Posted inଜାତୀୟ

ମୁମ୍ବାଇରେ ବୋମା ଆତଙ୍କ, ଫୋନ୍‌ରେ ଧମକ…

ମୁମ୍ବାଇ,୨୦।୧୦: ମୁମ୍ବାଇ ପୋଲିସକୁ ବୁଧବାର ଜଣେ ଅଜ୍ଞାତ ବ୍ୟକ୍ତି ସହରର ବିଭିନ୍ନ ସ୍ଥାନରେ ବିସ୍ଫୋରଣ ଘଟାଇବାକୁ ଧମକ ଦେଇଥିଲେ। ସେ ପୋଲିସ ହେଲ୍ପଲାଇନ ନମ୍ବର ୧୧୨ କୁ ଫୋନ କରି କହିଥିଲେ ଯେ ମୁମ୍ବାଇ ମହାନଗରର ଅନେକ ଗୁରୁତ୍ୱପୂର୍ଣ୍ଣ ସ୍ଥାନରେ ବୋମା ଲଗାଯାଇଛି। ଏହି ଧମକ ପାଇବା ପରେ ପୋଲିସ ସତର୍କ ହୋଇ ସୁରକ୍ଷା ବଢ଼ାଇ ଦେଇଥିଲା।

ପୋଲିସର ସୂଚନାନୁସାରେ, କଲ କରୁଥିବା ବ୍ୟକ୍ତି ଇନଫିନିଟି ମଲ ଅନ୍ଧେରୀ, ପିଭିଆର ମଲ ଜୁହୁ ଏବଂ ସାହାରା ହୋଟେଲ ବିମାନବନ୍ଦରରେ ବୋମା ଲଗାଯାଇଥିବା ନେଇ ଧମକ ଦେଇଥିଲେ। କିଛି ସମୟ ପରେ ପୋଲିସ ତିନୋଟି ସ୍ଥାନରେ ସୁରକ୍ଷା ବଢ଼ାଇ ସର୍ଚ୍ଚ ଅପରେଶନ ଆରମ୍ଭ କରିଥିଲା। ଧମକ ଦେଇଥିବା ଅଜ୍ଞାତ କଲ ପାଇଁ ତଦନ୍ତ ଜାରି ରହିଛି।

ଏହାପୂର୍ବରୁ ୨୩ ସେପ୍ଟେମ୍ବରରେ ମଧ୍ୟ ମୁମ୍ବାଇରେ ବୋମା ବିସ୍ଫୋରଣ ନେଇ ଫୋନ କଲ ମିଳିଥିଲା।୍‌ ସାଣ୍ଟା କ୍ରୁଜ ଅଞ୍ଚଳର କେତେକ ଲୋକଙ୍କୁ କଲ କରି ଧମକ ଦିଆଯାଇଥିଲା। ଏହା ପରେ ମଧ୍ୟ ମୁମ୍ବାଇ ପୋଲିସ ଆଇପିସିର ଧାରା ୫୦୬ ଅନୁଯାୟୀ ଏହି ଘଟଣାରେ ଜଣେ ଅଜ୍ଞାତ ବ୍ୟକ୍ତିଙ୍କ ବିରୋଧରେ ମାମଲା ରୁଜୁ କରିଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ଲକ୍‌ଡାଉନ୍‌ ସଙ୍କଟରୁ ବ୍ୟାପକ ଜଙ୍ଗଲ କ୍ଷୟ

ନୂଆଦିଲ୍ଲୀ,୨୭ା୫: କରୋନା ସଂକ୍ରମଣକୁ ରୋକିବା ପାଇଁ ଲାଗୁ କରାଯାଇଥିବା ଲକ୍‌ଡାଉନ ଦ୍ୱାରା ପରିବେଶ ଉପରେ ଅନେକ ସକାରାତ୍ମକ ପ୍ରଭାବ ପକାଇଥିବା ଖବର ମିଳୁଛି। କୁହାଯାଉଛି ଯେ,...

ରାଜ୍ୟ ସଭା ନିର୍ବାଚନ: ୪ ଟିଏମ୍‌ସି ପ୍ରାର୍ଥୀଙ୍କ ନାମ ଘୋଷଣା କଲେ ମମତା

କୋଲକାତା,୮।୩: ରାଜ୍ୟ ସଭା ନିର୍ବାଚନ ପାଇଁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ୪ ତୃଣମୂଳ କଂଗ୍ରେସ(ଟିଏମ୍‌ସି) ପ୍ରାର୍ଥୀଙ୍କ ନାମ ଘୋଷଣା କରିଛନ୍ତି। ତାଲିକାରେ ଅର୍ପିତା ଘୋଷ,...

‘ଭାରତ ସୀମାରେ ମଜଭୁତ ଭାବେ ଛିଡା ହୋଇଛନ୍ତି ଚାଇନା-ପାକିସ୍ତାନ’

ମୁମ୍ବାଇ,୩।୨:କଂଗ୍ରେସର ପୂର୍ବତନ ସଭାପତି ରାହୁଲ ଗାନ୍ଧୀଙ୍କ ପରେ ଗୁରୁବାର ଶିବସେନାର ଜାତୀୟ ମୁଖପାତ୍ର ତଥା ରାଜ୍ୟ ସଭା ଏମ୍‌ପି ସଞ୍ଜୟ ରାଉତ ଚାଇନା ଏବଂ ପାକିସ୍ତାନ...

ଦେଶରେ ପ୍ରଥମ ଖବରଦାତା କରୋନାରେ ହେଲେ ସଂକ୍ରମିତ

ଭୋପାଳ,୨୫।୩: ମଧ୍ୟପ୍ରଦେଶ ଭୋପାଳରେ ବୁଧବାର କରୋନା ଭାଇରସ୍‌ ସଂକ୍ରମଣର ଦ୍ୱିତୀୟ ମାମଲା ସାମ୍ନାକୁ ଆସିଛି। ଉକ୍ତ ସଂକ୍ରମିତ ରୋଗୀ ହେଉଛନ୍ତି ଜଣେ ଖବରଦାତା। ତେବେ ଭାରତରେ...

କରୋନା ମୁକାବିଲା: ସମସ୍ତ ଜିଲାରେ ୧୪୪ ଧାରା ଜାରି

ଲକ୍ଷ୍ନୌ,୫।୪: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଉତ୍ତରପ୍ରଦେଶରେ ରାଜ୍ୟ ସରକାରଙ୍କ ପକ୍ଷରୁ ସମସ୍ତ ଜିଲାରେ ୧୪୪ ଧାରା ଜାରି କରାଯାଇଛି। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାରଙ୍କ...

ପଞ୍ଜାବ ପୋଲିସକୁ ବଡ ସଫଳତା: ତରନତାରନରୁ ଗିରଫ ହେଲେ ୩ ଆତଙ୍କବାଦୀ

ଚଣ୍ଡିଗଡ଼,୨୩ ।୯: ପଞ୍ଜାବ ପୋଲିସ ତରନତାରନ ଜିଲାରେ ୩ ଜଣ ଆତଙ୍କବାଦୀଙ୍କୁ ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ସହ ଗିରଫ କରିଥିବା ସୂଚନା ମିଳିଛି । ପଞ୍ଜାବକୁ...

ଉତ୍କଟ ଦାରିଦ୍ର୍ୟ ମଧ୍ୟକୁ ଯିବେ ବିଶ୍ୱର ଆଉ ୯.୫ କୋଟି

ନୂଆଦିଲ୍ଲୀ,୭।୪: କରୋନାର ଦ୍ୱିତୀୟ ଲହର ବିଶ୍ୱକୁ ସଙ୍କଟ ଆଡ଼କୁ ନେଲାଣି। ବିଭିନ୍ନ ଦେଶର ଅର୍ଥ ବ୍ୟବସ୍ଥା ବିପର୍ଯ୍ୟସ୍ତ। ଲୋକଙ୍କ ଜୀବନଜୀବିକା ଉପରେ ମହାମାରୀ ଗଭୀର ପ୍ରଭାବ...

ଶନିବାର ମହାରାଷ୍ଟ୍ର ଗସ୍ତ କରିବେ ସ୍ବରାଷ୍ଟ୍ରମନ୍ତ୍ରୀ

ନୂଆଦିଲ୍ଲୀ,୧୭।୨: ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଫେବୃଆରୀ ୧୮ ଏବଂ ୧୯ରେ ୨ଦିନିଆ ମହାରାଷ୍ଟ୍ର ଗସ୍ତ କରିବେ। ଏହି ସମୟରେ ଶାହା ପୁଣେରେ ଜମ୍ମୁ-କଶ୍ମୀରରେ ଶହୀଦ ହୋଇଥିବା...

Advertisement
Archives

Model This Week