ରାଜଧାନୀରେ ଫୁଟିଲା ବୋମା

ଭୁବନେଶ୍ୱର,୨୦ା୫(ବ୍ୟୁରୋ): ପୁଣି ଅଶାନ୍ତ ହୋଇଉଠିଛି ରାଜଧାନୀ ଭୁବନେଶ୍ୱର। ଜଗନ୍ନାଥ ନଗରରେ ୨ଟି ବୋମାମାଡ଼ ହୋଇଛି। ତେବେ ବୋମାମାଡ଼ର କାରଣ ଅସ୍ପଷ୍ଟ ରହିଥିବା ବେଳେ ଏଥିରେ କୌଣସି କ୍ଷୟକ୍ଷତି ହୋଇ ନ ଥିବା ସୂଚନା ମିଳିଛି।

ବୋମାମାଡ଼ ଖବର ପାଇ ସହିଦନଗର ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଦମଦାର ବିଜୟ ସହ ସିଜିନ୍‌ ଆରମ୍ଭ କଲା ରାଜସ୍ଥାନ ରୟାଲ

ଗୁଆହାଟୀ,୩୦।୩: ରାଜସ୍ଥାନ ରୟାଲ୍ସ ଏକ ଦମଦାର ବିଜୟ ସହିତ IPL 2026 ସିଜିନ ଆରମ୍ଭ କରିଛି। ଗୁଆହାଟୀରେ ଖେଳାଯାଇଥିବା ସେମାନଙ୍କର ପ୍ରଥମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ସମ୍ପୂର୍ଣ୍ଣ…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

ବିଜେଡିକୁ ଶକ୍ତ ଧକ୍କା: ଭାଜପାରେ ମିଶିଲେ ବିଜେଡି ଉପାଧ୍ୟକ୍ଷଙ୍କ ସହ ୮ କାଉନସିଲର

କେନ୍ଦୁଝର,୩୦।୩ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରଗଡ଼ ପୌର ଉପାଧ୍ୟକ୍ଷ ବରୋଦା ପ୍ରସନ୍ନ ଦାସଙ୍କ ସମେତ ଆଠ ଜଣ କାଉନସିଲର ସୋମବାର ବିଧିବଦ୍ଧ ଭାବେ ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ମୋହନ…

ଦିଗପହଣ୍ଡିରେ ଅସାମାଜିକ ଯୁବକଙ୍କ ଆତଙ୍କ: ଦେଶୀମଦ ପାଇଁ କରୁଛନ୍ତି ଚୋରି

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହରରେ ଅସାମାଜିକ ଯୁବକଙ୍କ ଆତଙ୍କରାଜ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପୁଞ୍ଜିକଂୟା ଛକ, ବଜାର ସାହି, ଜନତା ଲେନ, ମେଡିକାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri