ପୋଲିସ ସହ ବୋଲ୍‌ସୋନାରୋ ସମର୍ଥକଙ୍କ ସଂଘର୍ଷ

ରିଓ ଡି ଜେନେରୋ,୧୪।୧୨: ବ୍ରାଜିଲ ରାଜଧାନୀ ବ୍ରାସିଲିଆରେ ରାଷ୍ଟ୍ରପତି ଜୈର ବୋଲ୍‌ସୋନାରୋଙ୍କ ସମର୍ଥକ ଓ ପୋଲିସ ମଧ୍ୟରେ ସୋମବାର ସଂଘର୍ଷ ଘଟିଛି। ସମର୍ଥକମାନେ ଅନେକ ଗାଡ଼ି ପୋଡ଼ିଦେବା ସହ ସଂଘୀୟ ପୋଲିସ ମୁଖ୍ୟାଳୟରେ ପ୍ରବେଶ କରିବାକୁ ଉଦ୍ୟମ କରିଥିଲେ। ସଂଘର୍ଷର କାରଣ ସ୍ପଷ୍ଟ ହୋଇ ନାହିଁ। ଅକ୍ଟୋବର ୩୦ ନିର୍ବାଚନରେ ବୋଲ୍‌ସୋନାରୋ ତାଙ୍କ ପ୍ରତିଦ୍ୱନ୍ଦ୍ୱୀ ଡା ସିଲ୍‌ଭାଙ୍କଠାରୁ ହାରିଯାଇଥିଲେ। ତାଙ୍କ ସମର୍ଥକମାନେ ଏହି ପରାଜୟକୁ ଗ୍ରହଣ କରିବାକୁ ପ୍ରସ୍ତୁତ ନୁହନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅନୁଚ୍ଛେଦ ୩୭୦ ଥିଲା ଆତଙ୍କବାଦର ମୁଖ୍ୟ କାରଣ: ୟୁଏଇରେ କହିଲେ ମୋଦି

ଆବୁଧାବି, ୨୪।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୟୁଏଇ ଗସ୍ତ ସମୟରେ ଜମ୍ମୁ-କଶ୍ମୀରରୁ ଉଚ୍ଛେଦ ହୋଇଥିବ ଅନୁଚ୍ଛେଦ ୩୭୦ ଉପରେ ସୂଚନା ଦେଇଛନ୍ତି। ଏକ ସାକ୍ଷାତ୍‌କାରରେ ମୋଦି...

ସୁଏଜ୍‌ କେନାଲରେ ଟ୍ରାଫିକ୍‌ ଜାମ୍‌

କାଏରୋ,୨୬ା୩:ତିନୋଟି ଫୁଟ୍‌ବଲ ପଡ଼ିଆର ଆୟତନଠାରୁ ବଡ଼ ଆକୃତିର ଏକ ଜାହାଜ ସୁଏଜ୍‌ କେନାଲରେ ଅଚଳାବସ୍ଥା ସୃଷ୍ଟି କରିଛି। ଉକ୍ତ ମାଲବାହୀ ଜାହାଜ ଯୋଗୁ ସୁଏଜ୍‌ କେନାଲରେ...

ଛାତ୍ରୀଙ୍କୁ ସ୍କୁଲ ଆସିବା ମନା

ଇସ୍ତାନବୁଲ୍‌, ୧୮।୯: ଆଫଗାନିସ୍ତାନରେ ଶନିବାରଠାରୁ ଷଷ୍ଠରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା ଆରମ୍ଭ ହେବାକୁ ଯାଉଥିବା ବେଳେ କେବଳ ଛାତ୍ର ଏବଂ ପୁରୁଷ ଶିକ୍ଷକମାନଙ୍କୁ ସ୍କୁଲ...

ଆର୍ଜେଣ୍ଟିନା ଉପରାଷ୍ଟ୍ରପତିଙ୍କ ଉପରେ ମରଣାନ୍ତକ ଆକ୍ରମଣ ଯୋଜନା ପଣ୍ଡ

ବୁଏନୋସ୍‌ ଆଇରେସ୍‌,୨।୯: ଆର୍ଜେଣ୍ଟିନାର ଉପରାଷ୍ଟ୍ରପତି କ୍ରିଷ୍ଟିନା ଫର୍ଣ୍ଣାଡିଜ୍‌ଙ୍କ ଉପରେ ମରଣାନ୍ତକ ଆକ୍ରମଣ ଯୋଜନା ପଣ୍ଡ ହୋଇଛି। ଉପରାଷ୍ଟ୍ରପତିଙ୍କ ଘର ବାହାରେ ଜଣେ ବନ୍ଧୁକଧାରୀ ତାଙ୍କ ଉପରେ...

ତୃତୀୟ ବିଶ୍ୱଯୁଦ୍ଧର ପଦଧ୍ୱନୀ…

ମସ୍କୋ, ୨୬।୧ : ରୁଷିଆ ଏବଂ ୟୁକ୍ରେନ ସୀମାରେ ଅସ୍ତ୍ରଶସ୍ତ୍ର ସହିତ ସୈନ୍ୟସଂଖ୍ୟା ବଢ଼ିବା ସହିତ ୟୁରୋପରେ ଏକ ଭୟଙ୍କର ଯୁଦ୍ଧର ଆଶଙ୍କା ବୃଦ୍ଧି ପାଉଛି।...

ଖୁସି ଖବର: ଜୁନ୍‌ ୭ରୁ ୧୨ ବର୍ଷରୁ ଅଧିକ ପିଲାଙ୍କୁ ଦିଆଯିବ ଟିକା

ବର୍ଲିନ୍‌,୨୮।୫: ଦେଶ ତଥା ବିଶ୍ୱରେ କରୋନା ମହାମାରୀକୁ ଦୂର କରିବା ପାଇଁ ଦ୍ରୁତ ଗତିରେ ଟିକାକରଣ ଅଭିଯାନ ଚାଲିଛି। ଅଦ୍ୟାବଧି ବୟସ୍କ ଲୋକଙ୍କୁ କରୋନା ଟିକା...

ଇସ୍ତଫା ଦେଲେ ଜର୍ମାନୀର ନୌସେନା ମୁଖ୍ୟ

ବର୍ଲିନ,୨୩ ।୧: ଜର୍ମାନୀର ନୌସେନା ମୁଖ୍ୟ ଏଚିମ ଶୋୟନବାଖ ନିକଟରେ ଭାରତରେ ଏକ କାର୍ଯ୍ୟକ୍ରମରେ ନିଜ ଦେଶର ନୀତି ବିରୋଧରେ ଯାଇ ୟୁକ୍ରେନ ସଙ୍କଟ ଉପରେ...

ବିଶ୍ୱକୁ ଭାବପ୍ରବଣ ନିବେଦନ କଲେ ୟୁକ୍ରେନ ରାଷ୍ଟ୍ରପତି

କ୍ୱିଭ୍‌,୪।୪: ରୁଷିଆ ଆକ୍ରମଣରେ ୟୁକ୍ରେନ ଏବେ ଧ୍ୱଂସ ଆଡକୁ ଗତି କରୁଛି। ୟୁକ୍ରେନ ଅନେକ ସହର ନିଶ୍ଚିହ୍ନ ହୋଇପଡିଛି। ଏହି ସମୟରେ, ଗ୍ରାମୀ ପୁରସ୍କାର ସମାରୋହ...

Advertisement
Archives

Model This Week