ଦମ୍ପତିଙ୍କ ଉପରକୁ ବୋମାମାଡ଼

ବ୍ରହ୍ମପୁର,୮ା୨(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ବଡ଼ବଜାର ଥାନା ଅଧୀନ ଆସିକା ରୋଡ଼ ଶ୍ରୀରାମନଗର ନିକଟସ୍ଥ ଜଗନ୍ନାଥ ବିହାର ଚତୁର୍ଥ ଲାଇନ୍‌ରେ ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ବୋମାମାଡ଼ ହୋଇଛି। ଗୋଟିଏ ବାଇକ୍‌ରେ ୨ ଯୁବକ ଆସି ବୋମା ଫିଙ୍ଗିଥିଲେ। ଫଳରେ ରଇତ ମାଝି ନାମକ ଜଣେ ବ୍ୟକ୍ତି ଆହତ ହୋଇଛନ୍ତି।

ରଇତ ଓ ତାଙ୍କ ସ୍ତ୍ରୀ ଘର ବାହାରେ ଛିଡ଼ା ହୋଇଥିବା ବେଳେ ୨ ଦୁର୍ବୃତ୍ତ ଏକ ବୋମା ଫିଙ୍ଗି ଚମ୍ପଟ ମାରିଥିଲେ। ଏ ନେଇ ଥାନାରେ ଅଭିଯୋଗ ପରେ ପୋଲିସ ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

କୁକୁର, ଗାଈ ନେଇ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ଚିଠି

ଭୁବନେଶ୍ୱର,୧୦।୧୨: ସବୁ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ଉଚ୍ଚଶିକ୍ଷା ବିଭାଗର ଚିଠି। କୁକୁର, ଗାଈ କଲେଜରେ ପ୍ରବେଶ ରୋକିବା ପାଇଁ ପଦକ୍ଷେପ ନେବାକୁ ଚିଠି ହୋଇଛି। କଲେଜରେ...

ଭାରତୀୟ ଚାଉଳ ଉପରେ ଟାରିଫ୍‌ ଲଗାଇବାକୁ ଟ୍ରମ୍ପ୍‌ଙ୍କ ଧମକ

ଓ୍ବାଶିଂଟନ୍‌,୧୦ା୧୨:ଭାରତ ସମେତ ବିଭିନ୍ନ ଦେଶରୁ ରପ୍ତାନି ହେଉଥିବା ଚାଉଳ ଉପରେ ଅତିରିକ୍ତ ଟାରିଫ୍‌ ଲଗାଇବା ପାଇଁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଧମକ ଦେଇଛନ୍ତି। ଭାରତ...

ଦର୍ଶକଙ୍କୁ ମୁହଁରେ ବାଜିଲା ପାଣ୍ଡ୍ୟାଙ୍କ ବଲ୍‌: ଆଉ ତା’ପରେ ଘଟିଗଲା…

କଟକ,୧୦।୧୨: କଟକରେ ଖେଳାଯାଇଥିବା ଦକ୍ଷିଣ ଆଫ୍ରିକା ବିପକ୍ଷ ଟି୨୦ କ୍ରିକେଟ ମ୍ୟାଚ୍‌ରେ ଭାରତ ୧୦୧ ରନ୍‌ରେ ଦମ୍‌ଦାର ବିଜୟ ହାସଲ କରିଛି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବିସ୍ଫୋରକ...

ମୁଖ୍ୟମନ୍ତ୍ରୀ ମୋନ ମାଝୀଙ୍କ ପାଇଁ ଏମିତି କହିଦେଲେ ସୂର୍ଯ୍ୟକୁମାର: ବଢୁଛି ଚର୍ଚ୍ଚା

କଟକ,୧୦।୧୨: ଐତିହାସିକ ବାରବାଟୀ ଷ୍ଟାଡିୟମରେ ମଙ୍ଗଳବାର ଅନୁଷ୍ଠିତ ଦକ୍ଷିଣ ଆଫ୍ରିକା ବିପକ୍ଷ ଟି୨୦ କ୍ରିକେଟ ମ୍ୟାଚ୍‌ରେ ଭାରତ ୧୦୧ ରନ୍‌ରେ ଦମ୍‌ଦାର ବିଜୟ ହାସଲ କରିଛି।...

ବନ୍ଦ ଘରୁ ମିଳିଲା ଇଲେଟ୍ରିସିଆନଙ୍କ ଝୁଲନ୍ତା ମୃତଦେହ: ପୋଲିସ ପହଞ୍ଚି…

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଲୋୟର ସୁକତେଲ ମାଗୁର ବେଡ଼ା କଲୋନୀଠାରେ ଏକ ବନ୍ଦଘରେ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି l ଯୁବକ...

ଭୟରେ ଗାଁ ଛାଡ଼ୁଥିଲେ ଲୋକେ: ଶେଷରେ ମିଳିଲା କଟାମୁଣ୍ଡ

ମାଲକାନଗିରି,୧୦।୧୨(ଦୁର୍ଯ୍ୟୋଧନ ପାତ୍ର): ଶେଷରେ ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ। କନ୍ୟା ଆଶ୍ରମ ନିକଟ ପୋଟେରୁ ନଦୀକୂଳରୁ ମିଳିଲା କଟାମୁଣ୍ଡ। ୪ ତାରିଖରେ ମୁଣ୍ଡବିହୀନ ମୃତଦେହ ଉଦ୍ଧାର...

ରାଜଧାନୀ ଏକ୍ସପ୍ରେସରେ ଅଜଣା ପାର୍ସଲ: ଆତଙ୍କ ଖେଳାଉଛି…

ଭୁବନେଶ୍ୱର,୧୦।୧୨: ଅଜଣା ପାର୍ସଲକୁ ନେଇ ରାଜଧାନୀ ଏକ୍ସପ୍ରେସରେ ଆତଙ୍କ ଖେଳିଯାଇଛି। ଦିଲ୍ଲୀରୁ ଭୁବନେଶ୍ୱର ଆସୁଥିବା ରାଜଧାନୀ ଏକ୍ସପ୍ରେସରେ ଲୋକେ ଭୟଭୀତ। ଝାଡ଼ଖଣ୍ଡରେ RPF ପକ୍ଷରୁ ତନାଘନା...

ଅପଦସ୍ତ ହେଲେ ନିଶା ମହାରଣା: ପେଣ୍ଡାଲ ଉପରକୁ ଚେୟାର ଫୋପାଡିଲେ ଦର୍ଶକ

ଲକ୍ଷ୍ମୀପୁର,୧୦।୧୨(ଅନନ୍ତ ପ୍ରସାଦ ନାୟକ): ପୁଣି ବିବାଦୀୟ ଯାତ୍ରୀ କଳାକାର ନିଶା ମହାରଣାଙ୍କ ପାଇଁ ସୃଷ୍ଟି ହୋଇଛି ଉତ୍ତେଜନା। କୋରାପୁଟ ଲକ୍ଷ୍ମୀପୁରରେ ଅନୁଷ୍ଠିତ ହେଉଥିବା ଅଷ୍ଟଶମ୍ଭୁ ଅପେରାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri