Posted inଜାତୀୟ

ଆରଏସଏସ କାର୍ଯ୍ୟାଳୟ ଉପରକୁ ବୋମା ମାଡ଼

ଥିରୁଭାନନ୍ତପୁରମ୍‌,୧୨।୭: କେରଳର କନ୍ନୁର ଜିଲାର ପାୟାନ୍ନୁରରେ ଥିବା ଆରଏସଏସ କାର୍ଯ୍ୟାଳୟରେ ଉପରେ ବୋମା ମାଡ଼ କରାଯାଇଛି। ମଙ୍ଗଳବାର ସକାଳେ ଏହି ଘଟଣା ଘଟିଥିବା ପାୟାନ୍ନୁର ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ବୋମା ମାଡ଼ରେ ବିଲ୍ଡିଂର ଝରକା କାଚ ଭାଙ୍ଗି ଯାଇଛି। କିଏ ଏହି ଆକ୍ରମଣ କରିଛି ସେନେଇ କୌଣସି ସୂଚନା ପ୍ରକାଶ କରାଯାଇ ନାହିଁ। ପୋଲିସ ସବୁ ସ୍ତରରୁ ତଦନ୍ତ କରୁଛି।
ଏହି ଘଟଣାକୁ ନିନ୍ଦା କରିଛନ୍ତି ଭାଜପା ନେତା ଟମ ଭାଡକ୍କାନ। ଏହା ଆଶ୍ଚର୍ଯ୍ୟଜନକ ଏବଂ ଦୁର୍ଭାଗ୍ୟଜନକ ଘଟଣା। ନାଗରିକ ସମାଜରେ ଏହା ଗ୍ରହଣୀୟ ନୁହେଁ। ଅତୀତରେ ଆରଏସଏସ କର୍ମଚାରୀଙ୍କୁ ମଧ୍ୟ ଆକ୍ରମଣ କରାଯାଇଛି। ଏହି ପ୍ରକାର ଆଇନ ଶୃଙ୍ଖଳା ପରିସ୍ଥିତିକୁ ଶୀଘ୍ର ମୁକାବିଲା କରିବାକୁ ପଡିବ। ଏଥିପାଇଁ ପୋଲିସ ଏବଂ ରାଜ୍ୟ ପ୍ରଶାସନ ଉତ୍ତରଦାୟୀ ରହିବେ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫ୍ଲାଏଦୁବାଇ ବିମାନର ନାୟକ ସ୍ମିତଙ୍କୁ ଇସ୍ରାଏଲ ପ୍ରଦାନ କରିବ ବୀରତ୍ୱ ପୁରସ୍କାର, ଆଉ ୪ ଇସ୍ରାଏଲ ନାଗରିକ ପାଇବେ…

ଜେରୁଜେଲମ,୧।୧୦: ଫ୍ଲାଏଦୁବାଇ ଫ୍ଲାଇଟ FZ1073 ରେ ପ୍ରାୟ 180 ଜଣ ଯାତ୍ରୀଙ୍କୁ ବଡ଼ ବିପଦରୁ ଉଦ୍ଧାର କରିଥିବା ଭାରତୀୟ ପାଇଲଟ କ୍ୟାପ୍ଟେନ ସ୍ମତ ମଚ୍ଛାରଙ୍କ ସାହସିକତା ଇସ୍ରାଏଲରେ…

ସ୍ମିତଙ୍କୁ କରାଗଲା ଏୟାର ଲିପ୍ଟ, ପରିବାରକୁ ଭେଟିଲେ ରାଷ୍ଟ୍ରଦୂତ

ନୂଆଦିଲ୍ଲୀ,୧।୧୦: ଫ୍ଲାଏଦୁବାଇ ବିମାନରେ ଆକ୍ରମଣକାରୀଙ୍କ ମୁକାବିଲା ପାଇଁ ନିଜ ଜୀବନକୁ ବାଜି ଲଗାଇଥିବା ଭାରତୀୟ ପାଇଲଟ ସ୍ମିତ ମଚ୍ଛାରଙ୍କ ଅବସ୍ଥା ସ୍ଥିର ଅଛି। ଏହି ସମୟରେ, ୟୁଏଇ…

CJPକୁ କେଉଁଠୁ ମିଳୁଛି ପାଣ୍ଠି? ଦୀପକେ କହିଲେ, ‘ମୁଁ ୩୦ ହଜାର ଟଙ୍କାର ଜୋତା…’

ନୂଆଦିଲ୍ଲୀ,୧।୧୦: ଗୁରୁବାର (ଅକ୍ଟୋବର ୧) ମୁମ୍ବାଇରେ ଏକ ସାମ୍ବାଦିକ ସମ୍ମିଳନୀରେ କୋକରୋଚ ଜନତା ପାର୍ଟି(CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ସମ୍ବୋଧିତ କରିଥିଲେ। ସେ କହିଛନ୍ତି ଯେ ମୁଖ୍ୟ…

ସାନଖେମୁଣ୍ଡିରେ ବ୍ୟାପୁଛି ହଇଜା; ପୁଣି ଜଣେ ମୃତ, ଜିଲା ସ୍ବାସ୍ଥ୍ୟ ଟିମର ଅନୁଧ୍ୟାନ

ଦିଗପହଣ୍ଡି,୧ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ପଞ୍ଚାୟତ ମାର୍ଥାପୁର, ରାଜନାପଲ୍ଲୀ ଓ ଟି.ଗୋବିନ୍ଦପୁର ପଞ୍ଚାୟତ ଢିମିରାପଲ୍ଲୀ ଗାଁରେ ଗତ ୫ ଦିନ ହେଲା…

ପାରିବାରିକ କଳହ: ବାପାଙ୍କ ତଣ୍ଟି କାଟିଲେ ପୁଅ

ଗୁଡାରି,୧।୧୦,(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଡି ପେଣ୍ଡିଲି ଗ୍ରାମରେ ଗୁରୁବାର ଭୋରୁ ଦେଖିବାକୁ ମିଳିଥିଲା ଏକ ଅଭାବନୀୟ ଘଟଣା।…

କନିଷ୍ଠ ଶିକ୍ଷକଙ୍କୁ ନେଇ ସରକାରଙ୍କ ବଡ଼ ଘୋଷଣା, ୨୦୨୩-୨୪ ବର୍ଷରେ ନିୟୋଜିତ….

ଭୁବନେଶ୍ବର,୧ା୧୦: ଓଡ଼ିଶାର କନିଷ୍ଠ ଶିକ୍ଷକ (ସ୍କିମାଟିକ୍)ଙ୍କ ନିୟମିତକରଣ ନେଇ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏନେଇ ଅଧିକାରିକ ବିଜ୍ଞପ୍ତି…

ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅବସର: ପଟ୍ଟାଙ୍ଗିରେ ଶିକ୍ଷା ବ୍ୟବସ୍ଥା ସଙ୍କଟରେ, ପଦବୀ ପୂରଣ ପାଇଁ ଦାବି

ପଟ୍ଟାଙ୍ଗି,୧ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟରେ କାର୍ଯ୍ୟରତ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରଭାକର ଖଟୁଆ ବୁଧବାର ଚାକିରିରୁ ଅବସର ଗ୍ରହଣ…

ଜ୍ଞାନେଶ କୁମାରଙ୍କ ବିରୋଧରେ ଅଭିଜିତ ଦୀପକେଙ୍କର ବଡ ଘୋଷଣା, ‘ଆମେ ଜନ୍ତର ମନ୍ତ୍ରରେ ବସିବୁ ଏବଂ …’

ନୂଆଦିଲ୍ଲୀ,୧।୨୬: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାର ଏବଂ SIR କୁ ନେଇ ଚାଲିଥିବା ବିବାଦ ମଧ୍ୟରେ, Cockroach Janata Party (CJP) ଶୁକ୍ରବାର ମୁମ୍ବାଇରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?