ଦୋକାନକୁ ବୋମା ଫିଙ୍ଗିବା ପଡ଼ିଲା ମହଙ୍ଗା

ପାତ୍ରପୁର,୭ା୩ (ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡ଼ା ଥାନା ଅନ୍ତର୍ଗତ ତୁରୁବୁଡ଼ି ଗାଁରେ ଏକ ଦୋକାନ ଉପରକୁ ବୋମା ଫିଙ୍ଗା ଘଟଣାରେ ପୋଲିସ ୨ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । ସେମାନେ ହେଲେ ଆସିକା ଅଞ୍ଚଳର ଆକାଶ ଜେନା ଏବଂ କବିସୂର୍ଯ୍ୟ ନଗର ଅଞ୍ଚଳର କମଳ ଲୋଚନ ଗୌଡ।

ଗତ ମଙ୍ଗଳବାର ତୁରୁବୁଡି ଗ୍ରାମର ସରୋଜ ସାହୁ ଦୋକାନରେ ବସିଥିବା ବେଳେ ତିନିଜଣ ଯୁବକ ଏକ ବାଇକ୍‌ରେ ଆସି ଦୋକାନ ଉପରକୁ ବୋମା ଫିଙ୍ଗି ଥିଲେ। ତେବେ ବୋମାଟି ଫୁଟି ନ ଥିଲା। ଏହା ଜାଣିବା ପରେ କିଛି ମହିଳା ପହଞ୍ଚି ପାଟି କରିବାରୁ ତିନି ଯୁବକ ବାଇକ୍‌ ସହ ଖଣ୍ଡା ଛାଡି ଦୌଡ଼ି ପଳାଇଥିଲେ। ଏନେଇ ଥାନାରେ ଅଭିଯୋଗ ହେବା ପରେ ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଚଳାଇଥିଲା। ଘଟଣାରେ ଉପରୋକ୍ତ ୨ ଅଭିଯୁକ୍ତଙ୍କ ସମ୍ପୃକ୍ତି ସ୍ପଷ୍ଟ ହେବା ପରେ ସେମାନଙ୍କୁ ଗିରଫ କରାଯାଇଥିବା ଥାନା ଅଧିକାରୀ ଟୁନା ସାସମଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖାଉଟିଙ୍କୁ ମହଙ୍ଗା ମାଡ଼: ହୁ ହୁ ହୋଇ ବଢୁଛି ଚିନି ଦର

ଭୁବନେଶ୍ୱର, ୨୧ା୮(ବନ୍ଦନା ସେଠୀ):ରାଜ୍ୟରେ ଗତ କିଛିଦିନ ଧରି ଅତ୍ୟାବଶ୍ୟକ ଖାଦ୍ୟ ସାମଗ୍ରୀ ଓ ପନିପରିବା ଦର ହୁ ହୁ ହୋଇ ବଢ଼ିଚାଲିଛି। ପିଆଜ, ରସୁଣ, ଅଦା ଓ…

ମେଘାନ ଓ ପିଲାଙ୍କ ସହ ବ୍ରିଟେନ ଫେରିବେ ପ୍ରିନ୍ସ ହ୍ୟାରୀ

ଲଣ୍ଡନ,୨୧।୮: ପ୍ରିନ୍ସ ହ୍ୟାରୀ ଏବଂ ତାଙ୍କ ପତ୍ନୀ ମେଘାନ ମାର୍କେଲ ଚଳିତ ମାସ ଶେଷ ଆଡ଼କୁ ସେମାନଙ୍କ ଦୁଇ ସନ୍ତାନଙ୍କ ସହ ବ୍ରିଟେନକୁ ଫେରିବାକୁ ନିଷ୍ପତ୍ତି ନେଇଛନ୍ତି।…

କିମ୍ସ ଡାକ୍ତରଙ୍କୁ ବଡ଼ ସଫଳତା: ୧୦ ମାସ ଶିଶୁର ଖାଦ୍ୟ ନଳୀରୁ ବାହାରିଲା ପିନ୍‌

ଭୁବନେଶ୍ୱର, ୨୧ା୮:ରାଉରକେଲାର ଜଣେ ୧୦ ମାସର ଶିଶୁ ଭୁଲ୍‌ବଶତଃ ଏକ ଧାତବ ପିନ୍‌ ଗିଳିଦେବା ପରେ ତାହା ଖାଦ୍ୟନଳୀରେ ଅଟକିଯାଇଥିଲା। ଭୁବନେଶ୍ୱରସ୍ଥିତ କିମ୍ସ ହସ୍ପିଟାଲରେ ଡାକ୍ତରମାନେ ଆଡ୍‌ଭାନ୍ସ…

ହୋମୱାର୍କ ପାଇଁ ଚାପୁଡ଼ା ମାରିଲେ କ୍ଲାସ୍ ଟିଚର: ଅଚେତ ହୋଇ ଟଳି ପଡ଼ିଲା ୬ ବର୍ଷର ଶିଶୁ, ଡାକ୍ତରଖାନାରେ ମୃତ୍ୟୁ

ବିଶାଖାପାଟଣା, ୨୦।୮: ଆନ୍ଧ୍ରପ୍ରଦେଶର ବିଶାଖାପାଟଣାସ୍ଥିତ ଏକ ଘରୋଇ ସ୍କୁଲରେ ଜଣେ ୬ ବର୍ଷର କୋମଳମତି ଶିଶୁର ସନ୍ଦେହଜନକ ମୃତ୍ୟୁ ଘଟିଛି। ହୋମୱାର୍କ ପୂରା କରି ନ ଥିବା…

ସୁଡ଼ଙ୍ଗ ଭିତରେ ୨ ଟ୍ରକ୍‌ ମୁହାଁମୁହିଁ ଧକ୍କା: ୪ମୃତ, ୭ ଆହତ

ଚଣ୍ଡିଗଡ଼, ୨୦।୮: କିରାତପୁର-ମନାଲି ଜାତୀୟ ରାଜପଥ ଦାଓ୍ବାଡ଼ା ସୁଡ଼ଙ୍ଗ ଭିତରେ ଦୁଇଟି ଟ୍ରକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ୪ଜଣଙ୍କ ମୃତ୍ୟୁ ହୋଇଛି ଏବଂ…

ଶୁକ୍ରବାରଠୁ ସପ୍ତାହେ ଯାଏ ବର୍ଷା, ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୨୦ା୮(ବନ୍ଦନା ସେଠୀ) – ରାଜ୍ୟରେ ଏବେ ବର୍ଷା ଓ ବନ୍ୟା ଦୁର୍ଦ୍ଦଶା ଜାରି ରହିଥିବା ବେଳେ ଆସୁଛି ଆଉ ଏକ ଲଘୁଚାପ। ତିନିଦିନ ହେବ ଶୁଖିଲା…

ଥୁଆମୂଳ ରାମପୁରରେ ‘ୟୁଭିଏ’ର ସୌଜନ୍ୟମୂଳକ ସାକ୍ଷାତ: ଜେଏମ୍ଏଫ୍ସି ବିଚାରପତିଙ୍କ ସହ ସାମାଜିକ-ଆଇନଗତ ସମସ୍ୟା ଉପରେ…

ଥୁଆମୂଳ ରାମପୁର,୨୦।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଅଞ୍ଚଳରେ ଶିକ୍ଷାର ବିକାଶ, ସ୍କୁଲ ଡ୍ରପଆଉଟ୍ ସମସ୍ୟା, ସାମାଜିକ କୁସଂସ୍କାର ଏବଂ ସାଧାରଣ ଲୋକଙ୍କ ନିଶୁଳ୍କ ଆଇନଗତ…

ଇନଷ୍ଟାଗ୍ରାମରୁ ପ୍ରେମ ସମ୍ପର୍କ ଯୋଡ଼ି ଅପହରଣ କରି ନେଇଥିଲେ, ଭୁବନେଶ୍ୱରରୁ ନାବାଳିକାଙ୍କୁ ଉଦ୍ଧାର, ଅଭିଯୁକ୍ତଙ୍କୁ ଗିରଫ କରି…

ଦିଗପହଣ୍ଡି,୨୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୫ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ନେଇ କେ.ନୂଆଗାଁ ଥାନାରେ ଅଭିଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri