Posted inଜାତୀୟ

ତାଜ୍‌ମହଲରେ ବୋମା ଆତଙ୍କ: ପର୍ଯ୍ୟଟକଙ୍କୁ ବାହାର କରାଗଲା

ଆଗ୍ରା,୪।୩: ତାଜ୍‌ମହଲରେ ବୋମା ଆତଙ୍କ ଯୋଗୁ ଏହାର ପରିସରକୁ ଖାଲି କରି ଦିଆଯାଇଛି। ପର୍ଯ୍ୟଟକଙ୍କୁୁ ସିଆଇଏସ୍‌ଏଫ୍‌ ଟିମ୍‌ ପକ୍ଷରୁ ବାହାର କରାଯାଇଛି। ପରିସରରେ ବୋମା ରହିଥିବା ସୂଚନା ମିଳିବା ପରେ ସୁରକ୍ଷା ଦୃଷ୍ଟିରୁ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଥିବା ପୋଲିସ କହିଛି। ଖବର ମିଳିବା ପରେ ସ୍ଥାନୀୟ ପୋଲିସ ସହିତ ସିଆଇଏସ୍‌ଏଫ୍‌ ଟିମ୍‌ ଘଟଣାସ୍ଥଳରେ ପହଞ୍ଚିଥିଲେ। ତାଜ୍‌ମହଲ ବାହାରେ ପୋଲିସ ଏବଂ ଭିତରେ ସିଆଇଏସ୍‌ଏଫ୍‌ ପକ୍ଷରୁ ସର୍ଚ୍ଚ ଅପରେଶନ୍‌ କରାଯାଇଥିଲା। ତେବେ ପରିସରରୁ କୌଣସି ବୋମା ମିଳି ନ ଥିବା ଆଗ୍ରା ଆଇଜି ଏ. ସତୀଶ ଗଣେଶ ସୂଚନା ଦେଇଛନ୍ତି। ଫିରୋଜବାଦ୍‌ରୁ ଜଣେ ବ୍ୟକ୍ତି ଫୋନ୍‌ କରି ଏଭଳି ଖବର ଦେଇଥିଲେ। ଏହାପରେ ପୋଲିସ ଏବଂ ସିଆଇଏସ୍‌ଏଫ୍‌ ଟିମ୍‌ ଘଟଣାସ୍ଥଳରେ ପହଞ୍ଚିଥିଲେ। ସମ୍ପୃକ୍ତ ବ୍ୟକ୍ତିଙ୍କୁ ଗିରଫ କରାଯାଇ ଅଧିକ ପଚରାଉଚରା ଜାରି ରହିଛି। ସେ ଚାକିରି ନ ପାଇ ବେକାର ଥିବାରୁ ବିରକ୍ତ ହୋଇ ଏଭଳି କରିଥିବା ଆଇଜି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ଭିନ୍ନ ଦେଶ

ଚାଇନା ଓ ଭାରତକୁ ବହୁ ସମୟରେ ରାଜନୈତିକ ରୂପେ ସ୍ୱତନ୍ତ୍ର ତଥା ବିକାଶଶୀଳ ଦେଶ ଭାବେ ତୁଳନା କରାଯାଏ। ତାହା ଭ୍ରମାତ୍ମକ। ଚାଇନା ହେଉଛି ସର୍ୱପ୍ରଥମ ଓ…

ଯୁଦ୍ଧ ଭିତରେ ଭାରତକୁ ନେଇ ଟ୍ରମ୍ପଙ୍କ ବଡ଼ ବୟାନ, ଚମକି ପଡିଲା ଚାଇନା

ନୂଆଦିଲ୍‌ଲୀ,୧୨।୩: ପଶ୍ଚିମ ଏସିଆରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ, ଭାରତ ତାର ଶକ୍ତି ଯୋଗାଣକୁ ସୁରକ୍ଷିତ ରଖିବା ପାଇଁ ରୁଷିଆରୁ ତୈଳ କ୍ରୟ ପୁନଃ ଆରମ୍ଭ କରିବାକୁ ନିଷ୍ପତ୍ତି…

ଅଧରାତିରେ ପରିବାରର ୩ ଜଣଙ୍କୁ ହତ୍ୟା କରି ଫେରାର ବୃଦ୍ଧ: ଥାନାରେ ପହଞ୍ଚିଲେ ପୁଅ

ଦେବଗଡ଼,୧୨।୩(ଶଶାଙ୍କ ଶେଖର ଝାଙ୍କର) ଗୋଟିଏ ପରିବାରର ୩ ଜଣଙ୍କୁ ନିର୍ମମ ହତ୍ୟା। ଏଥିରେ କୁଣ୍ଢେଇଗୋଳା ଥାନା ଗରିଆପାଲି ଗ୍ରାମରେ ଘଟିଛି ଏହି ଲୋମଟାଙ୍କୁରା ହତ୍ୟାକାଣ୍ଡ। ସ୍ତ୍ରୀ, ବୋହୂ…

ଭାରତକୁ ବଡ଼ ଝଟ୍‌କା ଦେବ ଆମେରିକା: ଆରମ୍ଭ ହୋଇଗଲା…

ଓ୍ବାଶିଂଟନ୍‌,୧୨।୩: ଆମେରିକାର ଡୋନାଲ୍ଡ ଟ୍ରମ୍ପ ପ୍ରଶାସନ ବିଦେଶୀ ଶିଳ୍ପ ଉତ୍ପାଦନ ଉପରେ ଏକ ନୂତନ ବାଣିଜ୍ୟ ତଦନ୍ତ ଆରମ୍ଭ କରିଛି। ରିପୋର୍ଟ ଅନୁଯାୟୀ, ଆମେରିକାର ସୁପ୍ରିମକୋର୍ଟ ଏକ…

ସିଲିଣ୍ଡରକୁ ନେଇ ଆସିଲା ପୁଣି ବଡ଼ ଖବର, ସରକାର କହିଦେଲେ କାଲିଠୁ…

ନୂଆଦିଲ୍ଲୀ ,୧୨ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ସ୍ଥିତିକୁ ନେଇ ଏବେ ତୈଳ ଏବଂ ଗ୍ୟାସ୍‌ ଯୋଗାଣ ଶୃଙ୍ଖଳ ଭାରି ମାତ୍ରାରେ ପ୍ରଭାବିତ ହୋଇଛି। ଏହାକୁ ନେଇ ଦେଶରେ ପେଟ୍ରୋଲିୟମଜାତ…

ଭୟଙ୍କର ଯୁଦ୍ଧ, ଟେନ୍‌ସନ୍‌ରେ ଭାରତ: ଖୋଲାଗଲା ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍‌

ଦୁବାଇ/ନୂଆଦିଲ୍ଲୀ,୧୨ା୩ (ଏ.ପି./ରଏଟର୍ସ):ମଧ୍ୟପ୍ରାଚ୍ୟର ଯୁଦ୍ଧର ଭୟଙ୍କର ପରିଣାମ ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜରେ ଦେଖିବାକୁ ମିଳିଛି। ଏହି ସାମୁଦ୍ରିକ ଜଳପଥ ଦେଇ ଆସୁଥିବା ତୈଳ ପରିବହନକାରୀ ବାଣିଜି୍ୟକ ଜାହାଜଗୁଡ଼ିକୁ ଇରାନ୍‌…

ଫିଫା ବିଶ୍ୱକପ୍‌ରୁ ଓହରିଲା ଇରାନ

ତେହରାନ୍‌ ,୧୧ା୩: ଇରାନ କ୍ରୀଡ଼ା ମନ୍ତ୍ରୀ ଅହମ୍ମଦ ଡୋନିଆମାଲି ବୁଧବାର ଏକ ବଡ଼ ଘୋଷଣା କରିଛନ୍ତି। ଇରାନ ଫୁଟବଲ ଦଳ 2026 ଫିଫା ବିଶ୍ୱକପ ଖେଳିବ ନାହିଁ…

ଇରାନ ସପକ୍ଷରେ ବାହାରିଲା ତୁର୍କୀ: ଏର୍ଡୋଗାନ କହିଲେ ‘ନା ଶିଆ, ନା ସୁନ୍ନି…ଆମେ ସମସ୍ତେ ମୁସଲମାନ; ଯଦି…

ଅଙ୍କାରା, ୧୧।୩: ଇରାନ ଏବଂ ଆମେରିକା-ଇସ୍ରାଏଲ ମଧ୍ୟରେ ଜାରି ରହିଥିବା ଯୁଦ୍ଧ ଏବେ ସମଗ୍ର ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ଏହି ସଂଘର୍ଷ ମଧ୍ୟରେ ତୁର୍କୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri