Odisha Elections 2024
Posted inଜାତୀୟ

ଡିଫେନ୍ସ କଲୋନୀ ସ୍କୁଲରେ ବୋମା ଆତଙ୍କ: ଇ-ମେଲରେ ଧମକ ମିଳିବା ପରେ ପହଞ୍ଚିଲା ବମ୍‌ ସ୍କ୍ବାଡ୍‌…

ନୂଆଦିଲ୍ଲୀ,୧୨।୪ : ଦିଲ୍ଲୀର ଡିଫେନ୍ସ କଲୋନୀରେ ଥିବା ଦ ଇଣ୍ଡିଆନ ସ୍କୁଲରେ ବୋମା ଥିବା ନେଇ ଏକ ଧମକପୂର୍ଣ୍ଣ ଇ-ମେଲ ଆସିବା ପରେ ଅଭିଭାବକ ଏବଂ ପିଲାଙ୍କ ମଧ୍ୟରେ ଆତଙ୍କ ଖେଳିଯାଇଥିଲା। ସ୍କୁଲ ଭିତରେ ଏକ ବୋମା ଲଗାଯାଇଥିବା ଧମକ ମିଳିବାରେପରେ ସ୍କୁଲ କର୍ତ୍ତୃପକ୍ଷ ଅଭିଭାବକମାନଙ୍କୁ ଶୀଘ୍ର ଡକାଯାଇ ପିଲାଙ୍କୁ ଘରକୁ ପଠାଯାଇଥିଲା।
ଏଥି ସହିତ ବମ୍‌ ସ୍କ୍ବାଡ ମଧ୍ୟ ସ୍କୁଲରେ ପହଞ୍ଚିଥିଲା। ସ୍ଥାନୀୟ ପୋଲିସ ମଧ୍ୟ ଘଟଣାର ତଦନ୍ତ କରୁଛି। ଇ-ମେଲର ସମ୍ପର୍କିତ ତଥ୍ୟ ସଂଗ୍ରହ ପାଇଁ ପୋଲିସର ସାଇବର ଟିମ ତଦନ୍ତରେ ନିୟୋଜିତ ଅଛନ୍ତି।

ବୁଧବାର ପୂର୍ବାହ୍ନ ୧୦ଟା ୪୯ରେ ବିଦ୍ୟାଳୟରେ ବୋମା ଥିବା ଧମକପୂର୍ଣ୍ଣ ଇ-ମେଲ ମିଳିଥିଲା। ବିଦ୍ୟାଳୟ ପରିଚାଳନା ବୋର୍ଡ ତୁରନ୍ତ ସ୍ଥାନୀୟ ପୋଲିସକୁ ଏ ବିଷୟରେ ସୂଚନା ଦେଇଥିଲା। କିଛି ସମୟ ପରେ ଦିଲ୍ଲୀ ପୋଲିସ କର୍ମଚାରୀ, ବମ ଡିସପୋଜାଲ ସ୍କ୍ବାଡ ଏବଂ ଡଗ ସ୍କ୍ବାଡ ଟିମ ଘଟଣାସ୍ଥଳରେ ପହଞ୍ଚିଥିଲେ। ବିଦ୍ୟାଳୟକୁ ଖାଲି କରାଯାଇଥିଲା ଏବଂ ପରିସରରରେ ପୁଙ୍ଖାନୁପୁଙ୍ଖ ଅନୁସନ୍ଧାନ କରାଯାଇଥିଲା, କିନ୍ତୁ କୌଣସି ବୋମା ମିଳି ନ ଥିଲା। ଜଣେ ସ୍କୁଲ ଶିକ୍ଷକ କହିଛନ୍ତି ଯେ ଏହି କାର୍ଯ୍ୟ ପଛରେ କିଛି ଦୁଷ୍ଟ ପିଲା ରହିଥାଇ ପାରନ୍ତି।

ଉଲ୍ଲେଖନୀୟ କଥା ହେଉଛି, ଏହା ପ୍ରଥମ ଘଟଣା ନୁହେଁ। ଏହି ବିଦ୍ୟାଳୟରେ ଏଭଳି ଘଟଣା ପୂର୍ବରୁ ମଧ୍ୟ ୨୮ ନଭେମ୍ବର ୨୦୨୨ରେ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୫ମ ପର୍ଯ୍ୟାୟରେ ୬୦% ମତଦାନ

ନୂଆଦିଲ୍ଲୀ,୨୧।୫: ଲୋକ ସଭା ନିର୍ବାଚନର ପଞ୍ଚମ ପର୍ଯ୍ୟାୟରେ ୬୦.୪୮ ପ୍ରତିଶତ ମତଦାନ ହୋଇଥିବା ନିର୍ବାଚନ କମିଶନଙ୍କ ତଥ୍ୟରୁ ଜଣାପଡ଼ିଛି। ସୋମବାର ୬ ରାଜ୍ୟ ଓ ୨ କେନ୍ଦ୍ରଶାସିତ...

ଇରାନ ରାଷ୍ଟ୍ରପତିଙ୍କ ବିୟୋଗରେ ମଙ୍ଗଳବାର ଦିନିକିଆ ରାଷ୍ଟ୍ରୀୟ ଶୋକ ପାଳିବ ଭାରତ

ନୂଆଦିଲ୍ଲୀ,୨୦।୫: ହେଲିକପ୍ଟର ଦୁର୍ଘଟଣାରେ ଇରାନର ରାଷ୍ଟ୍ରପତି ଇବ୍ରାହିମ ରାଇସି ଏବଂ ବୈଦେଶିକ ମନ୍ତ୍ରୀଙ୍କ ମୃତ୍ୟୁ ପରେ ଇରାନରେ ୫ ଦିନିଆ ରାଷ୍ଟ୍ରୀୟ ଶୋକ ପାଳନ କରାଯିବାକୁ...

ପତ୍ନୀ ସୁନୀତାଙ୍କ ସହ କେଜ୍‌ରିଓ୍ବାଲଙ୍କ ପ୍ରଥମ ରୋଡ ଶୋ’, କହିଲେ ମୋଦି ଜୀ…

ନୂଆଦିଲ୍ଲୀ,୨୦।୫: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ସୋମବାର ପତ୍ନୀ ସୁନୀତା କେଜ୍‌ରିଓ୍ବାଲଙ୍କ ସହ ଏକ ରୋଡ ଶୋ’ କରିଛନ୍ତି। ଏହି ସମୟରେ ସେ କହିଛନ୍ତି, ଭଲ...

ଭୋଟ୍‌ ବର୍ଜନ କରିଥିବା ଭୋଟରଙ୍କୁ ବୁଝାଇବାକୁ ରାଏବରେଲି ଯାଇଥିଲେ ରାହୁଲ, ଶୁଭିଲା ଜୟ ଶ୍ରୀ ରାମ ନାରା, ଆଉ ତା’ପରେ…

ନୂଆଦିଲ୍ଲୀ,୨୦।୫: ସୋମବାର ଲୋକ ସଭା ନିର୍ବାଚନ ୨୦୨୪ର ପଞ୍ଚମ ପର୍ଯ୍ୟାୟ ପାଇଁ ମତଦାନ ହୋଇଛି। ଏହି ସମୟରେ ଉତ୍ତରପ୍ରଦେଶର ହଟ ସିଟ ରାଏବରେଲିରେ ଏକ ଗାଁର...

ଯେଉଁ ମନ୍ଦିରକୁ ଯାଉଛନ୍ତି କଙ୍ଗନା, ସେହି ମନ୍ଦିରକୁ ସଫା କରିବା ଜରୁରୀ, ବିକ୍ରମାଦିତ୍ୟ ସିଂଙ୍କ ବିବାଦୀୟ ବୟାନ

ମଣ୍ଡି,୨୦।୫: ହିମାଚଳ ପ୍ରଦେଶର ମଣ୍ଡି ସଂସଦୀୟ ଆସନରୁ କଂଗ୍ରେସ ପ୍ରାର୍ଥୀ ବିକ୍ରମାଦିତ୍ୟ ସିଂ ଭାଜପା ପ୍ରାର୍ଥୀ କଙ୍ଗନା ରାଣାଓ୍ବତଙ୍କୁ ଟାର୍ଗେଟ କରିଛନ୍ତି। ଦେବ ସମାଜ ବିଷୟରେ...

୨୦ ଫୁଟ୍‌ ଖାଲକୁ ଖସିଲା ପିକ୍‌ଅପ୍‌:୧୭ ମୃତ

ରାୟପୁର,୨୦।୫: ଛତିଶଗଡର କାୱାର୍ଡା ଜିଲାର କୁକଦୁରରେ ସୋମବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏଠାରେ ଏକ ପିକଅପ ଗାଡି ୨୦ ଫୁଟ୍‌ ଖାଇକୁ ଓଲଟି ପଡ଼ିବାରୁ...

ଅହମଦାବାଦ ବିମାନ ବନ୍ଦରରେ ବଡ ଆକ୍ସନ, ଧରାହେଲେ ଇସଲାମିକ ଷ୍ଟେଟର ୪ ଆତଙ୍କବାଦୀ

ଅହମଦାବାଦ,୨୦।୫: ଗୁଜୁରାଟର ଅହମଦାବାଦରେ ଇସଲାମିକ ଷ୍ଟେଟର ୪ ଆତଙ୍କବାଦୀ ଧରାପଡିଛନ୍ତି। ଗୁଜୁରାଟ ଏଟିଏସ ଅହମଦାବାଦ ବିମାନବନ୍ଦରରୁ ସମସ୍ତ ୪ ଆତଙ୍କବାଦୀଙ୍କୁ ଗିରଫ କରିଛି। ଏହି ଆତଙ୍କବାଦୀଙ୍କ...

ଯଦି ଆପଣ କୋଭାକ୍ସିନ ନେଇଛନ୍ତି, ତେବେ ଭୟ କରିବାର ଆବଶ୍ୟକତା ନାହିଁ

ନୂଆଦିଲ୍ଲୀ,୨୦।୫: ନିକଟରେ କରୋନା ଟିକା ସମ୍ବନ୍ଧରେ ଅନେକ ଭୟାନକ ଦାବି ସାମ୍ନାକୁ ଆସିଛି। ବର୍ତ୍ତମାନ ଆଇସିଏମଆର ଏହି ଦାବିକୁ ଭୁଲ ବୋଲି କହିଛି। କୋଭାକ୍ସିନର ପାର୍ଶ୍ୱ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri