ଭୁବନେଶ୍ୱର-ମୁମ୍ବାଇ କୋଣାର୍କ ଏକ୍ସପ୍ରେସ୍‌ରେ ବୋମା! ଯାତ୍ରୀଙ୍କୁ ବାହାର କରି ଚାଲିଛି ଯାଞ୍ଚ

ଭୁବନେଶ୍ୱର,୧୩।୪(ବ୍ୟୁରୋ): ଭୁବନେଶ୍ୱର-ମୁମ୍ବାଇ କୋଣାର୍କ ଏକ୍ସପ୍ରେସରେ ବୋମା ଥିବା ନେଇ ସୂଚନା ମିଳିଛି। ଏହାପରେ ଟ୍ରେନ୍‌କୁ ଅଟକାଇ ବମ ସ୍କ୍ବାର୍ଡ ବୁଧବାର ଯାଞ୍ଚ ଆରମ୍ଭ କରିଛି ।

ମଙ୍ଗଳବାର ଭୁବନେଶ୍ୱରରୁ କୋଣାର୍କ ଏକ୍ସପ୍ରେସ୍‌ ଛାଡ଼ିଥିଲା। ତେବେ ଏହି ଏକ୍ସପ୍ରେସରେ ବୋମା ଥିବା ଖବର ମିଳିବା ମାତ୍ରେ ସିକନ୍ଦରାବାଦ ଷ୍ଟେଶନ ନିକଟରେ ଟ୍ରେନକୁ ଅଟକାଇ ଯାତ୍ରୀମାନଙ୍କୁ ଓହ୍ଲାଇ ଦିଆଯାଇଛି। ଏପରିକି ଯାତ୍ରୀଙ୍କୁ ଟ୍ରେନ୍‌ରୁ ଦୂରକୁ ଚାଲିଯିବାକୁ କୁହାଯାଇଛି। ଏହାପରେ ତୁରନ୍ତ ଘଟଣାସ୍ଥଳରେ ବୋମା ସ୍କ୍ବାର୍ଡ ସଦସ୍ୟ ପହଞ୍ଚି ଟ୍ରେନରେ ଯାଞ୍ଚ ଆରମ୍ଭ କରିଛନ୍ତି। ଘଟଣାକୁ ନେଇ ଯାତ୍ରୀମାନେ ଭୟଭୀତ ହୋଇ ଯାଇଥିବା ଜଣାଯାଇଛି।

ବୋମା ଥିବା ଖବର ମିଳିବା ପରେ ଭୁବନେଶ୍ୱର ଷ୍ଟେଶନରେ ସିସିଟିଭି ଯାଞ୍ଚ ଆରମ୍ଭ ହୋଇଯାଇଛି। ଅପରପକ୍ଷେ ରେଳ ମନ୍ତ୍ରଣାଳୟ ପକ୍ଷରୁ ବୋମା ଟ୍ରେନ୍‌ରେ ଅଛି ନା ନାହିଁ, ତାହା କେଉଁଠୁ ଆସିଲା, କିଏ ଟ୍ରେନ ଭିତରେ ରଖିଛି ସେ ସମ୍ପର୍କରେ କିଛି ସ୍ପଷ୍ଟ ଭାବେ ସୂଚନା ମିଳିପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଇମ୍ରାନ୍ ଖାନଙ୍କ ପାଇଁ ଆଗକୁ ଆସିଲେ ଗାଭାସ୍କର-କପିଲ ଦେବ, ପ୍ରଧାନମନ୍ତ୍ରୀଙ୍କୁ ଲେଖିଲେ ଚିଠି

ଇସଲାମବାଦ,୨୩।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତା ପ୍ରକାଶ କରିଛନ୍ତି ଆନ୍ତର୍ଜାତୀୟ କ୍ରିକେଟର ୨୨ ଜଣ ପୂର୍ବତନ ଅଧିନାୟକ। ଇମ୍ରାନ ଖାନଙ୍କୁ ଉନ୍ନତ ଚିକିତ୍ସା ସୁବିଧା…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

ମହିଳା ବିଜେଡି ଜିଲା ଉପସଭାପତି ହେଲେ କର୍ଲାମୁଣ୍ଡାର ମନ୍ଦିରା ନାଏକ, ଛୁଟିଲା ଶୁଭେଚ୍ଛା

କର୍ଲାମୁଣ୍ଡା,୨୩।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା ବିଜୁ ମହିଳା ଜନତା ଦଳର କର୍ମକର୍ତ୍ତାଙ୍କ ନାମ ଘୋଷଣା କରାଯାଇଛି । ଏଥିରେ କର୍ଲାମୁଣ୍ଡା ବ୍ଲକ ପୂର୍ବତନ ଜିଲା ପରିଷଦ…

‘ମୁଁ ଏଠାକାର ଖେଳାଳି’, ନଦୀରେ ଡେଇଁ ଭିଡିଓ ପୋଷ୍ଟ କଲେ କିରେନ ରିଜିଜୁ, ରାହୁଲ ଗାନ୍ଧୀଙ୍କ ସହ ତୁଳନାରେ ଦେଲେ ଏମିତି ଜବାବ

ନୂଆଦିଲ୍ଲୀ,୨୩।୮: ଅରୁଣାଚଳ ପ୍ରଦେଶର ଏମପି ତଥା କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ ସୋସିଆଲ ମିଡିଆରେ ନିଜର ଏକ ଭିଡିଓକୁ ନେଇ ଚର୍ଚ୍ଚାରେ ଅଛନ୍ତି । ନଦୀରେ ଡେଇଁ ତୀବ୍ର…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri