ପୋଲିସ ଗାଡି ଉପରକୁ ବୋମା ମାଡ: ୮ ପୋଲିସକର୍ମୀ ମୃତ୍ୟୁ

ବାଗଦାଦ,୧୮।୧୨: ଇରାକ ରାଜଧାନୀ ବାଗଦାଦଠାରୁ ପ୍ରାୟ ୨୩୮ କିଲୋମିଟର ଦୂର ତୈଳ ସମୃଦ୍ଧ କିରକୁକ ସହରରେ ଫେଡେରାଲ ପୋଲିସ କର୍ମଚାରୀଙ୍କ ଏକ ଗାଡି ଉପରକୁ ବୋମା ମାଡ କରାଯାଇଛି। ଏଥିରେ ଅତିକମରେ ଆଠ ଜଣ ପୋଲିସକର୍ମୀଙ୍କ ମୃତ୍ୟୁ ଘଟିଥିବାବେବେଳେ ଦୁଇଜଣ ପୋଲିସ ଗୁରୁତର ଆହତ ହୋଇଥିବା ପ୍ରତିରକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ସୂତ୍ରରୁ ପ୍ରକାଶ ଯେ, କିରକୁକ ଠାରୁ ପ୍ରାୟ ୩୦ କିଲୋମିଟର ଦକ୍ଷିଣ-ପଶ୍ଚିମ ଦିଗରେ ଅବସ୍ଥିତ ସଫ୍ରା ଗାଁ ନିକଟରେ ପୋଲିସ ଗାଡି ଉପରକୁ ବୋମା ମାଡ କରାଯାଇଥିଲା।
ଆଇଏସ ଆତଙ୍କବାଦୀମାନେ ଏହି ଅଞ୍ଚଳରେ ସକ୍ରିୟ ଅଛନ୍ତି। ତେବେ ଏହି ଆକ୍ରମଣ ପାଇଁ ଏପର୍ଯ୍ୟନ୍ତ କେହି ନିଜକୁ ଦାୟୀ ବୋଲି ଦାବି କରିନାହାଁନ୍ତି। ଡିସେମ୍ବର ୨୦୧୭ରେ, ଆଇଏସ ଏହି ଅଞ୍ଚଳ ଉପରେ ବିଜୟ ଘୋଷଣା କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଥରହର… ୭.୧ ତୀବ୍ରତାର ଭୂକମ୍ପ ଝଟକା, ସୁନାମି ଆଲର୍ଟ ଜାରି

ଟୋକିଓ,୨୮।୭: ଜାପାନର କ୍ୟୁଶୁ ଅଞ୍ଚଳରେ ବଡ଼ ଧରଣର ଭୂକମ୍ପ ଝଟକା ଅନୁଭୂତ ହୋଇଛି । ଭୂକମ୍ପର ତୀବ୍ରତା ୭.୧ ରହିଥିବା ବେଳେ ୩.୨୮ ଫୁଟ ଉଚ୍ଚତା ପର୍ଯ୍ୟନ୍ତ…

ଥାନା ଭିତରେ ଜନ୍ମ ଦିନ, ବିବାହ ବାର୍ଷିକୀ କେକ୍‌ କଟା, ଫଟୋ ଭାଇରାଲ୍‌

ଗୋପ,୨୮।୭(ଭାରତୀ ଭୂଷଣ ଉପାଧ୍ୟାୟ): ଗୋପ ଥାନା ପରିସରରେ ଜନ୍ମ ଦିନ ଏବଂ ବିବାହ ବାର୍ଷିକୀ ଲାଗି କେକ କଟା ଘଟଣା ଏବେ ସୋସିଆଲ୍‌ ମିଡିଆରେ ଭାଇରାଲ୍‌ ହେବାରେ…

ଇସ୍ତଫା ଦେଲେ ସ୍ବିଗି ଇନଷ୍ଟାମାର୍ଟର ସିଇଓ ଅମିତେଶ ଝା; ଦାୟିତ୍ୱ ନେବେ ନନ୍ଦିତା ସିହ୍ନା

ନୂଆଦିଲ୍ଲୀ,୨୮।୭: ସ୍ବିଗି ଇନଷ୍ଟାମାର୍ଟରେ ଏକ ବଡ଼ ପରିବର୍ତ୍ତନ ଆସିଛି। କମ୍ପାନୀର ସିଇଓ ଅମିତେଶ କୁମାର ଝା ତାଙ୍କ ପଦବୀରୁ ଇସ୍ତଫା ଦେଇଛନ୍ତି। ତାଙ୍କ ଇସ୍ତଫା ପରେ, ନନ୍ଦିତା…

ବିଷ ଦେଇ ଟ୍ରମ୍ପଙ୍କ ପରିବାରକୁ ହତ୍ୟା କରିବାକୁ ରଚାଯାଉଛି ଷଡ଼ଯନ୍ତ୍ର! ହେଲେ ଏହା ପଛରେ କାହାର ରହିଛି ହାତ? ଜାଣନ୍ତୁ…

ଓ୍ବାଶିଂଟନ,୨୮।୭: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଇରାନର ଏକ ଅତ୍ୟନ୍ତ ଚିନ୍ତାଜନକ ଏବଂ ଚାଞ୍ଚଲ୍ୟକର ପ୍ରଚାର ଭିଡିଓ ସାମ୍ନାକୁ ଆସିଛି। ଏହି ଭିଡିଓଟି…

ପକେଟ ଉପରେ ବଢ଼ିବ ବୋଝ! ଅଗଷ୍ଟରୁ ମହଙ୍ଗା ହେବ କାର୍‌, ଟିଭି, ଫ୍ରିଜ୍‌ ସହ…ଦେଖନ୍ତୁ ପୂରା ତାଲିକା

ନୂଆଦିଲ୍ଲୀ, ୨୮।୭: ଅଗଷ୍ଟରୁ ପର୍ବପର୍ବାଣୀ ଋତୁ ଆରମ୍ଭ ହେବା ସହିତ ମହଙ୍ଗା ମଧ୍ୟ ଆପଣଙ୍କୁ ଅପେକ୍ଷା କରିଛି। ସକାଳର ଚା’ଠାରୁ ଆରମ୍ଭ କରି କାର୍‌ ପର୍ଯ୍ୟନ୍ତ ଅଗଷ୍ଟରେ…

ସାନଖେମୁଣ୍ଡି ଅଞ୍ଚଳରେ ଉପ ଜିଲାପାଳଙ୍କ ନେତୃତ୍ୱରେ ସଫେଇ ଅଭିଯାନ, ଅଞ୍ଚଳବାସୀଙ୍କ ପ୍ରଶଂସା

ଦିଗପହଣ୍ଡି,୨୮।୭(ଅଶେଷ ନାଥ ମିଶ୍ର): ଆମ ଗାଁ ସ୍ବଚ୍ଛ ଓ ପରିବେଶକୁ ସୁରକ୍ଷିତ ରଖି ଗଞ୍ଜାମ ଜିଲାକୁ ଏକ ସୁନ୍ଦର, ସ୍ବଚ୍ଛ ଓ ଆଦର୍ଶ ଜିଲାରେ ପରିଣତ କରିବା…

ଫସିଯିବେ କି ଗଡ଼କରୀ? କହିଲେ ‘E20 ପେଟ୍ରୋଲରେ ମୋର କୌଣସି ଭୂମିକା ନାହିଁ’

ନୂଆଦିଲ୍ଲୀ,୨୮।୭: କେନ୍ଦ୍ର ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରୀ ବମ୍ବେ ହାଇକୋର୍ଟରେ ଏକ ପ୍ରସ୍ତାବିତ ଦେୱାନୀ ମାମଲା ରୁଜୁ କରି ଦାବି କରିଛନ୍ତି ଯେ…

ଲଗାଣ ବର୍ଷା ପ୍ରଭାବରେ ବେହାଲ ବଣାଇଁ ଅଞ୍ଚଳ; ବାଗୁନ ନାଳରେ ଭାସିଗଲା ବାଇକ, ଅଫିସରେ ଆଣ୍ଠୁଏ ପାଣି

ବଣାଇଁ,୨୮।୭( ପ୍ରଦୀପ ତ୍ରିପାଠୀ ): ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡରେ ଦୁଇଦିନ ଧରି ଲଗାଣ ବର୍ଷା ଜାରି ରହିଛି । ଫଳରେ ଏକ ପ୍ରକାର ଜନଜୀବନ ପ୍ରଭାବିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri