Posted inଜାତୀୟ

ମୁଖ୍ୟମନ୍ତ୍ରୀଙ୍କ ଘର ନିକଟରୁ ମିଳିଲା ଅଫୁଟା ବୋମା

ଚଣ୍ଡିଗଡ,୨।୧: ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗଓ୍ବନ୍ତ ମାନଙ୍କ ହେଲିପ୍ୟାଡ ନିକଟରୁ ଏକ ଅଫୁଟା ବୋମା ସେଲ୍‌ ମିଳିଛି। ସୋମବାର ମାନଙ୍କ ଆମ୍ବ ବଗିଚା ନିକଟରେ ଏହା ପଡିଥିବାର ଦେଖିବାକୁ ମିଳିଛି। ଚଣ୍ଡିଗଡର ପଞ୍ଜାବ ଏବଂ ହରିୟାଣାର ମୁଖ୍ୟମନ୍ତ୍ରୀଙ୍କ ବାସଭବନଠାରୁ କିଛି ଦୂରରେ ଏହାକୁ ଉଦ୍ଧାର କରାଯାଇଛି। ପୋଲିସ ଏହାକୁ ବାଲିବସ୍ତାରେ ଢାଙ୍କି ଦେଇଥିବା ବେଳେ ଉକ୍ତ ଅଞ୍ଚଳକୁ ସିଲ୍‌ କରାଯାଇଛି। ଅନ୍ୟପଟେ, ବୋମା ନିଷ୍କ୍ରିୟକାରୀ ଦଳ ଘଟଣାସ୍ଥଳରେ ପହଞ୍ଚି ଉକ୍ତ ବୋମାକୁ ଯାଞ୍ଚ କରିବା ସହ ଉଦ୍ଧାର କରିଛି। ଏଥିସହ ଚଣ୍ଡିଗଡ ପୋଲିସ ତଦନ୍ତ ଜାରି ରଖିଛି। ତେବେ ମୁଖ୍ୟମନ୍ତ୍ରୀଙ୍କ ଘର ନିକଟରେ ବୋମା ମିଳିବା କୌଣସି ଏକ ଷଢଯନ୍ତ୍ର କରାଯାଉଥିବା ଆଶଙ୍କା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀଙ୍କ ‘ମନ୍‌ କି ବାତ୍‌’ରେ ପାର୍ବତୀ ଗିରିଙ୍କୁ ପ୍ରଶଂସା ସହ ବଖାଣିଲେ ୨୦୨୫ର ଏସବୁ ସଫଳତା

ନୂଆଦିଲ୍ଲୀ,୨୮ା୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୧୨୯ ତମ ‘ମନ କି ବାତ୍‌’ କାର୍ଯ୍ୟକ୍ରମରେ ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି। ୨୦୨୫ର ଅନେକ ସଫଳତା ବିଷୟରେ କହିଛନ୍ତି ପ୍ରଧାନମନ୍ତ୍ରୀ।...

ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍‌ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...

୧୦ମ ଶ୍ରେଣୀ ଇତିହାସ, ରାଜନୀତି ବିଜ୍ଞାନ ବହିରେ ଭୁଲ୍‌ ତଥ୍ୟ

ଭଦ୍ରକ,୨୮।୧୨(ସନାତନ ରାଉତ): ୨୦୧୩ ମସିହାରେ ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ମୁଦ୍ରିତ ଓ ପ୍ରକାଶିତ ୧୦ମ ଶ୍ରେଣୀ ଇତିହାସ ଓ ରାଜନୀତି ବିଜ୍ଞାନ ବହିରେ...

ସରକାରଙ୍କ ବଡ଼ ଘୋଷଣା, ଅନ୍‌ଲାଇନରେ ହେବନି…

କଟକ,୨୮।୧୨(କାର୍ତ୍ତିକ ସାହୁ): ଏଣିକି ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ)ରେ ମୋଟରଯାନ ନିୟମ ଉଲ୍ଲଂଘନରେ ଜାରି ହୋଇଥିବା ଇ-ଚାଲାଣ ବାବଦରେ ନଗଦ ଅର୍ଥ ଅଫ୍‌ଲାଇନରେ ଗ୍ରହଣ କରାଯିବ।...

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଲା ବଲାଙ୍ଗୀର ପୋଲିସ: ଦେଶୀ ବନ୍ଧୁକ, ବାଇକ୍‌ ଜବତ

ବଲାଙ୍ଗୀର,୨୭।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟାଉନ ଥାନା ପୋଲିସଏକ ସ୍ବତନ୍ତ୍ର ଟିମ୍‌ ଶନିବାର ଏକ ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଛି l ଏ ନେଇ ବଲାଙ୍ଗୀର ଏସ୍‌ପି...

୧୫ ଘଣ୍ଟା କାମ ପରେ ମିଳିଲା ୭୬୩ ଟଙ୍କା, ଡେଲିଭରି ବୟଙ୍କୁ ଘରକୁ ଡାକି ଏମିତି କଲେ ରାଘବ ଚଢା, ସମସ୍ତେ କରୁଛନ୍ତି ପ୍ରଶଂସା

ନୂଆଦିଲ୍ଲୀ,୨୭।୧୨: ନିକଟରେ, ଜଣେ ଡେଲିଭରି ବୟର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏକ ଛୋଟ ଭିଡିଓରେ, ଯୁବକ ଜଣକ ତାଙ୍କର ଦୈନନ୍ଦିନ କାର୍ଯ୍ୟସୂଚୀ...

ଗୁଲୁଆ-ବର୍ଷା: ଶ୍ୱଶୁରଙ୍କୁ କାନ୍ଦି କାନ୍ଦି ନେହୁରା ହେଉଛନ୍ତି ବର୍ଷା, ଭାଇରାଲ ହେଉଛି ଅଡିଓ…

ଭୁବନେଶ୍ୱର,୨୭।୧୨:ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି। ଅଲଗା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri