ପୁରୀ ପେଣ୍ଠକଟାରେ ବୋମା ବିସ୍ଫୋରଣ

ପୁରୀ,୨।୯(ଅଜିତ୍‌ ମହାନ୍ତି): ପୁରୀ ପେଣ୍ଠକଟା ପେଟ୍ରୋଲ ପମ୍ପ ନିକଟ ଡଙ୍ଗା ଫ୍ୟାକ୍ଟ୍ରିରେ ଅଘଟଣ ଘଟିଛି। ଏକ ମାଛ ଧରା ଡଙ୍ଗାରେ ବୋମା ବିସ୍ଫୋରଣ । ଶନିବାର ହଠାତ୍‌ ପେଟ୍ରୋଲ ପମ୍ପ ପଛ ପଟେ  ବିସ୍ଫୋରଣ ହୋଇଥିଲା। ଏଥିରେ ଡଙ୍ଗାଟି ସଂପୂର୍ଣ୍ଣ ଭାଙ୍ଗି ନଷ୍ଟ ହୋଇଯାଇଛି। ଏହାବ୍ୟତୀତ ଏକ ବୁଲା କୁକୁରର ମୃତ୍ୟୁ ହୋଇଥିବା ସୂଚନା ମିଳିଛି ।
ଘଟଣାସ୍ଥଳରେ ସମୁଦ୍ରକୂଳ ଥାନା ପୋଲିସ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଥିବା ବେଳେ ବମ୍‌ ସ୍କ୍ବାଡ୍‌ ଓ ଡଗ ସ୍କ୍ବାଡ୍‌ ମଧ୍ୟ ଆଉ କିଛି ସମୟ ପରେ ପହଞ୍ଚିବ ବୋଲି ଥାନା ଆଇଆଇସି କହିଛନ୍ତି।
ତେବେ ଡଙ୍ଗା ଫ୍ୟାକ୍ଟ୍ରି ଭିତରେ କେହି ଦୁର୍ବୁତ୍ତ ଏକ ଜୀବନ୍ତ ବୋମା ରଖିଥିବା ବେଳେ ଗୋଟିଏ କୁକୁର ଏହାକୁ ପାଟିରେ ଭିଡୁଥିଲା । ଠିକ ସେହି ସମୟରେ ବୋମାଟି ଫାଟିଯାଇଥିଲା ଓ କୁକୁରଟି ବୋମା ଫୁଟିବା ଯୋଗୁ ପ୍ରାୟ ୫୦ ମିଟର ଛିଟିକି ପଡ଼ିଥିଲା। ତେବେ ଏଭଳି ଘଟଣା ମନୁଷ୍ୟକୃତ ବୋଲି ସ୍ଥାନୀୟ ବାସିନ୍ଦା କହିଥିବା ବେଳେ ଏହା ପେଣ୍ଠକଟା ଅଞ୍ଚଳରେ ପ୍ରଥମ ଘଟଣା ବୋଲି କୁହାଯାଉଛି । ତେବେ କିଏ ଓ କାହିଁକି ବୋମା ରଖିଲା ତାହା ପୋଲିସ ତଦନ୍ତ ପରେ ଜଣାପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

ଗାଁ ମୁହାଁ ନିଆଁକୁ ଆୟତ୍ତ କଲେ କୁନିକୁନି ପିଲା

ପାଟଣା,୧ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଅଞ୍ଚଳରେ ଦିନକୁ ଦିନ ତାପମାତ୍ରା ବୃଦ୍ଧି ପାଉଛି। ସେହି ଅନୁପାତରେ ପାଟଣା ରେଞ୍ଜରେ ପ୍ରତି ଦିନ ଜଙ୍ଗଲ ନିଆଁ...

କଳାହାଣ୍ଡିରେ କେନ୍ଦ୍ରମନ୍ତ୍ରୀ ଭୂପେନ୍ଦ୍ର ଯାଦବ, ଏମ୍‌ପି-ବିଧାୟକଙ୍କ ପାଇଁ କଲେ ଭୋଟ୍‌ ନିବେଦନ

ଭବାନୀପାଟଣା,୧ା୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ନିର୍ବାଚନ ମଣ୍ଡଳୀର ଗୋଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଉଦେଶୃଙ୍ଗଠାରେ ବୁଧବାର ଭାଜପାର ପରିବର୍ତ୍ତନ ସଭା ଓ ମିଶ୍ରଣ ପର୍ବ...

କଳାହାଣ୍ଡିରେ କେନ୍ଦ୍ରମନ୍ତ୍ରୀ ଭୂପେନ୍ଦ୍ର ଯାଦବ, ଏମ୍‌ପି-ବିଧାୟକଙ୍କ ପାଇଁ କଲେ ଭୋଟ୍‌ ନିବେଦନ

ଭବାନୀପାଟଣା,୧ା୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ନିର୍ବାଚନ ମଣ୍ଡଳୀର ଗୋଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଉଦେଶୃଙ୍ଗଠାରେ ବୁଧବାର ଭାଜପାର ପରିବର୍ତ୍ତନ ସଭା ଓ ମିଶ୍ରଣ ପର୍ବ...

କୂଅରୁ ପାଣି କାଢ଼ୁଥିବା ବେଳେ କୂଅରେ ପଡି ବୃଦ୍ଧା ମୃତ

କୋରାପୁଟ,୧ା୫: (ଅମିତାଭ ବେହେରା ) ବୁଧବାର କୋରାପୁଟ ସହରର ହାଟ ପଦା ଅଂଚଳରେ ଏକ ଅଭାବନୀୟ ଘଟଣା ଘଟିଛି। କୂଅରୁ ପାଣି କାଢ଼ୁଥିବା ବେଳେ କୂଅରେ...

ପୋର୍ଟ ଭିତରୁ କୋଇଲା ଚାଲାଣ ଘଟଣା: ୫ ଜଣଙ୍କୁ ଗିରଫ କଲା ପୋଲିସ

ପାରାଦୀପ,୧ା୫(ଶରତ ରାଉତ): ପାରାଦୀପ ଆଦର୍ଶଥାନା ପୋଲିସ ୩ ଦିନର ତଦନ୍ତ ପରେ ବୁଧବାର ଚୋରା କୋଇଲା ଟ୍ରକ୍‌ ସମ୍ପର୍କରେ କାର୍ଯ୍ୟାନୁଷ୍ଠାନ ନେଇଛି। କେସ୍‌ ନଂ ୧୨୨/୨୪ରେ...

ବାଇକ୍‌ ସହ ପିଟିହେଲା ବାଇକ୍‌: ୨ ଜଣଙ୍କ ଜୀବନ ଗଲା, ୨ ଆହତ

ଛତ୍ରପୁର,୧ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅନ୍ତର୍ଗତ ବାଟ ଛତ୍ରପୁର ଗ୍ରାମ ନିକଟ କାଜୁ ଫ୍ୟାକ୍ଟରି ସମ୍ମୁଖ ରାଜପଥରେ ବାଇକ୍‌ ସହ ବାଇକ ଧକ୍କାରେ...

ଦଳିତ ପରିବାରରେ କେନ୍ଦ୍ର ମନ୍ତ୍ରୀଙ୍କ ଭୋଜନ

ଭବାନୀପାଟଣା,୧।୫ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ ଉଦେଶୃଙ୍ଗ ଠାରେ ବୁଧବାର ଭାଜପାର ମିଶ୍ରଣ ପର୍ବରେ କେନ୍ଦ୍ର ମନ୍ତ୍ରୀ ଭୁପେନ୍ଦ୍ର ସିଂହ ଯାଦବ...

ଭାଜପାରେ ଯୋଗଦେଲେ ପୂର୍ବତନ କଂଗ୍ରେସ ଲୋକ ସଭା ପ୍ରାର୍ଥୀ ଦୁଲାଲ ପ୍ରଧାନ

ସମ୍ବଲପୁର,୧ା୫: ଭାଜପାରେ ଯୋଗ ଦେଇଛନ୍ତି ପୂର୍ବତନ କଂଗ୍ରେସ ଲୋକ ସଭା ପ୍ରାର୍ଥୀ ଦୁଲାଲ ପ୍ରଧାନ। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ‌ଙ୍କ ଉପସ୍ଥିତିରେ ଜିଲା ଭାଜପା କାର୍ଯ୍ୟାଳୟରେ ଅନୁଷ୍ଠିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri