ବ୍ରାଜିଲ ଫେରିବେ ବୋଲସୋନାରୋ, ଦେଲେ ସୂଚନା…

ବ୍ରାସିଲିଆ,୧୨।୨ : ବ୍ରାଜିଲର ପୂର୍ବତନ ରାଷ୍ଟ୍ରପତି ଜାୟର ବୋଲସୋନାରୋ କହିଛନ୍ତି ଯେ ଆସନ୍ତା ସପ୍ତାହରେ ସେ ବ୍ରାଜିଲକୁ ଫେରିବା ପାଇଁ ଚିନ୍ତା କରୁଛନ୍ତି। ଫ୍ଲୋରିଡାର ଏକ ଇଭାନେଜିକାଲ ଚର୍ଚ୍ଚରେ ଏକ ଇଭେଣ୍ଟରେ ଦିଆଯାଇଥିବା ଏହି ମନ୍ତବ୍ୟ ପ୍ରଥମ ଥର ପାଇଁ ବୋଲସୋନାରୋ ଘରକୁ ଫେରିବା ବିଷୟରେ ସର୍ବସାଧାରଣରେ ପ୍ରକାଶ କରିଥିଲେ।

ପୂର୍ବତନ ରାଷ୍ଟ୍ରପତି ଜାୟର ବୋଲସୋନାରୋ ଏବଂ ତାଙ୍କ ସମର୍ଥକମାନେ ବ୍ରାଜିଲରେ ରାଷ୍ଟ୍ରପତି ଭାବରେ ବାମପନ୍ଥୀ ନେତା ଲୁଇଜ ଇନାସିଓ ଲୁଲା ଡା ସିଲଭାଙ୍କ ନିଯୁକ୍ତିକୁ ଗ୍ରହଣ କରି ନ ଥିଲେ। ଏହା ପରେ ସେମାନେ ଦଙ୍ଗା ଆରମ୍ଭ କରି ସରକାରୀ ଭବନରେ ପହଞ୍ଚିଥିଲେ।

ଜାନୁଆରୀରେ ହୋଇଥିବା ଦଙ୍ଗା ପାଇଁ ପୂର୍ବତନ ରାଷ୍ଟ୍ରପତି ଜାୟର ବୋଲସୋନାରୋ ଅଭିଯୁକ୍ତ ବୋଲି ଜଣାପଡିଛି। ବର୍ତ୍ତମାନ ୬୭ ବର୍ଷିୟ ଜାୟେର ଆମେରିକାର ଫ୍ଲୋରିଡାର ଏକ ଛୋଟ ସହରରେ ବାସ କରୁଛନ୍ତି । ଏହି ଅଶାନ୍ତିରେ ସମ୍ପୃକ୍ତ ଥିବା ଅଭିଯୋଗରେ ତାଙ୍କ ବିରୋଧରେ ଯାଞ୍ଚ କରାଯାଉଛି। ଯାହାକୁ ସେ ଅସ୍ବୀକାର କରିଛନ୍ତି। ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ କାର୍ଯ୍ୟକାଳ ସମୟରେ ଏକ ରାଷ୍ଟ୍ରପତି ଭବନରେ ରହୁଥିବା ବୋଲସନାରୋ ବର୍ତ୍ତମାନ ଡିସ୍ନି ୱାଲର୍‌ଡ ରିସର୍ଟ ନିକଟରେ ଏକ ଛୋଟ ସମ୍ପ୍ରଦାୟରେ ସାଧାରଣ ଜୀବନଯାପନ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିବାଦ ପରେ ବି ନିଷ୍ପତ୍ତିରେ ଅଟଳ ସନରାଇଜର୍ସ! କାବ୍ୟା ମାରନ୍‌ଙ୍କ ଦଳରେ ଖେଳିବେ ପାକ୍ ସ୍ପିନର; ପିସିବି ଦେଲା…

ଲାହୋର,୩।୭: ପାକିସ୍ତାନ କ୍ରିକେଟ୍ ବୋର୍ଡ (PCB) ବିଭିନ୍ନ ଦେଶରେ ଆୟୋଜିତ ହେବାକୁ ଥିବା ଟି-୨୦ ଏବଂ ସର୍ଟ-ଫର୍ମାଟ୍ ଲିଗ୍‌ରେ ଖେଳିବା ପାଇଁ ନିଜର ଅନେକ ପ୍ରମୁଖ ଖେଳାଳିଙ୍କୁ…

ଏଟିଏମ୍ କାର୍ଡ ବଦଳାଇ ଅବସରପ୍ରାପ୍ତ ଶିକ୍ଷକଙ୍କଠାରୁ ଲୁଟ୍; ୯ ଥରରେ ଆକାଉଣ୍ଟରୁ କଟିଲା ଲକ୍ଷେରୁ ଅଧିକ ଟଙ୍କା, ସପିଙ୍ଗ୍ ମଧ୍ୟ…

ବୈଶିଙ୍ଗା,୩।୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡ଼ଦେଉଳିଆ ସ୍ଥିତ ଷ୍ଟେଟ୍ ବ୍ୟାଙ୍କ (SBI) ଏଟିଏମରେ ଜଣେ ଅବସରପ୍ରାପ୍ତ ଶିକ୍ଷକଙ୍କ ସହ ଏକ ଚାଞ୍ଚଲ୍ୟକର ଏଟିଏମ…

କେତନଙ୍କୁ ହତ୍ୟା କରିବା ପରେ ଅନୁତାପର ପ୍ରଶ୍ନ ନାହିଁ, ଗଣମାଧ୍ୟମକୁ ଅଶ୍ଳୀଳ ଇଙ୍ଗିତ କରି ଚର୍ଚ୍ଚାରେ ସିୟା…Video ଭାଇରାଲ ପରେ… 

ପୁଣେ,୩।୭: ପୁଣେର ପ୍ରସିଦ୍ଧ ବ୍ୟବସାୟୀ ବିଶାଲ ଅଗ୍ରୱାଲଙ୍କ ପୁଅ କେତନ ଅଗ୍ରୱାଲ ହତ୍ୟା ମାମଲାରେ ପ୍ରତିଦିନ ଏଭଳି ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସୁଛି, ଯାହା ସମାଜକୁ ସ୍ତବ୍ଧ…

ଦାଦନ ଖଟି ଯାଇଥିଲେ, ଫେରିଲା ମୃତଦେହ: ତେଲେଙ୍ଗାନାରେ ବିଦ୍ୟୁତ ଆଘାତରେ ଗଜପତିର ଶ୍ରମିକଙ୍କ ମୃତ୍ୟୁ

ପାରଳାଖେମୁଣ୍ଡି,୩।୭(ଗିରିଧାରୀ ପରିଛା): ଗଜପତି ଜିଲାରେ ଦାଦନ ଦୁଃଖର କରୁଣ ଚିତ୍ର ପୁଣି ସାମ୍ନାକୁ ଆସିଛି। ସ୍ଥାନୀୟ ଅଞ୍ଚଳରେ କାମର ଅଭାବ ଯୋଗୁ ଜୀବିକା ଅନ୍ୱେଷଣରେ ବାହାର ରାଜ୍ୟକୁ…

ଡାକ୍ତରଙ୍କ ଆନ୍ଦୋଳନ ଯୋଗୁ ରୋଗୀସେବା ବ୍ୟାହତ: ଦୁର୍ଘଟଣାରେ ଆହତଙ୍କୁ ଚିକିତ୍ସା ନ ମିଳିବାରୁ ବୁର୍ଲା ସ୍ଥାନାନ୍ତର

ବରଗଡ଼,୩।୭(ପ୍ରେମାନନ୍ଦ ଖମାରୀ)- ରାଜ୍ୟରେ ଡାକ୍ତରମାନଙ୍କ ବିଭିନ୍ନ ଦାବିକୁ ନେଇ ଚାଲିଥିବା ଆନ୍ଦୋଳନ ଯୋଗୁ ସାଧାରଣ ସ୍ୱାସ୍ଥ୍ୟସେବା ଗୁରୁତର ଭାବେ ପ୍ରଭାବିତ ହୋଇଛି। ଡାକ୍ତରଖାନା ଗୁଡ଼ିକରେ ରୋଗୀସେବା ତଥା…

୪୦ ବର୍ଷ ପରେ ନ୍ୟୁଜିଲାଣ୍ଡ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ, ଇଣ୍ଡୋନେସିଆରୁ ଅଷ୍ଟ୍ରେଲିଆ ଯାଏ ଦେଖିବାକୁ ମିଳିବ… 

ନୂଆଦିଲ୍ଲୀ,୩।୪: ବିଶ୍ୱର ବଦଳୁଥିବା ଭୂ-ରାଜନୈତିକ ସମୀକରଣ ମଧ୍ୟରେ ଭାରତ ନିଜର ବୈଦେଶିକ ନୀତି ଏବଂ ବାଣିଜ୍ୟିକ ସମ୍ପର୍କକୁ ଆହୁରି ସୁଦୃଢ଼ କରିବା ପାଇଁ ଏକ ବଡ଼ ପଦକ୍ଷେପ…

HRଙ୍କ ଗୋଟିଏ ଫୋନ୍‌ କଲ୍‌ରେ ଚାଲିଗଲା ଯୁବତୀଙ୍କର ସାଢ଼େ ୫ ବର୍ଷର ଚାକିରି, କହିଲେ ଭଗବାନଙ୍କ ନିର୍ଦ୍ଦେଶ ଯାହା…

ଦିଲ୍ଲୀର ଜଣେ ଆଇଟି ପ୍ରଫେଶନାଲଙ୍କ ଏକ ଭାବପ୍ରବଣ ଭିଡିଓ ସୋସିଆଲ ମିଡିଆରେ ତୀବ୍ର ବେଗରେ ଭାଇରାଲ ହେଉଛି। ଭିଡିଓରେ ଯୁବତୀ ଜଣକ କହୁଛନ୍ତି ସେ ଏଚ୍‌ଆରଙ୍କଠାରୁ ଏକ…

କମ୍ପାନୀରେ ସ୍ଥାନୀୟ ଲୋକଙ୍କୁ ନିଯୁକ୍ତି ଦେବା ପାଇଁ ବିଧାୟକଙ୍କ ସମୀକ୍ଷା, ମନମୁଖୀ କାର୍ଯ୍ୟ ନେଇ…

ଛତ୍ରପୁର,୩ା୭(ଦିଲ୍ଲୀପ ସାମଲ): ଛତ୍ରପୁର ଉପକଣ୍ଠରେ ଭାରତୀୟ ବିରଳ ମୃତ୍ତିକା ସଂରକ୍ଷଣ (ଆଇଆର୍‌ଇଏଲ୍‌) କମ୍ପାନୀରେ ସ୍ଥାନୀୟ ଅଞ୍ଚଳର ଦକ୍ଷତା ଭିତ୍ତିକଏବଂ ବେକାର ଯୁବତୀ/ଯୁବକଙ୍କୁ ନିଯୁକ୍ତି ଦେବା ସହିତ ଅନ୍ୟାନ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri