Posted inଖେଳ

ଆରସିବି ଜର୍ସି ପିନ୍ଧିଲେ ଉସେନ ବୋଲ୍ଟ

ନୂଆଦିଲ୍ଲୀ, ୭ା୪ : ବିରାଟ କୋହଲି ଓ ପୂରା ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି)ର ଦଳ ପ୍ରତି ସମର୍ଥନ ଜଣାଇଛନ୍ତି ବିଶ୍ୱର ଦ୍ରୁତତମ ଧାବକ ଉସେନ ବୋଲ୍ଟ। ପୂର୍ବତନ ଧାବକ ଆରସିବିର ଜର୍ସି ପିନ୍ଧିଥିବା ଏକ ଫଟୋ ଟୁଇଟରରେ ଶେୟାର କରିଛନ୍ତି। ଚ୍ୟାଲେଞ୍ଜର୍ସ ତୁମକୁ ଜଣାଇ ଦେଉଛି, ମୁଁ ଏବେ ମଧ୍ୟ ବିଶ୍ୱର ଦ୍ରୁତତମ ଧାବକ ବୋଲି ଲେଖିଛନ୍ତି କ୍ୟାପଶନରେ। ଏହାର ଜବାବରେ ଦେଇଛନ୍ତି ଏବି ଡି ଭିଲିୟର୍ସ। ସେ ଲେଖିଛନ୍ତି, ଆମେ ଜାଣିଛୁ ଅଧିକ ରନ୍‌ ଦରକାର ପଡ଼ିଲେ କାହାକୁ ଡାକିବୁ। ଗତ ସପ୍ତାହରେ କୋହଲିଙ୍କୁ ଏକ ରେସ୍‌ ପାଇଁ ଚ୍ୟାଲେଞ୍ଜ ଦେଇଥିଲେ ଦକ୍ଷିଣ ଆଫ୍ରିକୀୟ ଷ୍ଟାର ଡି ଭିଲିୟର୍ସ।

ଉଲ୍ଲେଖଯୋଗ୍ୟ, ବୋଲ୍ଟ ଓ କୋହଲି କ୍ରୀଡ଼ାଭିତ୍ତିକ ପୋଷାକ ପ୍ରସ୍ତୁତ କାରୀ ଅନ୍ୟତମ ବ୍ରାଣ୍ଡ ପୁମା ସହ ଜଡ଼ିତ ଅଛନ୍ତି। ଆଉ ଏହି ସ୍ପୋଟର୍‌ସଓ୍ବିଅର ବ୍ରାଣ୍ଡ ଏବେ ଆରସିବିର ଅଫିସିଆଲ କିଟ୍‌ ପାଟର୍ନର।


Enter your email to get our daily news in your inbox.

All Right Reserved By Dharitri.Com

ଗାଁରେ ମାଙ୍କଡ଼ ଆତଙ୍କ: ଦୁଇଜଣଙ୍କୁ ଗୋଡ଼ାଇ ଗୋଡ଼ାଇ ଆକ୍ରମଣ ପରେ…

ବଞ୍ଚୋ,୬ା୯(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ମୋଚିନ୍ଦା ଗ୍ରାମରେ ଏକ ବୁଲା ମାଙ୍କଡ଼ର ଉତ୍ପାତକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ଭୟ ଓ ଆତଙ୍କ ଦେଖାଦେଇଛି। ଗ୍ରାମ…

ପାଳନ ହେବ ଘୁମୁସର ଦିବସ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ପ୍ରଦାନ କରାଯିବ…

ଭଞ୍ଜନଗର,୬ା୯(ବାବୁଲା ପ୍ରଧାନ): ଘୁମୁସର ବିକାଶ ପରିଷଦର ଏକ ବୈଠକ ଭଞ୍ଜନଗରଠାରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ପରିଷଦର ବରିଷ୍ଠ କର୍ମକର୍ତ୍ତା ସୋମନାଥ ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଘୁମୁସର…

TVK ନେତାଙ୍କୁ ବୀଭତ୍ସ ହତ୍ୟା, କାର୍ଯ୍ୟାଳୟକୁ ଯାଉଥିବା ବେଳେ ହାଣିଦେଲେ

ଚେନ୍ନାଇ,୬।୯: ତାମିଲନାଡୁର ଚେନ୍ନାଇରେ ଜଣେ ବ୍ୟକ୍ତିଙ୍କୁ ବୀଭତ୍ସ ଭାବେ ହତ୍ୟା କରାଯାଇଛି । ମୃତକଙ୍କ ନାମ କନ୍ନନ ବୋଲି ଜଣାପଡ଼ିଛି। ସୂଚନା ଅନୁସାରେ, କନ୍ନନ ନିକଟରେ ଶାସକ…

ଦିଗପହଣ୍ଡି ଏନ୍ଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ହେଲେ ପ୍ରଦେଶ କଂଗ୍ରେସ କମିଟି ସାଧାରଣ ସମ୍ପାଦକ:  ଚାରିଆଡୁ ଛୁଟୁଛି ଶୁଭେତ୍ସାର ସୁଅ 

ଦିଗପହଣ୍ଡି,୬|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ପଣ୍ଡାଙ୍କୁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି(ପିସିସି)ର ସାଧାରଣ ସମ୍ପାଦକ ଭାବେ ନିଯୁକ୍ତ କରାଯାଇଥିବା ଜଣାପଡିଛି।…

ବଲାଙ୍ଗୀରରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି ନେଇ…

ବଲାଙ୍ଗୀର,୬ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଓକିଲ ସଂଘ ପକ୍ଷରୁ ରବିବାର ହାଇକୋର୍ଟ ଜ୍ୟୋତିଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ବଲାଙ୍ଗୀରଠାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା କରାଯିବାକୁ…

ଢେଙ୍କାନାଳ ଶକ୍ତି ସୁଗାର ନିକଟରେ ରାସ୍ତାରୁ ଖାଲକୁ ଖସିଲା ଚଳନ୍ତା ବସ୍‌: ୫୦ ଯାତ୍ରୀ…

ଢେଙ୍କାନାଳ, ୬।୯: ଢେଙ୍କାନାଳ ଶକ୍ତି ସୁଗାର ନିକଟରେ ରବିବାର ଏକ ଚଳନ୍ତା ଯାତ୍ରୀବାହୀ ବସ୍‌ ରାସ୍ତାରୁ ଖାଲକୁ ଖସିପଡ଼ିଥିବା ଜଣାପଡ଼ିଛି। ବସ୍‌ଟି କେନ୍ଦୁଝର ଜିଲାର ତେଲକୋଇରୁ ଭୁବନେଶ୍ୱର…

‘ଜମ୍ମୁ କଶ୍ମୀର-ଲଦାଖ ଆମର’: ନୂଆ UN ମାନଚିତ୍ର ପ୍ରତି ଭାରତର ପ୍ରତିକ୍ରିୟା ପାକିସ୍ତାନକୁ ବିଚଳିତ କରିବ

ନୂଆଦିଲ୍ଲୀ,୬।୯: ଭାରତ ଜାତିସଂଘ ବା UN ସାଧାରଣ ସଭାର ପ୍ରସ୍ତାବ ସମ୍ପର୍କରେ ଏକ ବିବୃତ୍ତି ଜାରି କରିଛି ଯାହା ଶୀର୍ଷକ ‘ମାନଚିତ୍ର ସଂଶୋଧନ କରନ୍ତୁ’। ବୈଦେଶିକ ମନ୍ତ୍ରଣାଳୟର…

ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସାମ୍ନାରେ ଦାଦାଗିରି, ୨ ଯୁବକ ରଡ୍‌-ଟାଙ୍ଗିଆ ଧରି ଖେଳାଇଥିଲେ ଆତଙ୍କ, ଆଜି…

ବଲାଙ୍ଗୀର,୬ା୯(ସୁନିଲ ମହାନ୍ତି): ବଲାଙ୍ଗୀର ରାଜେନ୍ଦ୍ର ବିଶ୍ବବିଦ୍ୟାଳୟ ଗେଟ୍‌ ସମ୍ମୁଖରେ କିଛିଦିନ ତଳେ ଗୁଣ୍ଡାଗର୍ଦ୍ଦି ଘଟଣାରେ ପୋଲିସ ଦୁଇଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଦୁଇ ଅଭିଯୁକ୍ତ ହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri