ବାର୍‌ହା ଶିକାର ପାଇଁ ବିଛା ଯାଇଥିଲା ବୋମା: ବଳଦ ମୁହଁରେ ଫୁଟିଲା…

କେନ୍ଦୁଝର,୭।୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): ବାର୍‌ହା ଶିକାର ପାଇଁ ବିଛା ଯାଇଥିବା ବୋମା ବଳଦ ମୁହିଁରେ ଫୁଟି ଯିବାରୁ ସେ ଗୁରୁତର ହୋଇଛି। ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ତେଲକୋଇ ରେଞ୍ଜ କୁଲାଡେରା ଗାଁ କେନ୍ଦୁଆଦରି ସାହିରେ । ବଳଦଟି ଚରୁଥିବା ବେଳେ ବୋମାଟିକୁ ଖାଇ ଦେଇଥିଲା। ଏତିକିବେଳେ ବିସ୍ଫୋରଣ ହେବାରୁ ବଳଦର ମୁହଁ ନଷ୍ଟ ହୋଇଯାଇଛି। ଏପରିକି ପାଟିର ଜିଭ ଛିଣ୍ଡି ଯାଇଥିବା ବେଳେ ଦାନ୍ତ ଝଡ଼ି ପଡ଼ିଛି।

ମିଳିଥିବା ସୂଚନା ମୁତାବକ, ଗୋରୁଚରାଳି ରମେଶ ମହାକୁଡ଼ ସୋମବାର ପ୍ରତିଦିନ ଭଳି ରେବତୀ ମହାକୁଡ଼ଙ୍କ ବଳଦ ଚରାଇବାକୁ ନେଇଥିଲେ। କୁଲାଡୃରା ଗାଁର କେନ୍ଦୁଆଦରି ସାହି ନିକଟ ଏକ ପଡ଼ିଆରେ ବଳଦଟି ଚରୁ ଥିବାବେଳେ ହଠାତ୍‌ ପାଟିରେ ବୋମା ଫୁଟି ଯାଇଥିଲା। ଫଳରେ ବଳଦଟି ଗୁରୁତର ହୋଇପଡିଥିଲା।

ଅନ୍ୟପକ୍ଷେ ଶିକାରୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣକୁ ରେବତୀ ମହାକୁଡ଼ ଦାବି କରିଛନ୍ତି। ଏ ନେଇ ରେଞ୍ଜ ଅଧିକାରୀ ଶିବାଜୀ ମୋହନ ରାଓଙ୍କୁ ପଚରିବାରୁ ଗ୍ରାମ ନିକଟରେ ଏଭଳି ଏକ ଅଘଟଣ ଘଟିଛି। ଏଣୁ ବାର୍‌ହା ଶିକାର ପାଇଁ ହୋଇ ନ ଥିବ। ଘଟଣାର ତଦନ୍ତ ପରେ ଜଣାପଡ଼ିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IAS ସ୍ତରରେ ବଡ଼ ଧରଣର ଅଦଳବଦଳ: ଅରବିନ୍ଦ ପାଢ଼ୀଙ୍କୁ ରାଜସ୍ୱ ବିଭାଗ

ଭୁବନେଶ୍ୱର,୫।୨: ଓଡିଶା ସରକାର ସଚିବ ସ୍ତରରେ ବଡ଼ ଅଦଳବଦଳ କରିଛନ୍ତି। ଅନେକ ଅଭିଜ୍ଞ IAS ଅଧିକାରୀଙ୍କୁ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ସହ ଅତିରିକ୍ତ କାର୍ଯ୍ୟଭାର ମଧ୍ୟ ଅର୍ପଣ…

ଆସିଲା ନୂଆ ଆଇନ, ମହିଳାଙ୍କୁ ମିଳିଲା ମୋଟରସାଇକେଲ ଚଳାଇବାକୁ ଅନୁମତି

ତେହେରାନ,୫।୨: ଇରାନ ସରକାର ମହିଳାମାନଙ୍କ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ସ୍ଥାନୀୟ ଗଣମାଧ୍ୟମ ଅନୁଯାୟୀ, ଇରାନ ମହିଳାମାନଙ୍କୁ ଆଇନଗତ ଭାବରେ ମୋଟରସାଇକେଲ ଚଲାଇବାକୁ ଅନୁମତି ଦିଆଯାଇଛି।…

ଲଜ୍ଜା: ମୂକ ଓ ବଧିର ଝିଅକୁ ବଳାତ୍କାର କରି ଗର୍ଭବତୀ କଲେ ଜନ୍ମକଲା ବାପା

ମୁମ୍ବାଇ,୫।୨: ମୁମ୍ବାଇର କଫ୍ ପ୍ୟାରେଡ୍ ଅଞ୍ଚଳରୁ ଏକ ଅମାନବୀୟ ତଥା ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ୨୦ ବର୍ଷୀୟା ମୂକ ଓ ବଧିର ଯୁବତୀଙ୍କୁ ବଳାତ୍କାର…

IND vs PAK: ‘ଆମର ଫ୍ଲାଇଟ ବୁକ୍‌ ଅଛି…’, କାହିଁକି ଏମିତି କହିଲେ ସୂର୍ଯ୍ୟକୁମାର? ଜାଣନ୍ତୁ ଏହା ପଛର କାରଣ

ନୂଆଦିଲ୍ଲୀ,୫।୨: ପାକିସ୍ତାନ ସରକାର ସ୍ପଷ୍ଟ କରିଛନ୍ତି ଯେ ସେମାନଙ୍କ ଦଳ 2026 T-20 ବିଶ୍ୱକପ ଖେଳିବ, କିନ୍ତୁ କେବଳ ଫେବୃଆରୀ ୧୫ରେ ଭାରତ ବିପକ୍ଷରେ ମ୍ୟାଚ ଖେଳିବ।…

T20 WC Opening Ceremony:ନୋରା ଫତେହିଙ୍କ ଡ୍ୟାନ୍ସ ସାଙ୍ଗକୁ ବାଦଶାହାଙ୍କ ଜଲଓ୍ବା! ଓପନିଂ ସେରିମନିରେ ଲାଗିବ ବଲିଉଡ ତଡକା

ନୂଆଦିଲ୍ଲୀ,୫।୨: T20 World Cup 2026 ଶନିବାର, ଫେବୃଆରୀ ୭ରେ ଆରମ୍ଭ ହେବ। ଟୁର୍ଣ୍ଣାମେଣ୍ଟର ପ୍ରଥମ ଦିନରେ ତିନୋଟି ମ୍ୟାଚ ଖେଳାଯିବ, ଯେଉଁଥିରେ ପାକିସ୍ତାନ ଏବଂ ନେଦରଲ୍ୟାଣ୍ଡ…

ସରୁନି ବିସ୍ଥାପିତଙ୍କ ଥଇଥାନ ଦୁଃଖ: ବଢ଼ୁଛି ଅସନ୍ତୋଷ

ମୋହନା,୫।୨(ମନ୍ମଥ ମିଶ୍ର) ଛେଳିଗଡ଼ ପ୍ରକଳ୍ପରେ କ୍ଷତିଗ୍ରସ୍ତ ହୋଇଥିବା ବିସ୍ଥାପିତଙ୍କ ଆଜି ଯାଏ ଥଇଥାନ ହୋଇପାରି ନାହିଁ। ୩ ଦଶନ୍ଧି ଧରି ଚାଲିଛି ବିସ୍ଥାପନ ପ୍ରକ୍ରିୟା। ଚାଷ ଓ…

ପାକିସ୍ତାନୀ-ବାଂଲାଦେଶୀ ଭାଇ ଭାଇ, 2026 T20 World Cup ପୂର୍ବରୁ ପାକିସ୍ତାନୀ କ୍ୟାପଟେନଙ୍କ ବୟନକୁ ନେଇ ବିବାଦ

ନୂଆଦିଲ୍ଲୀ,୫।୨: ପାକିସ୍ତାନ କ୍ରିକେଟ ଦଳର ଅଧିନାୟକ ସଲମାନ ଆଗା ICCକୁ ଉସୁକାଇବାକୁ ଚେଷ୍ଟା କରିଛନ୍ତି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ବାଂଲାଦେଶ କ୍ରିକେଟ ଦଳକୁ 2026 T20…

ଅଶ୍ବିନୀ ବୈଷ୍ଣବଙ୍କୁ ଓଡିଶାରେ ପୁରାଇ ଦେବୁନି..’: ରାଜ୍ୟସଭାରେ ଗର୍ଜିଲେ ମୁନ୍ନା ଖାଁ

ନୂଆଦିଲ୍ଲୀ,୫।୨: ରାଜ୍ୟସଭାରେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କୁ ଟାର୍ଗେଟ କରି ଗର୍ଜିଛନ୍ତି ଏମପି ମୁନ୍ନା ଖାଁ। ନବରଙ୍ଗପୁର ଏବଂ ମାଲକାନଗିରି ଜିଲାକୁ ରେଳପଥ ସଂଯୋଗ ପାଇଁ କେନ୍ଦ୍ର ସରକାରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri