କଳାହାଣ୍ଡି କୋର୍ଟକୁ ବୋମା ଧମକ, ପୋଲିସ ପହଞ୍ଚି….

ଭବାନୀପାଟଣା,୯।୩(ଉତ୍ତମ କୁମାର ଦାଶ): ପୁରୀ,ବରଗଡ଼ ପରେ କଳାହାଣ୍ଡି ଜିଲା କୋର୍ଟକୁ ବି ମିଳିଛି ବୋମା ଧମକ। ଜିଲା ଦୌରା ଓ ଜର୍ଜଙ୍କ ଇମେଲକୁ ଏହି ଧମକପୂର୍ଣ୍ଣ ମେଲ୍ ଆସିଛି । ଏହି ଘଟଣା ସାମ୍ନାକୁ ଆସିବା ପରେ କୋର୍ଟକୁ ସ୍ଥାନୀୟ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଘଟଣାସ୍ଥଳରେ କଳାହାଣ୍ଡି ଜିଲାପାଳ ପାୱାର ସଚିନ ପ୍ରକାଶ ଓ ଏସ ପି ନାଗରାଜ ଦେବର କୋଣ୍ଡା ମଧ୍ୟ ଉପସ୍ଥିତ ରହିଛନ୍ତି ।

ପ୍ରକାଶଥାଉକି, ଆଜି ଏକାଥରେ ରାଜ୍ୟର ତିନୋଟି କୋର୍ଟକୁ ବୋମା ଧମକ ଆସିଛି । ବରଗଡ଼ ସିଭିଲ କୋର୍ଟକୁ ସୋମବାର ପୁଣି ଇ-ମେଲରେ ବୋମା ଧମକ ଅସିଛି। ଦିନ ୧ଟାରେ ବୋମା ବିସ୍ଫୋରଣ ହେବ ବୋଲି ଧମକ ରହିଛି। ସେହିପରି ପୁରୀ କୋର୍ଟକୁ ପୁଣିଥରେ ବୋମା ଧମକ ମିଳିଛି । ଜନୈକ ସନ୍ଦିଗ୍ଧ ଜିଲା ଦୌରାଜଜଙ୍କୁ ଇମେଲ୍ କରିଥିଲା । ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନଭିନ୍ ଆରମ୍ଭ କରିଥିଲା ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଶର୍ଜିଲ ଇମାମ୍‌ଙ୍କୁ ମିଳିଲା ଅନ୍ତରୀଣ ଜାମିନ

ନୂଆଦିଲ୍ଲୀ,୯ା୩: ୨୦୨୦ ଦିଲ୍ଲୀ ଦଙ୍ଗା ମାମଲାରେ ଏକ ଅଦାଲତ ସୋମବାର ଆକ୍ଟିଭିଷ୍ଟ ଶର୍ଜିଲ ଇମାମ୍‌ଙ୍କୁ ୧୦ ଦିନିଆ ଅନ୍ତରୀଣ ଜାମିନ ପ୍ରଦାନ କରିଛନ୍ତି। ଭାଇ ବାହାଘରରେ ଯୋଗଦେବା…

ଚିତା ସଂଖ୍ୟା ବୃଦ୍ଧି: କୁନୋ ଜାତୀୟ ଉଦ୍ୟାନରେ ଜ୍ୱାଲାର ୫ ଛୁଆ ଜନ୍ମ

ନୂଆଦିଲ୍ଲୀ,୯ା୩: ନାମିବ୍ୟାରୁ ଅଣାଯାଇଥିବା ଚିତା ଜ୍ୱାଳା ମଧ୍ୟପ୍ରଦେଶର କୁନୋ ଜାତୀୟ ଉଦ୍ୟାନରେ ସୋମବାର ୫ ଶାବକ ଜନ୍ମ କରିବାରୁ ଭାରତରେ ଚିତାସଂଖ୍ୟା ୫୩କୁ ବୃଦ୍ଧି ପାଇଛି। ଭାରତର…

ବରଗଡ଼ରେ ଆଇନଶୃଙ୍ଖଳା ଅଣାୟତ୍ତ: ପୁଣି ଛୁରାମାଡ, ଚାଲିଗଲା ଜଣଙ୍କର ଜୀବନ

ବରଗଡ଼,୯।୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ଆଇନ ଶୃଙ୍ଖଳା ପରିସ୍ଥିତି ଅଣାୟତ୍ତ ହୋଇପଡିଛି। ଏଠାକାର ବିଚ ରାସ୍ତା ଉପରେ ଛୁରି, ଭୁଜାଲି ବୁଲୁଛି । ଛୁରି, ଭୁଜାଲି ଆକ୍ରମଣରେ ଲୋକେ…

ଦିନ ଦ୍ବିପ୍ରହରରେ ଝାମ୍ପିନେଲେ ୨ ଲକ୍ଷ ଟଙ୍କା

ରାୟଗଡ଼ା,୯।୩(ଆଶିଷ ରଞ୍ଜନ ପଣ୍ଡା) ଜଣେ ବ୍ୟକ୍ତି ବ୍ୟାଙ୍କକୁ ଟଙ୍କା ଡିପୋଜିଟ୍‌ କରିବାକୁ ଯିବା ସମୟରେ ଲୁଟେରାମାନେ ଦିନ ଦ୍ବିପ୍ରହରରେ ତାଙ୍କଠାରୁ ୨ ଲକ୍ଷ ଟଙ୍କା ଝାମ୍ପି ନେଇଛନ୍ତି।…

ନେପାଳରେ RSPର ଜବରଦସ୍ତ ବିଜୟ: ମୋଦି କହିଲେ…

କାଠମାଣ୍ଡୁ,୯।୩: ନେପାଳରେ ରାଷ୍ଟ୍ରୀୟ ସ୍ବତନ୍ତ୍ର ପାର୍ଟି (RSP) ବାମପନ୍ଥୀ ଦଳଗୁଡ଼ିକୁ ପରାସ୍ତ କରିଛି। ରବି ଲାମିଛାନେ ଏବଂ ବାଲେନ ଶାହଙ୍କ ନେତୃତ୍ୱରେ RSP ପୂର୍ବତନ ପ୍ରଧାନମନ୍ତ୍ରୀ କେପି…

ବିବାହ ପ୍ରୋସେସନ ବେଳେ ବାଣ ଫୁଟି ୪ ଛାତ୍ରୀ ଆହତ

ସମ୍ବଲପୁର,୯।୩: ସମ୍ବଲପୁର ସହରରେ ସୋମବାର ରାତିରେ ଏକ ବିବାହ ପ୍ରୋସେସନ ବେଳେ ଅଘଟଣ ଘଟିଛି। ପ୍ରୋସେସନ ବେଳେ ହଷ୍ଟେଲ ପରିସରରେ ବାଣ ଫୁଟି ୪ଜଣ ଛାତ୍ରୀ ଆହତ…

ଇରାନରେ ଏସିଡ୍‌ ବର୍ଷା: ତୈଳ ଡିପୋ ଉପରେ ବୋମାମାଡ଼ ପରେ…

ତେହରାନ,୯ା୩:ଇରାନ ରାଜଧାନୀ ତେହରାନରେ ଥିବା ୩୦ଟି ତୈଳ ଡିପୋ ଉପରେ ଇସ୍ରାଏଲ୍‌ର ଆକ୍ରମଣ କରିବାରୁ ରବିବାର ସେଠାରେ କଳା ଏସିଡ୍‌ ବର୍ଷା ହୋଇଛି। ତୈଳ ଡିପୋଗୁଡ଼ିକ ଜଳୁଥିବାରୁ…

ଅଷ୍ଟମ ବେତନ କମିଶନ ଲାଗି ଚିଠି

ଭୁବନେଶ୍ୱର,୯।୩: ଅଷ୍ଟମ ବେତନ କମିଶନ ପାଇଁ ଅର୍ଥ ବିଭାଗ ପକ୍ଷରୁ ଚିଠି। ଚିଠିରେ ସମସ୍ତ ଜିଲାପାଳ ଏବଂ ସରକାରୀ ବିଭାଗ ମୁଖ୍ୟଙ୍କଠାରୁ ମତାମତ ଲୋଡ଼ିଲେ ରାଜ୍ୟ ସରକାର।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri