କାର୍‌ରେ ଖଞ୍ଜା ଯାଇଥିଲା ବୋମା: ଥାନା ନିକଟରେ ଚାଲିଗଲା ପୋଲିସ ଅଧିକାରୀଙ୍କ ସମେତ ୩ ଜଣଙ୍କ ଜୀବନ, ୯ ଆହତ

ବୋଗଟା,୨୩ା୬: କଲମ୍ବିଆର ଟାମିନଙ୍ଗାସରେ କାର୍‌ ବୋମା ବିସ୍ଫୋରଣରେ ୩ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୯ ଜଣ ଆହତ ହୋଇଛନ୍ତି। ଏକ ବିବୃତ୍ତିରେ ନାରିନୋର ରାଜ୍ୟପାଳ ଲୁଇସ ଆଲଫୋନ୍‌ସୋ ଏସ୍କୋବର କହିଛନ୍ତି ଯେ, ପୋଲିସ ଅଧିକାରୀଙ୍କ ସମେତ ଦୁଇ ସାଧାରଣ ନାଗରିକ ଏବଂ ଜଣେ ଯୁବକଙ୍କ ପ୍ରାଣହାନି ଘଟିଛି। ଖାଲି ଏତିକି ନୁହେଁ ଏହି ବିସ୍ଫୋରଣରେ ନିକଟରେ ଥିବା ଅନେକ ଘର ଏବଂ ଯାନବାହନ ମଧ୍ୟ କ୍ଷତିଗ୍ରସ୍ତ ହୋଇଛି।

କଲମ୍ବିଆର ଥାନା ନିକଟରେ କାର୍‌ରେ ବୋମା ଖଞ୍ଜା ଯାଇଥିଲା। ରାଷ୍ଟ୍ରପତି ଗୁସ୍ତାଭୋ ପେଟ୍ରୋ ତାଙ୍କ ସୋସିଆଲ ମିଡିଆ ‘ଏକ୍ସ’ରେ ପୋଷ୍ଟ କରି ସମବେଦନା ଜଣାଇବା ସହ ଅପରାଧୀଙ୍କୁ ଚେତାବନୀ ଦେଇଛନ୍ତି ଯେ, ଯେଉଁମାନେ ଶାନ୍ତି ପରିବର୍ତ୍ତେ ଯୁଦ୍ଧର ରାସ୍ତା ବାଛନ୍ତି ସେମାନେ ଆଇନର ସମ୍ପୂର୍ଣ୍ଣ ଭାରର ସମ୍ମୁଖୀନ ହେବେ।

ସୂଚନାଯୋଗ୍ୟ, ଗତବର୍ଷ ବିଭିନ୍ନ ହତ୍ୟା ବ୍ୟତୀତ ସ୍ଥାନୀୟ ବାସିନ୍ଦାଙ୍କୁ ଶାନ୍ତି ଦେବା ପାଇଁ ସୁରକ୍ଷାକୁ ବ୍ୟବସ୍ଥାକୁ ଦୃଢ଼ କରିବା ପାଇଁ ଘୋଷଣା କରାଯାଇଥିଲେ ମଧ୍ୟ ଅଶାନ୍ତି ବଢ଼ି ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

କାର୍ଯ୍ୟକାରୀ ହେଲା ନିର୍ଦ୍ଦେଶ: ଆର୍ଯ୍ୟପଲ୍ଲୀ ତଟବର୍ତ୍ତୀ ଅଞ୍ଚଳରେ ଚାଲିଛି ପଥର ପ୍ୟାକିଂ କାର୍ଯ୍ୟ

ଛତ୍ରପୁର,୨୦ା୮(ଦିଲ୍ଲୀପ ସାମଲ): ଦିନକୁ ଦିନ ବଙ୍ଗୋପସାଗର ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ କୂଳ ଲଙ୍ଘି ଚାଲିଛି। ଏନେଇ ଆର୍ଯ୍ୟପଲ୍ଲୀ ପଞ୍ଚାୟତର ସମସ୍ତ ଗାଁ ବିପଦରେ ଥିବାବେଳେ ଲୋକେ…

ପୂର୍ବତନ ବିଧାୟକଙ୍କୁ କାମୁଡ଼ିଲା ସାପ, ବନ୍ୟା ସ୍ଥିତି ସମୀକ୍ଷା ପାଇଁ ଯାଇ…

ରାଜନଗର,୨୦।୮: ରାଜନଗରର ପୂର୍ବତନ ବିଧାୟକଙ୍କୁ କାମୁଡ଼ିଦେଲା ସାପ । ବନ୍ୟାଞ୍ଚଳ ସ୍ଥିତି ସମୀକ୍ଷା ପାଇଁ ଯାଇଥିବା ବେଳେ ଅଂଶୁମାନ ମହାନ୍ତିଙ୍କୁ ସାପ କାମୁଡ଼ି ଦେଇଥିବା ଜଣାପଡିଛି ।…

ବନ୍ୟାସ୍ରୋତରେ ଭାସିଗଲେ ଯୁବକ, ବହୁ ସମୟ ଧରି ଖୋଜାଖୋଜି ପରେ ବି…

ପଟ୍ଟାମୁଣ୍ଡାଇ,୨୦ା୮(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅନ୍ତର୍ଗତ ପେଣ୍ଠପାଳ ପଞ୍ଚାୟତ ନାହିଆ ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଯାଇଛି। ବନ୍ୟାପାଣିର ପ୍ରବଳ ସ୍ରୋତରେ ଭାସିଯାଇ…

ବଲାଙ୍ଗୀରରେ ଚାଞ୍ଚଲ୍ୟ; ଯୁବକଙ୍କ ମୁଣ୍ଡ କାଟି ପୋଖରୀରେ ଫିଙ୍ଗିଦେଲେ

ବଲାଙ୍ଗୀର,୨୦।୮( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଦେଓଗାଁ ଥାନା ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବଗଡା ଗ୍ରାମ ସ୍କୁଲ ନିକଟରେ ଏକ ପୋଖରୀରୁ…

କଂଗ୍ରେସ ଦଳ ବୈଠକରେ କର୍ମୀଙ୍କ ପ୍ରଶ୍ନରେ ବିଧାୟକ ଘାଇଲା, ନିର୍ବାଚନ ପୂର୍ବରୁ ଦେଇଥିବା ପ୍ରତିଶ୍ରୁତି ପାଳନ ନ କରି…

ଦାରିଙ୍ଗବାଡ଼ି,୨୦ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଜି. ଉଦୟଗିରି ନିର୍ବାଚନ ମଣ୍ଡଳୀର କଂଗ୍ରେସ ବିଧାୟକ ପ୍ରଫୁଲ ପ୍ରଧାନ ବୁଧବାର ବ୍ରାହ୍ମଣୀଗାଁ ଗସ୍ତରେ ଯାଇଥିଲେ। ସେଠାରେ ବିଧାୟକଙ୍କୁ କିଛି କର୍ମୀ…

ମେଣ୍ଢା ଫାର୍ମଠାରେ ୩୦ ଟିକିଆ ହାତୀପଲ: ଲୋକେ ଆତଙ୍କିତ

ବଲାଙ୍ଗିର,୨୦।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା ସଇଁତଳା ରେଞ୍ଜ ଅନ୍ତର୍ଗତ ଦେଓଗାଁ ବଙ୍ଗଳା ମେଣ୍ଢା ଫାର୍ମଠାରେ ଗତରାତିରୁ ୩୦ ଟିକିଆ ହାତୀପଲ ଆସି ଅଛନ୍ତି। ଦେଓଗାଁ ଅଞ୍ଚଳର…

ପଞ୍ଚାୟତିରାଜ ବ୍ୟବସ୍ଥାକୁ ଶକ୍ତିଶାଳୀ କରିବାରେ ରାଜୀବଙ୍କ ଅବଦାନ ଅତୁଳନୀୟ

ଦିଗପହଣ୍ଡି,୨୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ନଗର କଂଗ୍ରେସ କମିଟି ପକ୍ଷରୁ ଗୁରୁବାର ସ୍ଥାନୀୟ ଯୁବ କଂଗ୍ରେସ କାର୍ଯ୍ୟାଳୟ ପରିସରରେ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ…

୧୯୮୪ ଶିଖ ବିରୋଧୀ ଦଙ୍ଗାରେ ଦୋଷୀ ସାବ୍ୟସ୍ତ ପୂର୍ବତନ କଂଗ୍ରେସ ସାଂସଦ ସଜ୍ଜନ କୁମାରଙ୍କ ଦେହାନ୍ତ, ଆଜୀବନ ସଜା କାଟୁଥିଲେ…

ନୂଆଦିଲ୍ଲୀ,୨୦।୮: ଗୁରୁବାର ପୂର୍ବତନ କଂଗ୍ରେସ ସାଂସଦ ସଜ୍ଜନ କୁମାରଙ୍କ ଦେହାନ୍ତ ହୋଇଛି। ରିପୋର୍ଟ ଅନୁଯାୟୀ ୮୦ ବର୍ଷୀୟ ପୂର୍ବତନ କଂଗ୍ରେସ ନେତାଙ୍କୁ ସଫଦରଜଙ୍ଗ ହସ୍ପିଟାଲରେ ଡାକ୍ତର ମୃତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri