କଲମ୍ବିଆରେ ସୁରକ୍ଷାକର୍ମୀଙ୍କ ଉପରେ ସବୁଠାରୁ ବଡ ଧରଣର ଆକ୍ରମଣ: ୮ ପୋଲିସ ମୃତ

ବୋଗୋଟା,୩ ।୯: ପଶ୍ଚିମ କଲମ୍ବିଆରେ ଶୁକ୍ରବାର ହୋଇଥିବା ଏକ ବିସ୍ଫୋରଣରେ ୮ ପୋଲିସ ଅଧିକାରୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଏହି ଘଟଣାକୁ ନେଇ ରାଷ୍ଟ୍ରପତି ଗୁସ୍ତଭୋ ପେଟ୍ରୋ କହିଛନ୍ତି ଦେଶର ପ୍ରାୟ ୬୦ ବର୍ଷର ସଂଘର୍ଷକୁ ଶେଷ କରିବାକୁ ଶପଥ ନେବା ପରେ ସୁରକ୍ଷାକର୍ମୀଙ୍କ ଉପରେ ସବୁଠାରୁ ବଡ ଆକ୍ରମଣ କରାଯାଇଛି । ପୋଲିସ ସୂତ୍ରରୁ ପ୍ରକାଶ ଯେ ଯେତେବେଳେ ପୋଲିସମାନେ ଯାତ୍ରା କରୁଥିଲେ ସେତେବେଳେ ଏହି ଆକ୍ରମଣ ହେବାରୁ ୮ ପୋଲିସଙ୍କ ମୃତ୍ୟୁ ହୋଇଛି । ସେମାନଙ୍କ ଗାଡି ଉପରକୁ ବିସ୍ଫୋରଣ କରାଯାଇଥିଲା ।
ରାଷ୍ଟ୍ରପତି ଗୁସ୍ତଭୋ ପେଟ୍ରୋ ଏହି ଘଟଣାର କଡା ନିନ୍ଦା କରିଛନ୍ତି । ଏହି ଘଟଣାରେ ୮ ପୋଲିସଙ୍କ ମୃତ୍ୟୁ ହୋଇଛି । ସେମାନଙ୍କ ପରିବାର ସହ ମୋର ସହାନୁଭୁତି ରହିଛି । ଅଧିକାରୀଙ୍କୁ ଯାଞ୍ଚ ନିର୍ଦ୍ଦେଶ ଦେବା ସହ ଏହା ଶାନ୍ତି ପ୍ରତିଷ୍ଠା କ୍ଷେତ୍ରରେ ବଡ ବାଧା ବୋଲି ରାଷ୍ଟ୍ରପତି କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲରୁ ଛାତ୍ରୀଙ୍କ ମୃତଦେହ ଜବତ ମାମଲା: ବନ୍ଧା ହେଲେ ବିଶ୍ୱଜିତ୍‌

ବ୍ରହ୍ମପୁର,୨୧ା୬(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଞ୍ଚଳର ଏକ ଘରୋଇ କଲେଜ ହଷ୍ଟେଲରେ ଛାତ୍ରୀ ବୁଗୁଡା ଘୋଡ଼ାପଡ଼ା ଗ୍ରାମର ଶୃତି ଭୋଳଙ୍କ ସନ୍ଦେହଜନକ ମୃତ୍ୟୁ…

ବ୍ରହ୍ମପୁରରେ ଚାଞ୍ଚଲ୍ୟ, ପ୍ରେମିକାଙ୍କୁ ଡାକ୍ତରଖାନାରେ ଛାଡି ପଳାଇଥିବା ପ୍ରେମିକ ଗିରଫ

ବ୍ରହ୍ମପୁର,୨୧ା୬(ସୁବାସ ଚନ୍ଦ୍ର ପାଢ଼ୀ ): ଅସୁସ୍ଥ ପ୍ରେମିକାଙ୍କୁ ଏମ୍‌କେସିଜି ମେଡିକାଲରେ ଛାଡି ପଳାଇଥିବା ଯୁବକ ବ୍ରହ୍ମପୁର ଶ୍ରୀରାମନଗର ୧୦ମ ଲାଇନର ତ୍ରିନାଥ ସାହୁ(୩୦)ଙ୍କୁ ବଡବଜାର ଥାନା ପୋଲିସ…

ମୁଜାଗଡ଼ ବିଦ୍ୟାଳୟରେ ଯୋଗ ଦିବସ

ଭଞ୍ଜନଗର,୨୧।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଖେଳ ପଡ଼ିଆରେ ରବିବାର ପଞ୍ଚାୟତସ୍ତରୀୟ ଜନ କଲ୍ୟାଣ ଶିବିର ସହ ଯୋଗ…

ଇରାନକୁ ପୁଣି ଆକ୍ରମଣ ଧମକ ଦେଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨୧।୬: ସୁଇଜରଲାଣ୍ଡରେ ଆମେରିକା ସହ ଶାନ୍ତି ଆଲୋଚନାରେ ଇସ୍ରାଏଲ୍‌ ଏବଂ ଲେବାନନ୍‌ର ଆତଙ୍କବାଦୀ ଗୋଷ୍ଠୀ ହେଜ୍‌ବୋଲ୍ଲା ମଧ୍ୟରେ ଚାଲିଥିବା ଯୁଦ୍ଧ ମୁଖ୍ୟ ପ୍ରସଙ୍ଗ ହେବ ବୋଲି ଇରାନ…

୨ ବର୍ଷ ହେଲା ଖଲାସିଙ୍କୁ ମିଳୁନି ଟଙ୍କା, ଆନ୍ଦୋଳନ ଚେତାବନୀ

ଝରିଗାଁ,୨୧ା୬(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ପ୍ରଶାସନ ପକ୍ଷରୁ ବିଭିନ୍ନ ଧାନ ମଣ୍ଡିରେ ଖାଲାସିମାନେ ଧାନ ଓଜନ କରିଥିବା ବେଳେ ଦୁଇବର୍ଷ ଧରି ଖଲାସିମାନଙ୍କ…

ଶାନ୍ତି ଆଲୋଚନାରେ ଏହି ମୁଖ୍ୟ ପ୍ରସଙ୍ଗ ରଖିବ ଇରାନ, ବିଦେଶରେ ଅଟକି ଥିବା…

ତେହରାନ,୨୧ା୬: ସୁଇଜରଲାଣ୍ଡରେ ଆମେରିକା ସହ ଶାନ୍ତି ଆଲୋଚନାରେ ଇସ୍ରାଏଲ୍‌ ଏବଂ ଲେବାନନ୍‌ର ଆତଙ୍କବାଦୀ ଗୋଷ୍ଠୀ ହେଜ୍‌ବୋଲ୍ଲା ମଧ୍ୟରେ ଚାଲିଥିବା ଯୁଦ୍ଧ ମୁଖ୍ୟ ପ୍ରସଙ୍ଗ ହେବ ବୋଲି ଇରାନ…

ତାମିଲନାଡୁ ଗ୍ୟାସ ଟ୍ରାଜେଡି: ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାରେ ରବିବାର ଏକ ସି-ଫୁଡ (ସାମୁଦ୍ରିକ ଖାଦ୍ୟ) ରପ୍ତାନି କାରଖାନାରେ ଆମୋନିଆ ଗ୍ୟାସ ଲିକ୍‌ ହେବା ଯୋଗୁ ୭ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା…

ହଠାତ୍‌ ଢିଲା ହୋଇଗଲା ବସ୍‌ର ଷ୍ଟିଅରିଂ, ଡ୍ରାଇଭର ଏମିତି ଉପସ୍ଥିତି ବୁଦ୍ଧି ଖଟାଇବାରୁ…

ରିଆମାଳ,୨୧ା୬(ବଦ୍ରିନାରାୟଣ ଅଗ୍ରଓ୍ବାଲ): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅନ୍ତର୍ଗତ ସୁରଙ୍ଗିପାଳ ନିକଟରେ ଆଜି ଶୁଭଲକ୍ଷ୍ମୀ ନାମକ ଏକ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ଟି ରେଙ୍ଗାଲି ଡ୍ୟାମ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri