ଦମ୍ପତିଙ୍କ ଉପରକୁ ବୋମାମାଡ଼

ବ୍ରହ୍ମପୁର,୮ା୨(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ବଡ଼ବଜାର ଥାନା ଅଧୀନ ଆସିକା ରୋଡ଼ ଶ୍ରୀରାମନଗର ନିକଟସ୍ଥ ଜଗନ୍ନାଥ ବିହାର ଚତୁର୍ଥ ଲାଇନ୍‌ରେ ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ବୋମାମାଡ଼ ହୋଇଛି। ଗୋଟିଏ ବାଇକ୍‌ରେ ୨ ଯୁବକ ଆସି ବୋମା ଫିଙ୍ଗିଥିଲେ। ଫଳରେ ରଇତ ମାଝି ନାମକ ଜଣେ ବ୍ୟକ୍ତି ଆହତ ହୋଇଛନ୍ତି।

ରଇତ ଓ ତାଙ୍କ ସ୍ତ୍ରୀ ଘର ବାହାରେ ଛିଡ଼ା ହୋଇଥିବା ବେଳେ ୨ ଦୁର୍ବୃତ୍ତ ଏକ ବୋମା ଫିଙ୍ଗି ଚମ୍ପଟ ମାରିଥିଲେ। ଏ ନେଇ ଥାନାରେ ଅଭିଯୋଗ ପରେ ପୋଲିସ ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅବସର ଘୋଷଣା କଲେ ନେମାର, ଫିଫା ବିଶ୍ୱକପ୍‌ରେ ବ୍ରାଜିଲର ଅଶ୍ରୁଳ ବିଦାୟ ପରେ…

ବ୍ରାସିଲିଆ,୬ା୭: ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ନେଇଛନ୍ତି ବ୍ରାଜିଲର ଷ୍ଟାର୍‌ ଖେଳାଳି ନେମାର। ଫିଫା ବିଶ୍ୱକପ୍‌ରେ ବ୍ରାଜିଲର ଅଶ୍ରୁଳ ବିଦାୟ ପରେ ନେମାର ଏହି ଅବସର ଘୋଷଣା କରିଛନ୍ତି।…

ଚାକିରିରୁ ରିଜାଇନ ଦେଲେ ଭୁବନେଶ୍ୱର ଡିସିପି, କହିଲେ ଏହି କାରଣରୁ…

ଭୁବନେଶ୍ୱର,୬ା୭: ଭୁବନେଶ୍ୱର ଡିସିପି ଜଗମୋହନ ମୀନା ଚାକିରିରୁ ରିଜାଇନ ଦେଇଛନ୍ତି। ବ୍ୟକ୍ତିଗତ କାରଣରୁ ସେ ଚାକିରି ଛାଡ଼ିଦେଇଥିବା କହିଛନ୍ତି। ଡିସିପି ଜଗମୋହନ ୨୦୧୩ ବ୍ୟାଚ୍‌ର ଆଇପିଏସ୍‌ ଅଫିସର…

ସକାଳୁ ସକାଳୁ ଚମ୍ପୁଆରେ ଏନ୍‌କାଉଣ୍ଟର, ଅପରାଧୀଙ୍କ ନାମରେ ରହିଛି…

କେନ୍ଦୁଝର,୬ା୭(ନରେଶ ଚନ୍ଦ୍ର ପଟ୍ଟନାୟକ) କେନ୍ଦୁଝର ପୋଲିସ ସୋମବାର ଚମ୍ପୁଆ ଥାନା ଅନ୍ତର୍ଗତ ପତଳା ଜଙ୍ଗଲରେ ଜଣେ ଅପରାଧୀଙ୍କୁ ଏନ୍‌କାଉଣ୍ଟର କରିଥିବା ଜଣା ପଡ଼ିଛି। ସେ ଆହତ ହୋଇ…

ଭାରତର ଏକତା ଓ ପ୍ରଗତି ପାଇଁ ସମର୍ପିତ ଏକ ଜୀବନ

ରାଷ୍ଟ୍ରବାଦ ଓ ନିଃସ୍ବାର୍ଥ ସେବାର ଆଦର୍ଶରେ ବିଶ୍ୱାସ କରୁଥିବା ଅଗଣିତ ଲୋକଙ୍କ ପାଇଁ ଆଜିର ଦିନ, ୬ ଜୁଲାଇର ବିଶେଷ ମହତ୍ତ୍ୱ ରହିଛି। ଆମେ ଡକ୍ଟର ଶ୍ୟାମା…

ସାରା ରାଜ୍ୟରେ ବର୍ଷା ବିତ୍ପାତ: ବଦଳିଗଲା ସ୍ମାର୍ଟସିଟି ଭୁବନେଶ୍ୱରର ଚିତ୍ର, ଜୀବନଯାତ୍ରା…

ଭୁବନେଶ୍ୱର,୬ା୭(ବନ୍ଦନା ସେଠୀ): ରାଜ୍ୟରେ ଲଘୁଚାପଜନିତ ମୌସୁମୀ ବର୍ଷା ସାଧାରଣ ଜୀବନଯାତ୍ରାକୁ ଗୁରୁତର ପ୍ରଭାବିତ କରିଛି। ତିନିଦିନର ଲଗାଣ ବର୍ଷାରେ ବିଭିନ୍ନ ଜିଲାରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ବହୁ…

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri