Posted inଜାତୀୟ

ମୁଖ୍ୟମନ୍ତ୍ରୀଙ୍କ ଘର ନିକଟରୁ ମିଳିଲା ଅଫୁଟା ବୋମା

ଚଣ୍ଡିଗଡ,୨।୧: ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗଓ୍ବନ୍ତ ମାନଙ୍କ ହେଲିପ୍ୟାଡ ନିକଟରୁ ଏକ ଅଫୁଟା ବୋମା ସେଲ୍‌ ମିଳିଛି। ସୋମବାର ମାନଙ୍କ ଆମ୍ବ ବଗିଚା ନିକଟରେ ଏହା ପଡିଥିବାର ଦେଖିବାକୁ ମିଳିଛି। ଚଣ୍ଡିଗଡର ପଞ୍ଜାବ ଏବଂ ହରିୟାଣାର ମୁଖ୍ୟମନ୍ତ୍ରୀଙ୍କ ବାସଭବନଠାରୁ କିଛି ଦୂରରେ ଏହାକୁ ଉଦ୍ଧାର କରାଯାଇଛି। ପୋଲିସ ଏହାକୁ ବାଲିବସ୍ତାରେ ଢାଙ୍କି ଦେଇଥିବା ବେଳେ ଉକ୍ତ ଅଞ୍ଚଳକୁ ସିଲ୍‌ କରାଯାଇଛି। ଅନ୍ୟପଟେ, ବୋମା ନିଷ୍କ୍ରିୟକାରୀ ଦଳ ଘଟଣାସ୍ଥଳରେ ପହଞ୍ଚି ଉକ୍ତ ବୋମାକୁ ଯାଞ୍ଚ କରିବା ସହ ଉଦ୍ଧାର କରିଛି। ଏଥିସହ ଚଣ୍ଡିଗଡ ପୋଲିସ ତଦନ୍ତ ଜାରି ରଖିଛି। ତେବେ ମୁଖ୍ୟମନ୍ତ୍ରୀଙ୍କ ଘର ନିକଟରେ ବୋମା ମିଳିବା କୌଣସି ଏକ ଷଢଯନ୍ତ୍ର କରାଯାଉଥିବା ଆଶଙ୍କା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମମତାଙ୍କୁ ଝଟକା ଦେଇଥିବା ୩ ନେତାଙ୍କୁ BJP ଦେଲା ବଡ଼ ଉପହାର

କୋଲକାତା,୯।୭: ପଶ୍ଚିମବଙ୍ଗରେ ହେବାକୁ ଥିବା ରାଜ୍ୟ ସଭା ଉପନିର୍ବାଚନ ପାଇଁ BJP ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଛି। ଦଳ ସୁସ୍ମିତା ଦେବ, ସୁଖେନ୍ଦୁ ଶେଖର ରାୟ ଏବଂ…

କେମିତି ପାତାଳଗଙ୍ଗା ନଦୀରେ ଭାସିଗଲା ହଜାର ହଜାର LPG ସିଲିଣ୍ଡର, ଜାଣନ୍ତୁ ଏହା ପଛର ବଡ଼ କାରଣ

ମୁମ୍ବାଇ,୯।୭: ମହାରାଷ୍ଟ୍ରରେ ନିରନ୍ତର ମୁଷଳଧାରାରେ ବର୍ଷା ଏବେ ଦୈନନ୍ଦିନ ଜୀବନ ଏବଂ ଶିଳ୍ପ ପ୍ରତିଷ୍ଠାନ ଉଭୟ ଉପରେ ଖୁବ୍‌ ପ୍ରଭାବ ପକାଇଛି। ଚାଭନେ (ପାନଭେଲ ତାଲୁକା, ରାୟଗଡ…

ଗାଡ଼ିର ମାଇଲେଜ କମିବ କିନ୍ତୁ ଇଞ୍ଜିନ ଖରାପ ହେବନାହିଁ, E୨୦ ପେଟ୍ରୋଲ ନେଇ ମିଥ୍ୟା ପ୍ରଚାର ଉପରେ ବର୍ଷିଲେ ଗଡ଼କରୀ

ନୂଆଦିଲ୍ଲୀ,୯।୭: E୨୦ ପେଟ୍ରୋଲ (୨୦% ଏଥାନଲ ଏବଂ ୮୦% ପେଟ୍ରୋଲ) ବ୍ୟବହାର ଦ୍ୱାରା ଗାଡ଼ିର ଇଞ୍ଜିନ ଖରାପ ହେଉଥିବା ଦାବିକୁ ସମ୍ପୂର୍ଣ୍ଣ ପ୍ରତ୍ୟାଖ୍ୟାନ କରିଛନ୍ତି କେନ୍ଦ୍ର ସଡ଼କ…

ପଶ୍ଚିମବଙ୍ଗ ରାଜନୀତିରେ ବଡ଼ ହଇଚଇ; ସୁସ୍ମିତା ଦେବଙ୍କ ସମେତ ୩ ପୂର୍ବତନ TMC ଏମପି BJPରେ ସାମିଲ

କୋଲକାତା,୯।୭: ରାଜ୍ୟ ସଭା ନିର୍ବାଚନ ପୂର୍ବରୁ ବଙ୍ଗଳାର ତିନି ଜଣ ପୂର୍ବତନ TMC ଏମପି BJPରେ ଯୋଗ ଦେଇଛନ୍ତି। ସୁସ୍ମିତା ଦେବ, ସୁଖେନ୍ଦୁ ଶେଖର ରୟ ଏବଂ…

NDAରେ ଯୋଗ ଦେବେ ଶରଦ ପାଓ୍ବାର? କଳ୍ପନା ଜଳ୍ପନା ମଧ୍ୟରେ ଦଳ ଭିତରେ ମତଭେଦ

ମୁମ୍ବାଇ,୯।୭: ମହାରାଷ୍ଟ୍ରରେ ପୁଣି ଥରେ ଏକ ବଡ଼ ରାଜନୈତିକ ଅସ୍ଥିରତା ସୃଷ୍ଟି ହେବାର ଚର୍ଚ୍ଚା ଜୋର ଧରିଛି। ‘ଅପରେସନ ଟାଇଗର’ ପରେ, ‘ଅପରେସନ ଟୁଟାରି’ ସମ୍ପର୍କରେ ଆଲୋଚନା…

ଟିଏମସିର ବ୍ୟାଙ୍କ ଆକାଉଣ୍ଟରୁ ଟଙ୍କା ଉଠାଇପାରିବେ ମମତା, ହାଇକୋର୍ଟରୁ ମିଳିଲା ବଡ଼ ଆଶ୍ବସ୍ତି

କୋଲକାତା,୯।୭: ମମତା ବାନାର୍ଜୀଙ୍କ ଦଳ, ତୃଣମୂଳ କଂଗ୍ରେସ (TMC)କୁ କୋଲକାତା ହାଇକୋର୍ଟରୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ମିଳିଛି । ଦୈନନ୍ଦିନ ଖର୍ଚ୍ଚ ପୂରଣ କରିବା ପାଇଁ କୋର୍ଟ ଟିଏମସିକୁ…

ବଙ୍ଗରେ ଆଦିବାସୀ ମହିଳାଙ୍କୁ ଗଣବଳାତ୍କାର, ରକ୍ତ ଜୁଡୁବୁଡୁ ଅବସ୍ଥାରେ ମିଳିଲା ମୃତଦେହ

କୋଲକାତା,୯।୭: ପଶ୍ଚିମବଙ୍ଗର ବାରୁଇପୁରରେ ଜଣେ ନିର୍ଦ୍ଦୋଷ ଶିଶୁ ଉପରେ ହୋଇଥିବା ନିର୍ମମ ଆକ୍ରମଣ ପରେ, ପୂର୍ବ ବର୍ଦ୍ଧମାନ ଜିଲାରୁ ଗଣବଳାତ୍କାରର ଏକ ଘଟଣା ସାମ୍ନାକୁ ଆସିଛି। ଦିୱାନ-ଦିଘି…

ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ବଡ଼ ଡିଲ୍‌: ଚାଇନା-ପାକିସ୍ତାନ ଛାନିଆ

ମେଲବୋର୍ନ,୯।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ଆଣ୍ଟୋନି ଆଲବାନିଜଙ୍କ ଉପସ୍ଥିତିରେ ମେଲବୋର୍ନରେ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଅନେକ ଗୁରୁତ୍ୱପୂର୍ଣ୍ଣ ଚୁକ୍ତି ସ୍ବାକ୍ଷରିତ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri