ମାଓବାଦୀଙ୍କ ଦ୍ୱାରା ଖଞ୍ଜା ଯାଇଥିବା ବୋମା ଉଦ୍ଧାର

ରାୟଗଡ଼ା ଅଫିସ,୨୦ା୨: ରାୟଗଡ଼ା ଜିଲା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ମାଓବାଦୀ ପ୍ରବଣ କଲ୍ୟାଣସିଂହପୁର ବ୍ଲକର ପାର୍ସାଲି ପଞ୍ଚାୟତକୁ ଯିବା ରାସ୍ତାକଡ଼ରେ ମାଓବାଦୀମାନେ ଖଞ୍ଜିଥିବା ଏକ ଟିଫିନ୍‌ ବୋମାକୁ ରବିବାର ଉଦ୍ଧାର କରିଛି ଡିଭିଏଫ୍‌ ପୋଲିସ। ନିର୍ବାଚନକୁ ଦୃଷ୍ଟିରେ ରଖି ନିୟମଗିରି ଅଞ୍ଚଳରେ ପୋଲିସ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି ମଧ୍ୟରେ ମାଓବାଦୀମାନେ ପୋଲିସକୁ ଟାର୍ଗେଟ କରି ଏହି ବୋମା ଖଞ୍ଜିଥିବା ଜଣାପଡ଼ିଛି। ତେବେ ଘଟଣାସ୍ଥଳରେ ବମ୍‌ ସ୍କ୍ବାଡ୍‌ ପହଞ୍ଚି ବୋମାକୁ ନିଷ୍କ୍ରିୟ କରିଥିବା ବେଳେ ରାୟଗଡ଼ା ଜିଲା ଏସ୍‌ପି ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି। ମାଓବାଦୀମାନେ ନିୟମଗିରି ଅଞ୍ଚଳରେ ନିଜର ସ୍ଥିତିକୁ ଜାହିର କରିବା ପାଇଁ ଏପରି ବୋମା ଖଞ୍ଜିଛନ୍ତି ବୋଲି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ୫ ବର୍ଷ ପାଇଁ ଟାଟାର ନେତୃତ୍ୱ ନେବେ ଏନ. ଚନ୍ଦ୍ରଶେଖରନ; ଟାଟା ସନ୍ସ ବୋର୍ଡର ମଞ୍ଜୁରୀ

ନୂଆଦିଲ୍ଲୀ,୧୭।୯: ମୁମ୍ବାଇରେ ଗୁରୁବାର ଟାଟା ଗ୍ରୁପ୍ର ବୋର୍ଡ ବୈଠକ ଅନୁଷ୍ଠିତ ହୋଇଥିଲା, ଯେଉଁଥିରେ ଗ୍ରୁପର ଅଧ୍ୟକ୍ଷ ପଦ ସମ୍ବନ୍ଧୀୟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଥିଲା: ଏନ. ଚନ୍ଦ୍ରଶେଖରନ…

ପାକିସ୍ତାନ କ୍ରିକେଟରେ ହଇଚଇ: ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ମହମ୍ମଦ ରିଜୱାନ

ଇସଲାମାବାଦ,୧୭।୯: ସମ୍ପ୍ରତି ଶେଷ ହୋଇଥିବା ପାକିସ୍ତାନ-ଇଂଲଣ୍ଡ ଟେଷ୍ଟ ସିରିଜ ବିବାଦ ଘେରରେ ରହିଥିଲା। ଦ୍ୱିତୀୟ ଟେଷ୍ଟ ମ୍ୟାଚ ପରେ, ମହମ୍ମଦ ରିଜୱାନ, ଇମାମ-ଉଲ-ହକ ଏବଂ ସଲମାନ ଆଘାଙ୍କ…

ଦିଗପହଣ୍ଡିରେ ଆଶ୍ଚର୍ଯ୍ୟଜନକ ଘଟଣା; ସ୍ୱପ୍ନାଦେଶ ପରେ ମାଟିତଳୁ ମିଳିଲା ମା’ କାଳୀଙ୍କ ମୂର୍ତ୍ତି, ଗାଁ ଲୋକଙ୍କ ପୂଜାର୍ଚ୍ଚନା

ଦିଗପହଣ୍ଡି,୧୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଦେଖିବାକୁ ମିଳିଛି । ବି.ଯୁଧିଷ୍ଠିର ରେଡ୍ଡୀଙ୍କ ଘର…

ଛତ୍ରପୁର ସହରରେ କୁକୁର-ମାଙ୍କଡ଼ଙ୍କ ଉପଦ୍ରବ, ନିୟନ୍ତ୍ରଣ ପାଇଁ ଜିଲାପାଳଙ୍କ ଦୃଷ୍ଟି ଆକର୍ଷଣ କରି…

ଛତ୍ରପୁର,୧୭ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଜିଲାର ସଦରମହକୁମା ଛତ୍ରପୁର ସହରରେ ବୁଲା କୁକୁର ଓ ମାଙ୍କଡ଼ଙ୍କ ଉପଦ୍ରବ ଦିନକୁ ଦିନ ବଢ଼ୁଥିବା ନେଇ ସାଧାରଣରେ ଉଦ୍‌ବେଗ ପ୍ରକାଶ ପାଇଛି।…

ପ୍ରଧାନମନ୍ତ୍ରୀ ମୋଦିଙ୍କ ଜନ୍ମଦିନରେ ଯଜ୍ଞ କଲେ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା; ସିଜେପି (CJP)କହିଲା, ’ଆମେ ସେମାନଙ୍କଠାରୁ ଏଭଳି ନାଟକର…’

ନୂଆଦିଲ୍ଲୀ,୧୭।୯: ଦିଲ୍ଲୀର ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୬ତମ ଜନ୍ମଦିନ ଅବସରରେ ଆୟୋଜିତ ‘୧୦୮-କୁଣ୍ଡୀୟ ଯଜ୍ଞ’ରେ ଅଂଶଗ୍ରହଣ କରିଥିଲେ। ଏହି ଘଟଣାକୁ ନେଇ ବର୍ତ୍ତମାନ…

ବ୍ରେକଅପ୍‌ ଚର୍ଚ୍ଚା ଭିତରେ ମୁହଁ ଖୋଲିଲେ ଆକୃତି ଅଗ୍ରୱାଲ, ପୃଥ୍ବୀ ଶ’ଙ୍କୁ ନେଇ କହିଲେ…

ନୂଆଦିଲ୍ଲୀ,୧୭।୯: ଟିମ୍‌ ଇଣ୍ଡିଆରୁ ଦୀର୍ଘ ସମୟ ଧରି ଦୂରେ ଥିବା ଭାରତୀୟ ଓପନର ବ୍ୟାଟର ପୃଥ୍ୱୀ ଶ’ଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି ।…

ମୋଦିଙ୍କ ଜନ୍ମଦିନକୁ ନେଇ କଡ଼ା ସମାଲୋଚନା କଲେ ଭାଇ ବୀରେନ୍ଦ୍ର, କହିଲେ ମୋଦି କୌଣସି ମହାପୁରୁଷ ନୁହେଁ…

ନୂଆଦିଲ୍ଲୀ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଅବସରରେ ଭାଜପା ଦ୍ୱାରା ଆୟୋଜିତ ‘ଆଶୀର୍ବାଦ କା ଦିୟା’ (ଆଶୀର୍ବାଦର ଦୀପ) କାର୍ଯ୍ୟକ୍ରମକୁ ନେଇ ଆରଜେଡି (RJD) ବିଧାୟକ ଭାଇ…

ପାର୍ବଣ ପୂର୍ବରୁ ବଡ଼ ଖବର: ଶସ୍ତା ହେବ ଖାଇବା ତେଲ! ଆମଦାନୀ ଶୁଳ୍କ କମାଇବାକୁ ସରକାରଙ୍କ…

ନୂଆଦିଲ୍ଲୀ,୧୭।୯: ଦେଶରେ ବୃଦ୍ଧି ପାଉଥିବା ନିତ୍ୟବ୍ୟବହାର୍ଯ୍ୟ ସାମଗ୍ରୀର ଦରଦାମ ମଧ୍ୟରେ ସାଧାରଣ ଲୋକଙ୍କ ପାଇଁ ଏକ ବଡ଼ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି। ଆଗାମୀ ପାର୍ବଣ ଋତୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?