ଭୁବନେଶ୍ୱର,୩୦।୫: ବ୍ୟାଙ୍କ ଅଫ୍ ମହାରାଷ୍ଟ୍ର (ବିଓଏମ୍) କ୍ରମାଗତ ଭାବେ ଅଣକାର୍ଯ୍ୟକାରୀ ସମ୍ପତ୍ତି ପରିଚାଳନା କ୍ଷେତ୍ରରେ ସର୍ବୋତ୍ତମ ସ୍ଥାନ ହାସଲ କରିଛି, ଏପରିକି ୨୦୨୨-୨୩ ଆର୍ଥିକ ବର୍ଷରେ ବ୍ୟାଙ୍କର ଏନ୍ପିଏ ୦.୨୫% ହ୍ରାସ ପାଇବା ସହ ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡିକ ମଧ୍ୟରେ ବିଓଏମ୍ ଶ୍ରେଷ୍ଠ ପ୍ରଦର୍ଶନକାରୀ ବ୍ୟାଙ୍କ ଭାବେ ପରିଗଣିତ ହୋଇଛି। ସେହିଭଳି ବ୍ୟାଙ୍କ ପକ୍ଷରୁ ପ୍ରକାଶିତ ବାର୍ଷିକ ସଂଖ୍ୟା ଅନୁଯାୟୀ କେବଳ ରାଷ୍ଟ୍ରାୟତ୍ତ ବ୍ୟାଙ୍କ ନୁହେଁ, ୩ ଲକ୍ଷ କୋଟି ଟଙ୍କାରୁ ଅଧିକ ଥିବା ସମସ୍ତ ବ୍ୟାଙ୍କ ମଧ୍ୟରେ ବିଓଏମ ସର୍ବନିମ୍ନ ଅନୁପାତ ଅଟେ। ବିଶେଷ କରି ବିଓଏମ୍ର ପ୍ରୋଭିଜନ କଭରେଜ ଅନୁପାତ ୯୮.୨୮% ରହିଛି। ଫଳରେ ବ୍ୟାଙ୍କର ପୁଞ୍ଜି ସ୍ବଚ୍ଛଳତା ହାର ୧୮.୧୪% ରହିଥିବା ବେଳେ ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡିକ ମଧ୍ୟରେ ବିଓଏମ ସର୍ବାଧିକ ସ୍ତରରେ ରହିଛି। ଅପରପକ୍ଷରେ ବ୍ୟାଙ୍କ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ, ଋଣ ଅଭିବୃଦ୍ଧି ଦୃଷ୍ଟିରୁ ବାର୍ଷିକ ୨୯.୪୯% ବୃଦ୍ଧି ରେକର୍ଡ କରି ବ୍ୟବସାୟିକ ବ୍ୟାଙ୍କଗୁଡିକ ମଧ୍ୟରେ ବିଓଏମ ଶୀର୍ଷ ସ୍ଥାନ ବଜାୟ ରଖିଛି। ଏପରିକି ସ୍ବଳ୍ପ ମୂଲ୍ୟର ସଞ୍ଚୟ ଆକାଉଣ୍ଟ ଏବଂ ଚଳନ୍ତି ଆକାଉଣ୍ଟ (କାସା) କ୍ଷେତ୍ରରେ ମଧ୍ୟ ବିଓଏମ ୫୩.୩୮% ଅଭିବୃଦ୍ଧି ସହିତ ଶୀର୍ଷରେ ରହିଛି।
ନିଜର ଚମତ୍କାରୀ ବ୍ୟାଟ୍କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍…
ନୂଆଦିଲ୍ଲୀ,୯।୪: ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…
୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…
ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…
ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ
ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…
ଅପେକ୍ଷାର ଅନ୍ତ! ରୟାଲ ଏନ୍ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍ ବାଇକ୍, ଜବରଦସ୍ତ ଫିଚର ସହ ମୂଲ୍ୟ…
ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…
ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!
ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…
ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍
କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…
କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…
ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…
‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ
ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…
Archives

