A dummy acting as a motorcycle suicide bomber is blown up next to a vehicle during a course on blast scene investigation near Hua Hin, Thailand January 17, 2016. To match SOUTHEASTASIA-SECURITY/ REUTERS/Jorge Silva
ଭୁବନେଶ୍ୱର,୨୦ା୫(ବ୍ୟୁରୋ): ପୁଣି ଅଶାନ୍ତ ହୋଇଉଠିଛି ରାଜଧାନୀ ଭୁବନେଶ୍ୱର। ଜଗନ୍ନାଥ ନଗରରେ ୨ଟି ବୋମାମାଡ଼ ହୋଇଛି। ତେବେ ବୋମାମାଡ଼ର କାରଣ ଅସ୍ପଷ୍ଟ ରହିଥିବା ବେଳେ ଏଥିରେ କୌଣସି କ୍ଷୟକ୍ଷତି ହୋଇ ନ ଥିବା ସୂଚନା ମିଳିଛି।
ବୋମାମାଡ଼ ଖବର ପାଇ ସହିଦନଗର ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି ।