦଳର ଖେଳାଳି…

ନୂଆଦିଲ୍ଲୀ,୨୭।୫: IPL 2026 ଲିଗ ମାର୍ଚ୍ଚ ୨୮ରେ ଆରମ୍ଭ ହୋଇଥିଲା। ଏହି ଟୁର୍ନାମେଣ୍ଟ ଏବେ ଏହାର ଦ୍ୱିତୀୟ ମାସ ସମାପ୍ତ ହେବାକୁ ଯାଉଛି। ଏହି ସିଜିନ ଏକ…

ତୈଳଦର ଅହେତୁକ ବୃଦ୍ଧି ନେଇ ବିଜୁ ଯୁବ ଛାତ୍ର ଜନତା ଦଳର ପ୍ରତିବାଦ

ପାଟଣାଗଡ଼,୨୭ା୫(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ ବିଜେଡି ଦଳ ପକ୍ଷରୁ ପେଟ୍ରୋଲ, ଡିଜେଲ ଓ ଅତ୍ୟାବଶ୍ୟକ ସାମଗ୍ରୀର ଅହେତୁକ ଦରବୃଦ୍ଧି କୁନେଇ ବୁଧବାର ସ୍ଥାନୀୟ ବିଜୁ ଯୁବ…

ରେଲେଓ଼୍ବ ଷ୍ଟେଶନରେ ମହଙ୍ଗା ହେଲା ଖାଦ୍ୟ; ଜାଣନ୍ତୁ କେଉଁ ଖାଦ୍ୟ କେତେ ବଢିଲା…

ନୂଆଦିଲ୍ଲୀ,୨୭।୫: ରେଳ ଷ୍ଟେସନରେ ମହଙ୍ଗା ହେଲା ଖାଦ୍ୟ; ନୂତନ ଦର ଜୁନ ୧ ରୁ ଲାଗୁ ହେବା ନେଇ ବଡ଼ ଘୋଷଣା। ଏହି ନୂତନ ସଂଶୋଧନ ପରେ,…

ସ୍କୁଟିରେ ଚାଲାଣ ହେଉଥିଲା ବ୍ରାଉନସୁଗାର, ମାଡ଼ି ବସିଲା ପୋଲିସ

ଧାମନଗର,୨୭ା୫(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଜିଲା ଧାମନଗର ଅଞ୍ଚଳରେ ଦିନକୁ ଦିନ ବ୍ରାଉନସୁଗାର ବା ନିଶା କାରବାର ବୃଦ୍ଧି ପାଉଥିବା ବେଳେ ଏହା ଉପରେ ଲଗାମ ଲଗାଇବାକୁ ପୋଲିସକୁ…

୮୦% ଭିନ୍ନକ୍ଷମ ସୁନୀଲଙ୍କୁ ମିଳୁନି ଭତ୍ତା: ପଚାରିବାରୁ ସରପଞ୍ଚଙ୍କ ଦେଲେ ଏଭଳି ମନ୍ତବ୍ୟ, କହିଲେ ମୋ ନିଜ ଭାଉଜଙ୍କର ମଧ୍ୟ…

ଥୁଆମୂଳ ରାମପୁର, ୨୭ା୫ (ଦୁର୍ଗା କୀର୍ତ୍ତି): ସରକାର ଗରିବ, ଅସହାୟ ଓ ଭିନ୍ନକ୍ଷମମାନଙ୍କ ସାମାଜିକ ସୁରକ୍ଷା ପାଇଁ କୋଟି କୋଟି ଟଙ୍କାର ଯୋଜନା ପ୍ରଣୟନ କରୁଥିବା ବେଳେ,…

ବାଇଜୁ ମାଲିକଙ୍କୁ ବଡ଼ ଝଟ୍‌କା: ୬ ମାସ ଜେଲ୍‌, ଏହାସହ…

ନୂଆଦିଲ୍ଲୀ,୨୭।୫: ଭାରତର ସବୁଠାରୁ ହାଇ-ପ୍ରୋଫାଇଲ ଷ୍ଟାର୍ଟଅପ ମଧ୍ୟରେ ଗଣିତ ଏଡଟେକ କମ୍ପାନୀ ବାଇଜୁର ପ୍ରତିଷ୍ଠାତା ବାଇଜୁ ରବିନ୍ଦ୍ରନ ଫସିଯାଇଛନ୍ତି। ସିଙ୍ଗାପୁରର ଏକ କୋର୍ଟରେ ରବିନ୍ଦ୍ରନଙ୍କୁ ଏକ ଗୁରୁତ୍ୱପୂର୍ଣ୍ଣ…

ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଯନ୍ତ୍ରୀ, ଟଙ୍କା ଜବତ କରି…

ସୁନ୍ଦରଗଡ଼,୨୭ା୫(ଜୟ ନାରାୟଣ ମେଣ୍ଡୁଳି): ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି କନିଷ୍ଠ ଯନ୍ତ୍ରୀ। ଜଣେ ଠିକାଦାରଙ୍କଠାରୁ ୫ ହଜାର ଟଙ୍କା ଲାଞ୍ଚ ନେଉଥିବାଥିବା ବେଳେ ଜିଲା ସ୍ବାସ୍ଥ୍ୟ…

ଜୁନ୍ ୧ରୁ ପ୍ରତି ମାସରେ ମହିଳାଙ୍କୁ ମିଳିବ ୩୦୦୦ ଟଙ୍କା ସହ ମାଗଣା ବସ୍ ଯାତ୍ରା; ଜାଣନ୍ତୁ କେମିତି କରିବେ ଆବେଦନ

କୋଲକାତା,୨୭।୫: ପଶ୍ଚିମବଙ୍ଗର ନବନିର୍ୱାଚିତ ସରକାର ରାଜ୍ୟର ମହିଳାମାନଙ୍କୁ ଆର୍ଥିକ ଭାବେ ସଶକ୍ତ କରିବା ପାଇଁ ସେମାନଙ୍କର ସବୁଠାରୁ ବଡ଼ ନିର୍ୱାଚନୀ ପ୍ରତିଶ୍ରୁତି ପୂରଣ କରିବାକୁ ଯାଉଛନ୍ତି। ରାଜ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri