ଘର ଉପରକୁ ବୋମାମାଡ଼

ବାଳକାଟି,୧୭।୧(ଡି.ଏନ୍‌.ଏ): ରାଜଧାନୀ ଉପକଣ୍ଠ ବାଲିଅନ୍ତାରେ ସୋମବାର ବୋମାମାଡ଼ ହୋଇଛି । ଜାଗାବାଡ଼ିକୁ କେନ୍ଦ୍ର କରି ବାଲିଅନ୍ତା ଥାନା ସରକଣାରେ ଏଭଳି ଘଟିଥିବା ଜଣାପଡ଼ିଛି। ଏଥିରେ ଘରର ଟିଣ ଉଡିଯାଇଛି।
ସୂଚନାଯୋଗ୍ୟ, ଜାଗା ବିକ୍ରି ବାବଦ କମିଶନ ଟଙ୍କାକୁ ନେଇ କିଛି ଦୁର୍ବୃତ୍ତ ବୋମା ଫୋପାଡ଼ିଥିବା ଜଣାପଡ଼ିଛି। ସେପଟେ ଅଭିଯୋଗ ପାଇବା ପରେ ଘଟଣାସ୍ଥଳରେ ବାଲିଅନ୍ତା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଲଣ୍ଡା ପଡ଼ିଆକୁ ସବୁଜ କଲେ ଦିବ୍ୟାଙ୍ଗ ବୃଦ୍ଧ

ଦଶମନ୍ତପୁର,୧୭ା୪(ଡି.ଏନ୍‌.ଏ.): ପୂର୍ବପୁରୁଷର ଗୋଟିଏ ଏକର ଜମି ପଡ଼ିଆ ପଡ଼ିଥିଲା। ପାଖରେ ଜଳସେଚନ ବ୍ୟବସ୍ଥା ବି ନଥିଲା। କିନ୍ତୁ ନିଜ ଉଦ୍ୟମ ବଳରେ ଜମିକୁ ପାଣି ମଡ଼ାଇ...

ବାଘୁଆ ଜଳଭଣ୍ଡାରରୁ ପାଣି ଛାଡ଼ିଲା ପ୍ରଶାସନ

ବୁଗୁଡ଼ା,୨୨ା୭(ଡି.ଏନ୍‌.ଏ.): ବାଘୁଆ ଜଳଭଣ୍ଡାରରୁ ପାଣି ଛଡ଼ାଯାଇଛି। ଏହି ପାଣି ବାଘୁଆ ଜଳଭଣ୍ଡାରର ବାମ ଏବଂ ଦକ୍ଷିଣ କେନାଲ ଦେଇ ଛଡ଼ାଯାଇଥିବା ବୁଗୁଡ଼ା ଜଳସେଚନ ସହ ନିର୍ବାହୀ...

ବଢ଼ୁଛି ଫ୍ୟାନ୍‌ସି ଦୀପର ଚାହିଦା: ସଙ୍କଟରେ କୁମ୍ଭକାରଙ୍କ ବେଉସା

ଭଦ୍ରକ ଅଫିସ, ୨୫ା୧୦- ଦୀପାବଳିିରେ ମାଟି ଦୀପର ଚାହିଦା ନିଆରା। ଲୋକେ ବିଭିନ୍ନ ରଙ୍ଗବେରଙ୍ଗ ଦୀପ କିଣି ଘର ଆଗରେ ଏହାକୁ ଜଳାଇ ଉତ୍ସବ ମନାଇଥାନ୍ତି।...

ବିଦ୍ୟୁତ୍‌ ଖୁଣ୍ଟକୁ ଧକ୍କା ଦେଲା ଟ୍ରକ: ସେବା ବାଧାପ୍ରାପ୍ତ

ବଇଣ୍ଡା,୧୦।୬(ଡି.ଏନ.ଏ.)-କିଶୋରନଗର ବ୍ଲକ ବଇଣ୍ଡା ନିକଟସ୍ଥ କଦଳୀମୁଣ୍ଡାଠାରେ ଥିବା ଏକ ଏଲଟିଲାଇନ ବିଦ୍ୟୁତ୍‌ ଖୁଣ୍ଟକୁ ଏକ ଟ୍ରକ ଧକ୍କା ଦେଇଛି। ଫଳରେ ବିଦ୍ୟୁତ୍‌ ଖୁଣ୍ଟ ଭାଙ୍ଗିଯାଇଥିବାବେଳେ ବିଦ୍ୟୁତ...

ତାତି ବଢ଼ାଉଛି ବେଆଇନ ଇଟାଭାଟି

ପାଟପୁର,୨୭ା୫(ଡି.ଏନ.ଏ.)-ଗଞ୍ଜାମ ଜିଲା ସାନଖେମୁଣ୍ଡି ଅଞ୍ଚଳରେ ଶତାଧିକ ବେଆଇନ ଇଟାଭାଟି ପୋଡ଼ା ଚାଲିଛି। ସେଥିରୁ ନିର୍ଗତ ନିଆଁ ପ୍ରକୋପରେ ଅସ୍ବାଭାବିକ ଭାବେ ସ୍ଥାନୀୟ ଅଞ୍ଚଳରେ ତାପମାତ୍ରା ବୃଦ୍ଧି...

୬୩ ବର୍ଷରେ ଝାରସୁଗୁଡ଼ା-ପୁରୀ ପଦଯାତ୍ରା: ସୁସ୍ଥ ସମାଜ ଗଠନ ଉଦ୍ଦେଶ୍ୟ

ଲଖନପୁର,୬।୧(ଡି.ଏନ.ଏ.): ନିଶା ମୁକ୍ତ ସୁସ୍ଥ ସମାଜ ଗଠନ ନେଇ ଆଗେଇ ଆସିଛନ୍ତି ୬୩ ବର୍ଷୀୟ ଅବସରପ୍ରାପ୍ତ ବିଦ୍ୟୁତ୍‌ କର୍ମଚାରୀ ଅଭିରାମ ସତପଥୀ। ଅଭିରାମଙ୍କ ଘର ଝାରସୁଗୁଡ଼ା...

ଶ୍ମଶାନରୁ ଫେରି ପୁଣି ଚିକିତ୍ସିତ ହେଲେ ଯୁବକ

ସମ୍ବଲପୁର,୧୨ା୫ (ବ୍ୟୁରୋ): ମଙ୍ଗଳବାର ସମ୍ବଲପୁର ବୁର୍ଲାସ୍ଥିତ ଭିମ୍‌ସାରରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ଯୁବକଙ୍କୁ ମୃତ ଘୋଷଣା ପରେ ଶ୍ମଶାନକୁ ନିଆଯାଇଥିଲା। ହେଲେ ସେଠାରେ...

ଚିକିଛା ଲାଗି ଟଁକା ଅଭାବ୍‌, ଅଜନା ରୋଗ୍‌ରେ ପୀଡ଼ିତ ଉର୍ବଶୀ

ପର୍ଲା, ୨୩।୧୨ (ଡି.ଏନ୍‌.ଏ.)- ମୁଇଁ ଜିଁବାକେ ଚାହୁଁଛେଁ। ପୁଅବହ, ନାତିନାତେନକେକର ସଂଗେ ସମିଆ ବିତାବାକେ ଚାହୁଁଛେଁ। ମୋତେ ଭଲ କରି ଦିଅ। ଇ ହୁରୁତ୍‌ ତରଲି...

Advertisement
Archives

Model This Week