ବଲିଉଡ୍‌ର ସିଙ୍ଗଲ୍‌ ମଦର୍‌

ଆଜି ସାରା ବିଶ୍ୱରେ ମାତୃ ଦିବସ ପାଳନ କରାଯାଉଛି। ପିଲାମାନଙ୍କୁ ଏକାକୀ ମା’ ଭାବରେ ବଞ୍ଚାଇବା ଏତେ ସହଜ ନୁହେଁ। ବଲିଉଡ୍‌ରେ ଅନେକ ସେଲିବ୍ରିଟି ଅଛନ୍ତି, ଯେଉଁମାନେ ସାହସ ଦେଖାଇ ଏକାକୀ ମା’ ହେବାକୁ ନିଷ୍ପତ୍ତି ନେଇଛନ୍ତି। ସେମାନେ ଅନେକ ମହିଳାଙ୍କ ପାଇଁ ଏକ ଆଦର୍ଶ ପାଲଟିଛନ୍ତି।

ଅଭିନେତ୍ରୀ ତଥା ପୂର୍ବତନ ମିସ୍‌ ୟୁନିଭର୍ସ ସୁସ୍ମିତା ସେନ୍‌ ୨୫ ବର୍ଷ ବୟସରେ ଏକାକୀ ମା’ ହେବାକୁ ନିଷ୍ପତ୍ତି ନେଇଥିଲେ। ୨୦୦୦ରେ ସେ ତାଙ୍କ ବଡ଼ ଝିଅ ରିନିଙ୍କୁ ଗ୍ରହଣ କରିଥିଲେ। ୧୦ ବର୍ଷ ପରେ, ସୁସ୍ମିତା ୩ ମାସର ଆଲିଶାଙ୍କୁ ଗ୍ରହଣ କରିଥିଲେ। ଆଜି ସୁସ୍ମିତା ଅନେକ ମା’ଙ୍କ ପାଇଁ ଏକ ଆଦର୍ଶ।

ସେହିପରି ଅଭିନେତ୍ରୀ କରିସ୍ମା କପୁର୨୦୦୩ରେ ପ୍ରତିଷ୍ଠିତ ବ୍ୟବସାୟୀ ସଞ୍ଜୟ କପୁରଙ୍କୁ ବିବାହ କରିଥିଲେ। ତେବେ ୨୦୧୬ରେ ଦୁହେଁ ଅଲଗା ହୋଇଥିଲେ। କରିସ୍ମା ତାଙ୍କର ଦୁଇ ପିଲା ସମାୟରା ଏବଂ କିୟାନ ରାଜ କପୁରଙ୍କୁ ଏକାକୀ ପାଳୁଛନ୍ତି।

ସେହିପରି ଅଭିନେତ୍ରୀ ଅମୃତା ସିଂ, ଏକତା କପୁର, କନିକା କପୁର, ପୂଜା ବେଦୀ ଏକାକୀ ପିଲାମାନଙ୍କୁ ଲାଳନପାଳନ କରୁଛନ୍ତି। ସେମାନେ ଅନ୍ୟ ମହିଳାମାନଙ୍କ ପାଇଁ ଆଦର୍ଶ ପାଲଟିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରିଲିଜ୍‌ ହେଲା ବହୁ ପ୍ରତୀକ୍ଷିତ ଫିଲ୍ମ‘ ଶମଶେରା’

ମୁମ୍ବାଇ: ବହୁ ପ୍ରତୀକ୍ଷିତ ଫିଲ୍ମ‘ ଶମଶେରା’ ଶୁକ୍ରବାର ରିଲିଜ୍‌ ହେଇଯାଇଛି। ଯାହାକୁ ଦେଖିବା ପାଇଁ ଦର୍ଶକ ଉତ୍ସାହର ସହ ଅପେକ୍ଷା କରିଥିଲେ। ବଲିଉଡ୍‌ ଅଭିନେତା ରଣବୀର...

ପୂଜାଙ୍କ ସ୍ଥାନ ନେଲେ ପରିଧି

ଦର୍ଶକଙ୍କୁ ମନୋରଞ୍ଜନ କରିବା ପାଇଁ ‘ଜଗତ୍‌ ଜନନୀ ମା’ ବୈଷ୍ଣୋ ଦେବୀ’ କାହାଣୀ ପୁଣିଥରେ ଛୋଟ ପରଦାକୁ ଫେରୁଛି। ଶୋ’ରେ ବୈଷ୍ଣୋ ଦେବୀ ଚରିତ୍ରରେ ବର୍ତ୍ତମାନ...

କିଛି ଟେନ୍‌ସନ୍‌ ଥିଲେ ଫ୍ଲାଇଟ୍‌ରେ ବୁଲନ୍ତି ଏହି ଅଭିନେତ୍ରୀ

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ତଥା ନାଗିନ୍‌ ଫେମ୍‌ ଅଦା ଖାଁ ଫିଲ୍ମ ଇଣ୍ଡଷ୍ଟ୍ରି ସହିତ କିଛି ବର୍ଷ ହେବ ଜଡ଼ିତ। ସେ କୁହନ୍ତି, କୌଣସି ପାର୍ଟିରେ...

ରଣବୀର କହିଥିଲେ ‘ମୋତେ ଗୋମାଂସ ଖାଇବା ପସନ୍ଦ’; ଏବେ ତେଜିଲା ବିବାଦ

ବମ୍ବେ: ରିଲିଜ ପୂର୍ବରୁ ଅଡୁଆରେ ‘ବ୍ରହ୍ମାସ୍ତ୍ର’। ଶୁକ୍ରବାର ଫିଲ୍ମ ବଡ଼ପରଦାକୁ ଆସିବାକୁ ଥିବା ବେଳେ ଏବେଠାରୁ ବିରୋଧ ତିବ୍ର ହେବାରେ ଲାଗିଛି। ଏହି କ୍ରମରେ ଅଭିନେତା...

ଏହି ଅଭିନେତ୍ରୀଙ୍କ ମୃତ୍ୟୁକୁ ନେଇ ଭବିଷ୍ୟବାଣୀ କରିଥିଲେ ଜ୍ୟୋତିଷ, ଯାହା କହିଥିଲେ ହୋଇଥିଲା ସତ

୧୯୯୯ ମସିହାରେ ମୁକ୍ତିଲାଭ କରିଥିବା ‘ସୂର୍ଯ୍ୟବଂଶମ’ ଫିଲ୍ମରେ ଅମିତାଭ ବଚ୍ଚନଙ୍କ ନାୟିକା ଭୂମିକାରେ ଅଭିନୟ କରିଥିବା ଅଭିନେତ୍ରୀ ସୌନ୍ଦର୍ଯ୍ୟାଙ୍କୁ ଦର୍ଶକ ଖୁବ ପସନ୍ଦ କରିଥିଲେ। ସୌନ୍ଦର୍ଯ୍ୟା...

ଅଭିନୟରେ ସଫଳ ରହିଥିବା ସଲମାନ୍‌ ପ୍ରେମରେ ସବୁବେଳେ ବିଫଳ

ମୁମ୍ବାଇ: ବଲିଉଡ୍‌ ସୁପରଷ୍ଟାର ସଲମାନ୍‌ ଖାଁଙ୍କର ଫିଲ୍ମ ଜୀବନ ପରି ବ୍ୟକ୍ତିଗତ ଜୀବନ ମଧ୍ୟ ରୋମାଞ୍ଚକର। ଜୀବନରେ ତାଙ୍କର ବହୁ ଅଭିନେତ୍ରୀଙ୍କ ସହିତ ପ୍ରେମ ସମ୍ପର୍କ...

ସୁସ୍ମିତା ସେନ୍‌ଙ୍କ ମୋଟ ସମ୍ପତ୍ତି କେତେ ଜାଣନ୍ତି

ବଲିଉଡ୍‌ ଅଭିନେତ୍ରୀ ସୁସ୍ମିତା ସେନ ଆଜିକାଲି ଚର୍ଚ୍ଚାରେ ଅଛନ୍ତି। ପ୍ରେମିକ ରୋହମାନ ଶଲଙ୍କ ସହ ଦୀର୍ଘ ଦିନର ସମ୍ପର୍କ ଶେଷ ହେବା ପରେ ସେ ତାଙ୍କ...

ସୋନୁ ସୁଦ୍‌ଙ୍କ ନାମରେ ଓ୍ବେଲ୍ଡିଂ ଦୋକାନ ଖୋଲିଲେ କେନ୍ଦ୍ରାପଡ଼ାର ଯୁବକ: ଅଭିନେତା କହିଲେ ଏପରି..

ଭୁବନେଶ୍ୱର,୧୬।୮: ବଲିଉଡ୍‌ ଅଭିନେତା ସୋନୁ ସୁଡଙ୍କ ନାମରେ ଓଡ଼ିଆ ଯୁବକ ଖୋଲିଲେ ଓ୍ବେଲ୍ଡିଂ ଦୋକାନ। ଶନିବାର ଦୋକାନ ସମ୍ମୁଖରେ ସ୍ବାଧୀନତା ଦିବସ ପାଳନ ଅବସରରେ ସେ...

Advertisement
Archives

Model This Week